୩୦ରୁ ବଢ଼ିବ ଶୀତ

କିଛିଦିନ ହେଲା ରାଜ୍ୟରେ ଶୀତର ଲହରି ଜାରି ରହିଥିବାବେଳେ ସୁନ୍ଦରଗଡ଼ ଓ କନ୍ଧମାଳ ଆଦି ଜିଲାରେ ଗଭୀର କୁହୁଡ଼ି ଦେଖିବାକୁ ମିଳୁଛି।

ସେହିପରି କଳାହାଣ୍ଡି ସମେତ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ ହାଲୁକାରୁ ମଧ୍ୟମଧରଣ କୁହୁଡ଼ିର ଆସ୍ତରଣ ରହୁଛି। ତେବେ ନଭେମ୍ବର ୩୦ରୁ ଡିସେମ୍ବର ପହିଲା ମଧ୍ୟରେ ତାପମାତ୍ରା ୨ରୁ ୩ ଡିଗ୍ରୀ ସେଲସିୟସ୍‌ ବଢ଼ିପାରେ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।

Leave a Reply

Your email address will not be published. Required fields are marked *