Featured posts

Latest posts

All
technology
science

ପ୍ରୀତିସ୍ମିତା ଭୋଇ ଓ କାଳୁ ଚରଣ ଚୌଧୁରୀ ପାଇବେ ‘ଓସ୍‌ଜା’ ପୁରସ୍କାର

ପ୍ରତିଭାସମ୍ପନ୍ନ ଯୁବ ଭାରୋତ୍ତୋଳିକା ପ୍ରୀତିସ୍ମିତା ଭୋଇ ଏବଂ ମହାନ ହକି ପ୍ରଶିକ୍ଷକ କାଳୁଚରଣ ଚୌଧୁରୀଙ୍କୁ ମିଳିବ ଓଡ଼ିଶା କ୍ରୀଡ଼ା ସାମ୍ବାଦିକ ସଂଘ (ଓସ୍‍ଜା)ର ବାର୍ଷିକ ପୁରସ୍କାର। ପ୍ରୀତିସ୍ମିତାଙ୍କୁ ୨୦୨୫ ମସିହାର ଶ୍ରେଷ୍ଠ ଓଡ଼ିଶା ଖେଳାଳି ଏବଂ କାଳୁଚରଣ ଚୌଧୁରୀଙ୍କୁ ଜୀବନବ୍ୟାପୀ ସେବା ସମ୍ମାନ ପ୍ରଦାନ କରାଯିବ। ୨୦୨୬ ଜାନୁଆରି ୧୮ ତାରିଖରେ ଭୁବନେଶ୍ବରଠାରେ ଅନୁଷ୍ଠିତ ହେବାକୁ ଥିବା ଏକ ସ୍ବତନ୍ତ୍ର ଉତ୍ସବରେ ଉଭୟଙ୍କୁ ‘ଓସ୍‌ଜା’ ବାର୍ଷିକ ପୁରସ୍କାର ବାବଦରେ ନଗଦ ୨୫ହଜାର ଟଙ୍କା, ପ୍ରଶସ୍ତିପତ୍ର, ଉତ୍ତରୀୟ ଓ…

Read More

ରାଜ୍ୟ ପୋଲିସ ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା ଉଦଯାପିତ

ଆଜି ସ୍ପେଶାଲ ଅପରେଶନ ଗ୍ରୁପ (ଏସଓଜି) ଚନ୍ଦକାଠାରେ ୮ମ ରାଜ୍ୟ ପୋଲିସ ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା ଉଦଯାପିତ ହୋଇଯାଇଛି । ଏହି ଉଦଯାପନୀ ସମାରୋହରେ ଆରକ୍ଷୀ ମହାନିର୍ଦ୍ଦେଶକ ( କ୍ରାଇମବ୍ରାଞ୍ଚ) ଶ୍ରୀ ବିନୟତୋଷ ମିଶ୍ର ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ପ୍ରତିଯୋଗିତାରେ ଶ୍ରେଷ୍ଠ ବିବେଚିତ ହୋଇଥିବା ବିଭିନ୍ନ ବାଟାଲିୟନ ଓ ଶ୍ରେଷ୍ଠ କମାଣ୍ଡୋମାନଙ୍କୁ ସମ୍ବର୍ଦ୍ଧିତ କରିଥିଲେ। ଏହି ପ୍ରତିଯୋଗିତାରେ ଓଏସଏପି ଷଷ୍ଠ ବାଟାଲିୟନ, କଟକ ଚାମ୍ପିୟନ ଦଳ ଭାବେ ପୁରସ୍କୃତ ହୋଇଥିବା ବେଳେ ୮ମ…

