Satej News

ରାଜ୍ୟରେ ଶୀତ ଲହରି ଜାରି

ରାଜ୍ୟରେ ଶୀତ ଲହରି ଜାରି ରହିଥିବାବେଳେ ବିଭିନ୍ନ ସ୍ଥାନରେ ବିକ୍ଷିପ୍ତ ବର୍ଷା ହେଉଛି। ସୋମବାର ରାଜ୍ୟର ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ରେକର୍ଡ କରାଯାଇଛି। ଗଞ୍ଜାମ, ଗଜପତି, ଝାରସୁଗୁଡ଼ା, ସମ୍ବଲପୁର, ପୁରୀ, କନ୍ଧମାଳ, ଖୋର୍ଦ୍ଧା, ମୟୂରଭଞ୍ଜ ଆଦି ଜିଲାରେ ଝିପିଝିପି ବର୍ଷା ହୋଇଛି। ଅନ୍ୟପଟେ କଳାହାଣ୍ଡି ସମେତ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ ଘନ କୁହୁଡ଼ି ଦେଖିବାକୁ ମିଳିଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ପାଣିପାଗ ବିଜ୍ଞାନୀ…

Read More

ଓଡ଼ିଶା ଗସ୍ତରେ ରାଷ୍ଟ୍ରପତି

୫ ଦିନିଆ ଓଡ଼ିଶା ଗସ୍ତରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସୁଛନ୍ତି। ମଙ୍ଗଳବାର ଅପରାହ୍ନ ୪.୫୦ରେ ଭୁବନେଶ୍ୱର ବିଜୁ ପଟ୍ଟନାୟକ ବିମାନବନ୍ଦରରେ ପହଞ୍ଚତ୍ବେ। ସେଠୁ ସିଧାସଳଖ ଚନ୍ଦ୍ରଶେଖରପୁରସ୍ଥିତ ନୀଳାଦ୍ରି ବିହାରରେ ପଣ୍ଡିତ ରଘୁନାଥ ମୁର୍ମୁଙ୍କ ପ୍ରତିମୂର୍ତ୍ତିକୁ ଉଦ୍‌ଘାଟନ କରିବେ। ପରେ ରାଜଭବନରେ ରାତ୍ରି ଯାପନ କରିବେ। ବୁଧବାର ରାଷ୍ଟ୍ରପତି ପୁରୀ ଗସ୍ତ କରିବେ। ପୂର୍ବାହ୍ନ ୯ଟା ୪୫ରେ ପୁରୀ ତାଳବଣିଆ ହେଲିପ୍ୟାଡରେ ପହଞ୍ଚତ୍ବା ପରେ ପ୍ରଥମେ ମହାପ୍ରଭୁଙ୍କ ଦର୍ଶନ କରିବେ। ପରେ ଅପରାହ୍ନରେ ପୁରୀ ବେଳାଭୂମିରେ ଆୟୋଜିତ ନୌସେନା…

Read More

ବିମାନବନ୍ଦରରେ ଫସିଛନ୍ତି ଭାରତୀୟ ଯାତ୍ରୀ

ମୁମ୍ବାଇରୁ ମାଞ୍ଚେଷ୍ଟର ଯାଉଥିବା ବିମାନରେ ବୈଷୟିକ ତ୍ରୁଟି ଯୋଗୁଁ ପ୍ରାୟ ୨୦ ଘଣ୍ଟା ହେବ କୁଏତ୍ ବିମାନବନ୍ଦରରେ ଫସି ରହିଛନ୍ତି ଭାରତୀୟ ଯାତ୍ରୀ । ବିମାନ ଇଂଜିନରେ ନିଆଁ ଲାଗିଯିବାରୁ କୁଏତ୍ ବିମାନବନ୍ଦରରେ ଜରୁରୀକାଳୀନ ଅବତରଣ କରିଥିଲା ବିମାନ । ଭାରତୀୟ ଯାତ୍ରୀଙ୍କ ସହିତ ଅନେକ ଯାତ୍ରୀ ଫସିଛନ୍ତି । ଫସିଥିବା ଯାତ୍ରୀଙ୍କ ସହାୟତା ପାଇଁ ଭାରତୀୟ ଦୂତାବାସ ତତ୍ପରତା ଦେଖାଇଛି । ଗଲ୍ଫ ଏୟାର ଯାତ୍ରୀମାନେ କୁଏତ୍ ବିମାନବନ୍ଦରର ଅଧିକାରୀଙ୍କ ସହ ଏନେଇ ଯୁକ୍ତିତର୍କ କରୁଥିବା…

