ପାର୍ସଲବୋମା ମାମଲାରେ ମାସକ ମଧ୍ୟରେ ଶୁଣାଣି ଶେଷ କରିବାକୁ ସୁୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ
ବଲାଙ୍ଗୀର: ବହୁଚର୍ଚ୍ଚିତ ପାଟଣାଗଡ଼ ପାର୍ସଲ ବୋମା ମାମଲାର ଶୁଣାଣି ଶେଷ କରିବାକୁ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଅଭିଯୁକ୍ତ ପୁଞ୍ଜିଲାଲ ମେହେରଙ୍କ ଜାମିନ ଆବେଦନର ସମୀକ୍ଷା କରି ମାସକ ମଧ୍ୟରେ ଶୁଣାଣି ଶେଷ କରିବାକୁ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ମାମଲାର ତ୍ୱରିତ ସମାଧାନ ପାଇଁ ପୂର୍ବରୁ ହାଇକୋର୍ଟ ସମୟ ସୀମା ଧାର୍ଯ୍ୟ କରିଥିଲେ। ବର୍ତ୍ତମାନ ସୁଦ୍ଧା ୬୦ ଜଣ ସାକ୍ଷୀଙ୍କ ବୟାନ ରେକର୍ଡ କରାଯାଇଥିବା ବେଳେ ବାକି ୨ ଜଣ ସାକ୍ଷୀଙ୍କ ବୟାନକୁ ଅପେକ୍ଷା କରାଯାଇଛି। ୨୦୧୮ ଫେବ୍ରୁଆରି…
