Satej News

ରାଜ୍ୟର ୩ କୋଟି ଲୋକଙ୍କୁ ମିଳିବ ସ୍ୱାସ୍ଥ୍ୟକାର୍ଡ

ରାଜ୍ୟର ୩ କୋଟି ଲୋକଙ୍କୁ ମିଳିବ ସ୍ୱାସ୍ଥ୍ୟକାର୍ଡ। ଆୟୁଷ୍ମାନ ଭାରତ ଓ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଖର୍ଚ୍ଚ ଆରମ୍ଭ ହୋଇଯାଇଛି । ଆଗକୁ ସ୍ୱାସ୍ଥ୍ୟକାର୍ଡ ପ୍ରଦାନ କରାଯିବ । ପୂର୍ବରୁ ଏହି ସ୍ୱାସ୍ଥ୍ୟକାର୍ଡରେ ମାତ୍ର ୯୫୬ ହସ୍ପିଟାଲରେ ଚିକିତ୍ସା ହେଉଥିଲା, ମାତ୍ର ଏବେ ସମଗ୍ର ଦେଶରେ ୨୭ ହଜାର ହସ୍ପିଟାଲରେ ଚିକିତ୍ସା ପାଇପାରିବେ । ଆଗାମୀ ୫ ବର୍ଷରେ ଆହୁରି ୨୪୦୦ ମେଡିକାଲ ସିଟ୍ ବୃଦ୍ଧି କରାଯିବ ବୋଲି ଗତକାଲି ଆୟୋଜିତ ‘ଭିଜନ୍ ଓଡ଼ିଶା ହେଲ୍ଥ…

Read More

ନିର୍ବାଚନ ଲଢିବେ ଅରବିନ୍ଦ କେଜ୍ରିୱାଲ

ନିର୍ବାଚନ ଲଢିବେ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଆପ୍ ଆବାହକ ଅରବିନ୍ଦ କେଜ୍ରିୱାଲ। ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ଆମ୍ ଆଦ୍‌ମୀ ପାର୍ଟି ତାର ଶେଷ ପ୍ରାର୍ଥୀ ତାଲିକା ଜାରି କରିଛି। ତେବେ ୩୮ ଜଣିଆ ପ୍ରାର୍ଥୀ ତାଲିକାରେ ରହିଛି ଅରବିନ୍ଦ କେଜ୍ରିୱାଲଙ୍କ ନାମ। ସେ ନୂଆ ଦିଲ୍ଲୀରୁ ନିର୍ବାଚନ ଲଢିବେ ବୋଲି ସୂଚନା ମିଳିଛି। ସେହିପରି ସୌରଭ ଭରଦ୍ବାଜ ଗ୍ରେଟର କୈଳାସ ଓ ସତୈନ୍ଦ୍ର ଜୈନ୍ ଶକୁର ବସ୍ତିରୁ ନିର୍ବାଚନ ଲଢିବେ। ମୁଖ୍ୟମନ୍ତ୍ରୀ ଆତିଶି କାଲ୍‌କାଜିରୁ ପ୍ରାର୍ଥୀ…

Read More

ବନକର୍ମଚାରୀଙ୍କୁ ଗୁଳିମାଡ

ବନକର୍ମଚାରୀଙ୍କ ଉପରକୁ ଫୁଟିଲା ଗୁଳି। ହାତୀ ଦାନ୍ତ ଡିଲ୍ ରେ ସାମିଲ ମାଫିଆଙ୍କୁ ଧରିବାକୁ ବନ କର୍ମଚାରୀ ଯାଇଥିବା ବେଳେ ଏଭଳି ଘଟଣା ଘଟିଛି। ଏହି ଆକ୍ରମଣରେ ବନ ବିଭାଗ ଗାଡ଼ି କ୍ଷତିଗ୍ରସ୍ତ ହୋଇଥିବା ବେଳେ କୌଣସି କର୍ମଚାରୀ ଆହତ ହୋଇ ନ ଥିବା ଜଣାଯାଇଛି। ଏପରି ଏକ ଘଟଣା ରାୟଗଡ଼ା ଜିଲ୍ଲା ମୁନିଗୁଡା ରେଞ୍ଜ ଅଧୀନରେ ଘଟିଛି। ରାୟଗଡ଼ା ବନଖଣ୍ଡ ମୁନିଗୁଡା ରେଞ୍ଜ ମାଲିମୁଣ୍ଡା ଓ ଜାରପା ଗ୍ରାମର କିଛି ମାଫିଆ ହାତୀ ଦାନ୍ତ ବେପାର…

Read More

ଧନୁ ସଂକ୍ରାନ୍ତିରେ ଧନୁ ମୁଆଁର କ’ଣ ରହିଛି ବିଶେଷତ୍ୱ ?