Read More

ବିଜୁ ଜନତା ଦଳ ର ୨୯ ତମ ପ୍ରତିଷ୍ଠା ଦିବସ ପାଳିତ

ଆଜି ଶଙ୍ଖ ଭବନ ରେ ବିଜୁ ଜନତା ଦଳ ୨୯ ତମ ପ୍ରତିଷ୍ଠା ଦିବସ ଅବସରରେ ରାଜ୍ୟ ସ୍ତରୀୟ କାର୍ଯ୍ୟକ୍ରମ ବିପୁଳ ଉତ୍ସାହ ସହ ପାଳିତ ହୋଇ ଯାଇଛି। ଏହି ଅବସରରେ ଉପସ୍ଥିତ ନେତା ଓ କର୍ମୀ ମାନଙ୍କୁ ଉଦବୋଧନ ଦେଇ ବିଜୁ ଜନତା ଦଳ ସଭାପତି ଶ୍ରୀ ନବୀନ ପଟ୍ଟନାୟକ କହିଲେ ଯେ ଗଣତନ୍ତ୍ର ରେ ହାରଜିତ ରହିଛି।କିନ୍ତୁ କିଛି ଲୋକ ଓ କିଛି ଦଳ ଏଵେ ବିଜୁ ଜନତା ଦଳ କୁ ନେଇ ଅପପ୍ରଚାର…

Read More

ପଳାସପଙ୍ଗା ଲ୍ୟାମ୍ପସରେ କେନ୍ଦୁଝର ଜିଲ୍ଲା ପାଇଁ ଧାନ ସଂଗ୍ରହ ବ୍ୟବସ୍ଥାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଓଡ଼ିଶା ସରକାର ଚାଷୀଙ୍କ ସରକାର। ଚାଷୀଙ୍କ ପାଇଁ ଏକାଧିକ ଯୋଜନା ପ୍ରସ୍ତୁତ କରିଥିବା ସରକାରଙ୍କ ଦ୍ବାରା ଧାନର ବୋନସ ୮୦୦ ଟଙ୍କାମ ପ୍ରଦାନ କରିବା ହେଉଛି ସବୁଠୁ ବଡ଼ ଉପଳବ୍ଧି। ଏହା ଦ୍ବାରା ଚାଷ ପ୍ରତି ଚାଷୀଙ୍କ ମନୋବଳ ବଢ଼ିଛି ବୋଲି କେନ୍ଦୁଝର ସ୍ଥିତ ପଳାସପଙ୍ଗ ଲ୍ୟାମ୍ପସ‌ରେ ଧାନ ସଂଗ୍ରହର ଶୁଭାରମ୍ଭ କରି ମାନ୍ୟବର ମୁଖ୍ୟମନ୍ତ୍ରୀ ମତବ୍ୟକ୍ତ କରିଛନ୍ତି। ଆଜି ମୁଖ୍ୟମନ୍ତ୍ରୀଙ୍କ କେନ୍ଦୁଝର ଗସ୍ତର ପ୍ରଥମ ଦିନରେ ପଳାସପଙ୍ଗା ସ୍ଥିତ ଲ୍ୟାମ୍ପସରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ…

Read More

ବିପ୍ଳବୀ ଧରଣୀ ଧରଙ୍କ ପ୍ରତିମୂର୍ତ୍ତି ଅନାବରଣ କଲେ ମୁଖ୍ୟମନ୍ତ୍ରୀ

କେନ୍ଦୁଝର ମାଟି ହେଉଛି ବିପ୍ଲବୀ ମାଟି। ଏଠି ଅନେକ ବିପ୍ଲବୀ ଜନ୍ମ ଗ୍ରହଣ କରିଛନ୍ତି। କିନ୍ତୁ, ଯେତେବେଳେ ବି ବିପ୍ଳବୀଙ୍କ କଥା ଆଲୋଚନା ହେବ, ଆମ ଜିଲ୍ଲାରେ ଧରଣୀଧର ନାଏକଙ୍କ ନାମ ସର୍ବାଗ୍ରେ ଆସିବ। ବିପ୍ଳବୀ ଧରଣୀ ଧର ଆମ ପାଇଁ ପ୍ରେରଣାର ଉତ୍ସ ବୋଲି ବିପ୍ଳବୀ ଧରଣୀ ଧରଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ କରି ମାନ୍ୟବର ମୁଖ୍ୟମନ୍ତ୍ରୀ ମତବ୍ୟକ୍ତ କରିଛନ୍ତି। ଆଜି କେନ୍ଦୁଝର ସହରରର ପ୍ରବେଶ ଦ୍ବାର ନେକେଡା ଘରଠାରେ ବିପ୍ଳବୀ ଧରଣୀଧର ଭୂୟାଁଙ୍କ ପୂର୍ଣ୍ଣବୟାବ ପ୍ରତିମୂର୍ତ୍ତି…