Read More

ଦୁର୍ନୀତି ବିରୋଧରେ ମୁଖ୍ୟମନ୍ତ୍ରୀଙ୍କ କଡ଼ା ପଦକ୍ଷେପ

ରାଜ୍ୟରେ ବିଜେପି ସରକାର କ୍ଷମତାକୁ ଆସିବାର ୫ ମାସ ମଧ୍ୟରେ ୯୦ ଜଣ ସରକାରୀ ଅଧିକାରୀଙ୍କ ବିରୋଧରେ ଭିଜିଲାନ୍ସ ମାମଲା ରୁଜୁ ହୋଇଛି। ବିଜେଡି ବିଧାୟକ ପ୍ରତାପ ଦେବଙ୍କ ପ୍ରଶ୍ନର ଉତ୍ତରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ଗୃହରେ ଏହି ଲିଖିତ ଉତ୍ତର ରଖିଛନ୍ତି।ରୁଜୁ ହୋଇଥିବା ମାମଲା ମଧ୍ୟରେ ରାଜସ୍ୱ ବିଭାଗରେ ସର୍ବାଧିକ ୨୦ ଅଧିକାରୀ ଅଛନ୍ତି।

Read More

ଶିବଙ୍କୁ କିପରି କରିବେ ପ୍ରସନ୍ନ !

ସୋମବାରରେ ଶିବଙ୍କ ଉପାସନା କରାଯାଏ। ତେବେ ଆଜିର ଦିନରେ ଶିବକୁ ପୂଜା କରି ସମସ୍ତେ ଶୁଭଫଳ ପାଇଥାନ୍ତି। ତେବେ ଏହି ପୂଜାର୍ଚ୍ଚନା ସହ ଯଦି ଆପଣ ଶିବ ପଞ୍ଚାକ୍ଷର ମନ୍ତ୍ର ଜପ କରନ୍ତି ତେବେ। ଆପଣଙ୍କର ସମସ୍ତ ମନସ୍କାମନ ପୂର୍ଣ୍ଣ ହେବ, ତେବେ ଆସନ୍ତୁ ଜାଣିବା ସେହି ମନ୍ତ୍ର ବିଷୟରେ..“ନମଃ ଶିବାୟ” ଏହି ମନ୍ତ୍ରଟି ହେଉଛି ଶିବ ପଞ୍ଚାକ୍ଷର ମନ୍ତ୍ର ଏବଂ “ଓଁ ନମଃ ଶିବାୟ” ଏହି ମନ୍ତ୍ରଟି ହେଉଛି ଷଡ଼କ୍ଷାର ମନ୍ତ୍ର । ପ୍ରତ୍ୟେକ ଶିବ ଭକ୍ତ ଏହି ମନ୍ତ୍ରର…

Read More

ବଜାରକୁ ଆସିଲା ନୂଆ ସ୍ମାର୍ଟଫୋନ

ସ୍ମାର୍ଟଫୋନ ମେକର କମ୍ପାନୀ iQ ମାର୍କେଟରେ ଏକ ନୂଆ ସିରିଜ୍ ଲଞ୍ଚ କରିଛି । iQ ର ନୂଆ ସିରିଜ୍ ହେଉଛି iQOO Neo 10 ଯେଉଁଥିରେ Neo 10 ଏବଂ iQOO Neo 10 Pro କୁ ଲଞ୍ଚ କରାଯାଇଛି । ସିରିଜର Pro ମଡେଲରେ ଆପଣଙ୍କୁ MediaTek Dimensity 9400 ଭଳି ଦମଦାର ପ୍ରୋସେସର ମିଳିବାକୁ ଯାଉଛି ।iOOQ Neo 10 କମ୍ପାନୀ Snapdragon 8 Gen 3 SoC ପ୍ରୋସେସର ସହିତ ଲଞ୍ଚ…