ଆଜି ହେଉଛି ପବିତ୍ର ଧନୁ ସଂକ୍ରାନ୍ତି। ପୌଷ ମାସର ପ୍ରଥମ ଦିନକୁ ଆମେ ଧନୁ ସଂକ୍ରାନ୍ତି ଭାବେ ପାଳନ କରିଥାଉ। ଏହି ଦିବସଠାରୁ ପୁରୀ ଶ୍ରୀମନ୍ଦିରରେ ଶ୍ରୀଜଗନ୍ନାଥଙ୍କ ପହିଲି ଭୋଗ ଆରମ୍ଭ ହୋଇ ଉତ୍ତରାୟଣ ସଂକ୍ରାନ୍ତି ବା ମକର ସଂକ୍ରାନ୍ତି (ପ୍ରାୟତଃ ଜାନୁଆରୀ ୧୪ତାରିଖ) ପର୍ଯ୍ୟନ୍ତ ଚାଲିଥାଏ। ପ୍ରଭାତୀ କୀର୍ତ୍ତନ ବନ୍ଦ ରହେI ପୌଷ ମାସର ପବିତ୍ରତା ଯୋଗୁଁ ପୁଷ୍ୟାଭିଷେକ ଅନୁଷ୍ଠିତ ହୁଏ। ଏଥିସହ ଏହି ଦିନ ସୂର୍ଯ୍ୟ ଧନୁ ରାଶିରେ ପ୍ରବେଶ କରିଥାନ୍ତି। କୃଷିପ୍ରଧାନ ରାଜ୍ୟ…

Read More

IAS ଅନିମେଶ ପ୍ରଧାନଙ୍କୁ ମିଳିଲା ଓଡିଶା କ୍ୟାଡର

IAS ଅନିମେଶ ପ୍ରଧାନଙ୍କୁ ମିଳିଲା ଓଡିଶା କ୍ୟାଡର । ୟୁପିଏସସି ଦ୍ୱାରା ପରିଚାଳିତ ଭାରତୀୟ ପ୍ରଶାନିକ ସେବା ତଥା ୨୦୨୩ ସିଭିଲ ସର୍ଭିସ ପରୀକ୍ଷାରେ ଦ୍ବିତୀୟ ରାଙ୍କ ପାଇଥିଲେ ଅନିମେଶ । ଅନିମେଶଙ୍କ ସହ ଅନ୍ୟ ୮ ଜଣଙ୍କୁ ଓଡ଼ିଶା କ୍ୟାଡର୍‌ ମିଳିଛି । ତେବେ ସର୍ବ ଭାରତୀୟ ସ୍ତରରେ ଦ୍ଵିତୀୟ ସ୍ଥାନ ଅଧିକାର କରିବା ପରେ ଶିକ୍ଷା ଓ ସ୍ୱାସ୍ଥ୍ୟ କ୍ଷେତ୍ରରେ କାର୍ଯ୍ୟ କରିବାକୁ ରୁଚି ରଖିଥିବା କହିଥିଲେ ଅନିମେଶ । ସେହିପରି ୨୦୨୩ ସିଭିଲ…

Read More

ଜୟପୁରରେ ବିଭିନ୍ନ ବିକାଶମୂଳକ କାର୍ଯ୍ୟର ଲୋକାର୍ପଣ ଓ ଭିତ୍ତି ପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

କୋରାପୁଟ ଗସ୍ତରେ ଯାଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଜୟପୁର ଫୁଲବାଡଠାରେ ବିଭିନ୍ନ ବିକାଶମୂଳକ କାର୍ଯ୍ୟର ଲୋକାର୍ପଣ ଓ ଭିତ୍ତି ପ୍ରସ୍ତର ଦେଇଛନ୍ତି । ଜୟପୁର ସ୍ଥିତ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ନୁତନ କୋଠା, ସରକାରୀ ଆବାସୀକ ଗୃହ, ଏୟାରପୋର୍ଟର ନବ ନିର୍ମିତ ଟର୍ମିନାଲ କୋଠା ଲୋକାର୍ପଣ କରିଛନ୍ତି ।ଏହା ସହ ସରକାରୀ ସେବିକା ମହାବିଦ୍ୟାଳୟ କୋରାପୁଟ ଭିତ୍ତି ପ୍ରସ୍ତର ଦେଇଛନ୍ତି । ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ୭ ମହଲା ବିଶିଷ୍ଟ ନୁତନ କୋଠା ଲୋକାର୍ପଣ କରିଛନ୍ତି…

Read More

ଆରପାରିରେ ବିଖ୍ୟାତ ତବଲା ବାଦକ ଜାକିର ହୁସେନ

ଚାଲିଗଲେ ବିଖ୍ୟାତ ତବଲା ବାଦକ ତଥା ସଙ୍ଗୀତଜ୍ଞ ଜାକିର ହୁସେନ । ମୃତ୍ୟୁ ବେଳକୁ ତାଙ୍କୁ ୭୩ ବର୍ଷ ହୋଇଥିଲା । ସୂଚନା ମୁତାବକ ଆଜି ତାଙ୍କର ଗୁରୁତର ସ୍ବାସ୍ଥ୍ୟ ସମସ୍ୟା ଦେଖା ଦେବାରୁ ତାଙ୍କୁ ଆମେରିକାରେ ଏକ ହସ୍ପିଟାଲରେ ଭର୍ତ୍ତି କରଯାଇଥିଲା । ରିପୋର୍ଟ ମୁତାବକ ହାର୍ଟ ଜନିତ ସମସ୍ୟା ଦେଖା ଦେବାପରେ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା ।ଆଜି ସକାଳୁ ସାନ୍‌ଫ୍ରାନ୍‌ସିସ୍‌କୋରେ ତାଙ୍କ ଚିକିତ୍ସା ଜାରି ରହିଥିଲା । ତେବେ ଡାକ୍ତରଙ୍କ ଶତ ଚେଷ୍ଟା…

