ଅଦିନିଆ ବର୍ଷାରେ ଚାଷୀଙ୍କ କ୍ଷୟକ୍ଷତିର ଆକଳନର ମିଳିବ ଉଚିତ୍ କ୍ଷତିପୂରଣ

ଅଦିନିଆ ବର୍ଷାରେ ଚାଷୀଙ୍କ କ୍ଷୟକ୍ଷତିର ଆକଳନ ହେବ । କ୍ଷୟକ୍ଷତି ପାଇଁ ମନ୍ତ୍ରୀ ବିଭୂତି ଜେନାଙ୍କୁ ଦାୟିତ୍ୱ ଦିଆଯାଇଛି । ଅନେପଟେ ଜିଲ୍ଲାପାଳ ତଥା ଆରସିଡିଙ୍କୁ ମଧ୍ୟ କ୍ଷୟକ୍ଷତିର ତଦାରଖ ଲାଗି ଦାୟିତ୍ୱ ଦିଆଯାଇଛି ।

କ୍ଷୟକ୍ଷତି ଆକଳନ ପରେ ଚାଷୀଙ୍କୁ ମିଳିବ ଉଚିତ୍ କ୍ଷତିପୂରଣ । ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ ସୂଚନା ଦେଇଛନ୍ତି ।

Leave a Reply

Your email address will not be published. Required fields are marked *