Read More

କଳିଙ୍ଗ ଷ୍ଟାଡ଼ିୟମରେ ରାଜ୍ୟ ଯୁବ ମହୋତ୍ସବ-୨୦୨୫ ଉଦ୍‌ଯାପିତ

ଓଡ଼ିଶାର ଯୁବପିଢ଼ିଙ୍କ ପ୍ରତିଭା ଓ ଉତ୍ସାହର ପ୍ରତୀକ ସାଜିଥିବା ‘ରାଜ୍ୟ ଯୁବ ମହୋତ୍ସବ-୨୦୨୫’ ଆଜି କଳିଙ୍ଗ ଷ୍ଟାଡିୟମଠାରେ ସଫଳତାର ସହ ସମାପ୍ତ ହୋଇଛି। ଗତ ୨୪ ଡିସେମ୍ବରରୁ ଆରମ୍ଭ ହୋଇଥିବା ଏହି ତିନି ଦିନିଆ ମହୋତ୍ସବରେ ଓଡ଼ିଶାର ବିଭିନ୍ନ ଜିଲ୍ଲାରୁ ଆସିଥିବା ଯୁବ ପ୍ରତିଭାମାନେ ବିଭିନ୍ନ ପ୍ରତିଯୋଗିତାରେ ଅଂଶଗ୍ରହଣ କରିଥିଲେ। ରାଜ୍ୟ ଯୁବ ମହୋତ୍ସବର ବିଜୟୀ ପ୍ରତିଭାମାନେ ଆଗାମୀ ଦିନରେ ନୂଆଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଥିବା “ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ” ରେ ଓଡ଼ିଶାର ପ୍ରତିନିଧିତ୍ବ…

Read More

ସ୍ୱର୍ଗତ ବାଜପେୟୀ ଥିଲେ ରାଜନୈତିକ ନୀତି ଓ ଆଦର୍ଶର ଶ୍ରେଷ୍ଠ ବ୍ରାଣ୍ଡ ଆମ୍ବାସଡର

ବାଜପେୟୀଜୀଙ୍କ ସୁଶାସନର ମନ୍ତ୍ର ଏବଂ ମୋଦୀଜୀଙ୍କ ପ୍ରଶାସନିକ ସଂସ୍କାରକୁ ପାଥେୟ କରି ଆମ ୧୮ ମାସର ସରକାର ଓଡିଶାର ସାଢେ ଚାରି କୋଟି ଲୋକଙ୍କ କଲ୍ୟାଣ ପାଇଁ କାର୍ଯ୍ୟରତ ରହିଛି ବୋଲି ଆଜି ସୁଶାସନ ଦିବସ ତଥା ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ୱର୍ଗତ ଅଟଳ ବିହାରୀ ବାଜପେୟୀଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କହିଛନ୍ତି।  କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ସିଏମ୍ ଡ୍ୟାସବୋର୍ଡ, ଓସ୍ୱାସ୍ ବ୍ୟବସ୍ଥାକୁ ଜିଲ୍ଲା ଓ ବ୍ଲକସ୍ତର ପର୍ଯ୍ୟନ୍ତ ସଂପ୍ରସାରଣ ଏବଂ ଉନ୍ନତମାନର…

Read More

ମାଓବାଦୀ ଆତ୍ମସମର୍ପଣ କରି ସମାଜର ମୁଖ୍ୟ ଧାରାରେ ସାମିଲ ହେବାକୁ ମୁଖ୍ୟମନ୍ତ୍ରୀଙ୍କ ଆହ୍ବାନ

ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଏସ. ଓ. ଜି ଚନ୍ଦକାର ନୂତନ ପ୍ରଶିକ୍ଷଣ ଓ ବ୍ରିଫିଂ କେନ୍ଦ୍ର ଉଦଘାଟନ କରିଛନ୍ତି। ଏଥିରେ ଏକା ସମୟରେ ୪୦୦ ଯବାନଙ୍କୁ ପ୍ରଶିକ୍ଷଣ ପ୍ରଦାନ କରିହେବ। ଏହା ସହିତ ମୁଖ୍ୟମନ୍ତ୍ରୀ ସେଠାରେ ଏକ ଅତ୍ୟାଧୁନିକ ଆତଙ୍କବାଦ ବିରୋଧୀ ପ୍ରଶିକ୍ଷଣ କେନ୍ଦ୍ରର ଶୁଭ ଉଦଘାଟନ କରିଛନ୍ତି। ମୁଖ୍ୟମନ୍ତ୍ରୀ ୧୬ ଟି ଜିଲ୍ଲାର ୧୬ ଟି ଥାନା ଗୃହ, ୭୦ ଟି କ୍ୱାର୍ଟର, ଅଫିସ ଗୃହ, ବାରାକ୍, ଅସ୍ତ୍ରାଗାର, ପ୍ରଶାସନିକ ବିଲ୍ଡିଂ ଆଦି ପ୍ରକଳ୍ପ…