Read More

ଟ୍ରେନରୁ ଖସିପଡି ୨ମହିଳାଙ୍କ ମୃତ୍ୟୁ

ଟ୍ରେନ୍‌ରୁ ଖସିପଡ଼ି ଚାଲିଗଲା ୨ ଜଣ ମହିଳାଙ୍କ ଜୀବନ । ଏଭଳି ଅଭାବନୀୟ ଘଟଣା ଘଟିଛି ଗଞ୍ଜାମ ସୁରୋଳ ରେଳ ଷ୍ଟେସନ ନିକଟ ଟ୍ରାକ ନିକଟରରେ । ଦୁଇ ମୃତକ ହେଲେ ଚିକିଟି ପୀତାତଳି ଜଗନ୍ନାଥପୁର ଗାଁର ପ୍ରତିମା ଗୌଡ଼ ଓ ଝୁନୁ ଗୌଡ଼ । ପାଚିକା ସଂଘର ୧୦ ଜଣ ସଦସ୍ୟ ରାଲିରେ ଯୋଗଦେବା ପାଇଁ ଭୁବନେଶ୍ବର ଆସୁଥିଲେ । ସୁରୋଳ ଷ୍ଟେସନରେ ଚଳନ୍ତା ଟ୍ରେନରେ ଚଢ଼ୁଥିବା ବେଳେ ଅସାବଧାନତା ଯୋଗୁଁ ଖସିପଡିଥିଲେ ।ଯେଉଁଥିରେ ଉଭୟ…

Read More

୧୧ ମାସ ପରେ ଖୋଲିଲା ବିରଜା ହାଟ

ବହୁ ବାଦ ବିବାଦ ପରେ ଶେଷରେ ୧୧ ମାସ ପରେ ଖୋଲିଲା ଯାଜପୁର ବିରଜା ହାଟ । ଶାନ୍ତିଶୃଙ୍ଖଳା ଲାଗି ହାଟରେ ୨ ପ୍ଲାଟୁନ୍‌ ଫୋର୍ସ ମୁତୟନ କରାଯାଇଥିବା ସୂଚନା ମିଳିଛି । ୨୦୦ରୁ ଅଧିକ ଚାଷୀ ଓ ବ୍ୟବସାୟୀ ଆରମ୍ଭ କରିଛନ୍ତି ବେପାର । ଆଜି ପ୍ରଥମ ଦିନରେ ପୋଲିସ ଓ ମାଜିଷ୍ଟେଟଙ୍କ ଉପସ୍ଥିତିରେ ଖୋଲିଛି ବିରଜା ହାଟ।ହାଟ ବିବାଦ ସମାଧାନ ପାଇଁ କିଛି ଦିନ ତଳେ ବୈଠକ ବସିଥିଲା । ପୁରୁଣା ସ୍ଥାନ ବିରଜା…

Read More

ବନ୍ଦେ ଭାରତ ଏକ୍ସପ୍ରେସ ଟ୍ରେନ ଖାଦ୍ୟରେ ପୋକ, ଜରିମାନା ଲଗାଇଲା ଆଇଆରସିଟିସି

ପୁଣିଥରେ ବନ୍ଦେ ଭାରତ ଏକ୍ସପ୍ରେସ ଟ୍ରେନରେ ପରସା ଯାଇଥିବା ଖାଦ୍ୟରେ ବାହାରିଲା ପୋକ। ଏନେଇ ଯାତ୍ରୀ ଜଣକ ଅଭିଯୋଗ ପରେ କ୍ୟାଟରିଂ ସର୍ଭିସ ଉପରେ ଜରିମାନା ଲଗାଇଲା ଆଇଆରସିଟିସି । ରିପୋର୍ଟ ଅନୁଯାୟୀ, ବିକାଶ କୁମାର ନାମକ ଜଣେ ଯାତ୍ରୀ ବାରାଣାସୀରୁ ନୂଆଦିଲ୍ଲୀ ଅଭିମୁଖେ ବନ୍ଦେ ଭାରତ ଏକ୍ସପ୍ରେସ ଯାତ୍ରା କରୁଥିଲେ।ଆଉ ସେହି ସମୟରେ ସେ ଖାଦ୍ୟ ଅର୍ଡର କରିଥିବା ବେଳେ ଟ୍ରେନର କ୍ୟାଟରିଂ ସେବା ତାଙ୍କୁ ଖାଦ୍ୟ ଦେଇଥିଲା । ହେଲେ ଦିଆଯାଇଥିବା ଖାଦ୍ୟରେ ପୋକ…

Read More