ଆଜି ମହାରାଷ୍ଟ୍ର ପାଇବ ନୂଆ ମୁଖ୍ୟମନ୍ତ୍ରୀ
ମହାରାଷ୍ଟ୍ର ବିଧାନସଭା ନିର୍ବାଚନରେ ଭାଜପା ନେତୃତ୍ୱାଧୀନ ମହାୟୁତିର ଆଶାତୀତ ବିଜୟ ପରେ ମୁଖ୍ୟମନ୍ତ୍ରୀ ପଦକୁ ନେଇ ରହିଥିବା ଦ୍ୱନ୍ଦ୍ୱ ଦୂର ହୋଇଛି। ଭାଜପା ନେତା ଦେବେନ୍ଦ୍ର ଫଡ୍ନବିସ ଗୁରୁବାର ମହାରାଷ୍ଟ୍ରର ଅଷ୍ଟାଦଶ ମୁଖ୍ୟମନ୍ତ୍ରୀ ରୂପେ ଶପଥ ନେଇ ତୃତୀୟ ପାଳି କାର୍ଯ୍ୟକାଳ ଆରମ୍ଭ କରିବେ। ଭାଜପା ନେତୃବୃନ୍ଦଙ୍କ ନିଷ୍ପତ୍ତି ଅନୁଯାୟୀ, ବୁଧବାର ବିଧାୟକ ଦଳ ବୈଠକରେ ଫଡ୍ନବିସଙ୍କୁ ନେତା ବଛାଯାଇଛି। ଫଡ୍ନବିସ ନେତା ନିର୍ବାଚିତ ହେବା ପରେ ଶିବସେନା ମୁଖ୍ୟ ଏକନାଥ ଶିନ୍ଦେ ଏବଂ ଜାତୀୟତାବାଦୀ କଂଗ୍ରେସ…