Read More

ଡିସେମ୍ବର ୨୪ ତାରିଖ ଠାରୁ ୨୬ ତାରିଖ ପର୍ଯ୍ୟନ୍ତ ରାଜ୍ୟ ଯୁବ ମହୋତ୍ସବର ଆୟୋଜନ କରାଯାଉଛି

ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମ ଠାରେ ଅନୁଷ୍ଠିତ ହେଉଥିବା ରାଜ୍ୟ ଯୁବ ମହୋତ୍ସବର ଆଜି ଦ୍ଵିତୀୟ ଦିନରେ ବିଭିନ୍ନ ପ୍ରତିଯୋଗିତାର ଆୟୋଜନ କରାଯାଇଥିଲା। କ୍ରୀଡ଼ା ଓ ଯୁବସେବା ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ ଆଜି ଅନୁଷ୍ଠିତ ହୋଇଥିବା ଲୋକନୃତ୍ୟ ଓ ବକ୍ତୃତା ପ୍ରତିଯୋଗିତାରେ ଉପସ୍ଥିତ ରହି ପ୍ରତିଯୋଗିତାରେ ଅଂଶଗ୍ରହଣ କରିଥିବା ସମସ୍ତ ପ୍ରତିଯୋଗୀମାନଙ୍କର ଉତ୍ସାହ ବର୍ଦ୍ଧନ କରିଥିଲେ। ଏଥିସହ ମନ୍ତ୍ରୀ ଶ୍ରୀ ସୂରଜ ବିଜ୍ଞାନ ମେଳା ବୁଲି ଦେଖିବା ସହ ବିଜ୍ଞାନ ମେଳାରେ ସ୍ଥାନିତ ହୋଇଥିବା ପ୍ରକଳ୍ପ ଗୁଡ଼ିକ…

Read More

ଚାନ୍ଦବାଲି ଦୁଷ୍କର୍ମ ଘଟଣାରେ ମନମୋହନ ରାଜ୍ୟବାସୀଙ୍କୁ କି ଆଶ୍ୱାସନା ଦେବେ

ଚାନ୍ଦବାଲିରେ ଘଟିଥିବା ଲୋମହର୍ଷଣକାରୀ ଦୁଷ୍କର୍ମ ଏବଂ ହତ୍ୟା ଉପରେ କଂଗ୍ରେସ ଭବନଠାରେ ସାମ୍ବାଦିକ ସମ୍ମିଳନୀ ଆୟୋଜନ ହୋଇଥିଲା I  ବରିଷ୍ଠ ମୁଖପାତ୍ର ମନୋରଞ୍ଜନ ଦାଶ ପ୍ରାରମ୍ଭିକ ସୂଚନା ପ୍ରଦାନ କରିବା ପରେ ପୂର୍ବତନ ସାଂସଦ ଅନନ୍ତ ପ୍ରସାଦ ସେଠୀ କହିଲେ, କଂଗ୍ରେସ ସବୁବେଳେ ନାରୀ ସୁରକ୍ଷା ଉପରେ ଆନ୍ଦୋଳନ କରୁଛି କ୍ଷ ବିଧାନସଭାରେ ବିଧାୟକ ସରକାରଙ୍କ ଦୃଷ୍ଟି ଆକର୍ଷଣ କରୁଛି I ପିସିସି ସଭାପତି ନାରୀ ସୁରକ୍ଷାକୁ ନେଇ ସଦାବେଳେ ସରକାରଙ୍କୁ ପ୍ରଶ୍ନ ପଚାରୁଛନ୍ତି ଓ ରାଜରାସ୍ତାକୁ…

Read More