ଦୁର୍ନୀତି ବିରୋଧରେ ମୁଖ୍ୟମନ୍ତ୍ରୀଙ୍କ କଡ଼ା ପଦକ୍ଷେପ

ରାଜ୍ୟରେ ବିଜେପି ସରକାର କ୍ଷମତାକୁ ଆସିବାର ୫ ମାସ ମଧ୍ୟରେ ୯୦ ଜଣ ସରକାରୀ ଅଧିକାରୀଙ୍କ ବିରୋଧରେ ଭିଜିଲାନ୍ସ ମାମଲା ରୁଜୁ ହୋଇଛି।

ବିଜେଡି ବିଧାୟକ ପ୍ରତାପ ଦେବଙ୍କ ପ୍ରଶ୍ନର ଉତ୍ତରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ଗୃହରେ ଏହି ଲିଖିତ ଉତ୍ତର ରଖିଛନ୍ତି।ରୁଜୁ ହୋଇଥିବା ମାମଲା ମଧ୍ୟରେ ରାଜସ୍ୱ ବିଭାଗରେ ସର୍ବାଧିକ ୨୦ ଅଧିକାରୀ ଅଛନ୍ତି।

Leave a Reply

Your email address will not be published. Required fields are marked *