Read More

ଓଡ଼ିଶା ଆସିବେ ରାଷ୍ଟ୍ରପତି

ଆସନ୍ତା ୩ ତାରିଖରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓଡ଼ିଶା ଆସିବେ । ରାଷ୍ଟ୍ରପତିଙ୍କର ଏହି ପାଞ୍ଚଦିନିଆ ଗସ୍ତ ଅବସରରେ ସେ ଭୁବନେଶ୍ୱର, ପୁରୀ ଓ ମୟୂରଭଞ୍ଜରେ ଆୟୋଜିତ ହେବାକୁ ଥିବା ବିଭିନ୍ନ କାର୍ଯ୍ୟକ୍ରମରେ ସାମିଲ ହେବେ । ଏନେଇ ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି । ମଙ୍ଗଳବାର ଅପରାହ୍ଣ ୨.୩୦ରେ ରାଷ୍ଟ୍ରପତି ଦିଲ୍ଲୀ ସ୍ଥିତ ରାଷ୍ଟ୍ରପତି ଭବନରୁ ବାହାରିବେ ଓ ବାୟୁସେନାର ସ୍ୱତନ୍ତ୍ର ବିମାନ ଯୋଗେ ଅପରାହ୍ଣ ୫ଟାରେ ଭୁବନେଶ୍ୱର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ…

Read More

ଭୁଶୁଡ଼ିଲା ସୁଡ଼ଙ୍ଗ

ବିଳମ୍ବିତ ରାତିରେ ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ମୁକୁନ୍ଦରା ହିଲ୍ସ  ନିକଟରେ ନିର୍ମାଣ କରାଯାଉଥିବା ୮ ଲେନ୍ ବିଶିଷ୍ଟ ସୁଡ଼ଙ୍ଗର କିଛି ଅଂଶ ଭୁଶୁଡ଼ି ପଡ଼ିଛି। ଫଳରେ ମାଟି ଓ କାଦୁଅ ମଧ୍ୟରେ ଚାପି ହୋଇ ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଛି ଏବଂ ୪ ଜଣ  ଆହତ ହୋଇଛନ୍ତି। ରାତି ୧ଟାରୁ ୨ଟା ମଧ୍ୟରେ ଏହି ଘଟଣା ଘଟିଛି । ଖବର ପାଇ ପୁଲିସ ଓ ଆମ୍ବୁଲାନ୍ସ ଘଟଣାସ୍ଥଳରେ ପହଞ୍ଚିଥିଲା। ଭଗ୍ନାବଶେଷ ତଳେ ଫସି ରହିଥିବା ୪ ଜଣ ଶ୍ରମିକଙ୍କୁ…

Read More

ଗାଁରେ ପହଞ୍ଚିବ ମୋବାଇଲ ନେଟୱାର୍କ

ଗାଁରେ ପହଞ୍ଚିବ ମୋବାଇଲ ନେଟୱାର୍କ ସେବା । ବର୍ତ୍ତମାନ ରାଜ୍ୟରେ ୪୭ ହଜାର ୯୦୨ଟି ମୋବାଇଲ ଟାୱାର ଅଛି । ସେଥିରୁ ୧୨ ହଜାର ୬୦୨ଟି 5G ଟାୱାର ରହିଛି । ଅଧିକ 5G ଟାୱାର ଅପଗ୍ରେଡ୍ କରାଯାଉଛି । ୨୦୨୫ ମାର୍ଚ୍ଚ ସୁଦ୍ଧା ଅପହଞ୍ଚ ଗାଁକୁ ସେବା ପହଞ୍ଚାଇବା ଲକ୍ଷ ରହିଛି ବୋଲି ଆଇଟି ମନ୍ତ୍ରୀ ମୁକେଶ ମହାଲିଙ୍ଗ ଗୃହରେ ସୂଚନା ଦେଇଛନ୍ତି । ରାଜ୍ୟରେ ମୋବାଇଲ ଇଣ୍ଟରନେଟ ସେବାରୁ ବଞ୍ଚିତ ଓ ଏହାର ସମସ୍ୟାକୁ…

Read More

ମାଓବାଦୀଙ୍କ ପିଏଲଜିଏ ସପ୍ତାହ

ଡିସେମ୍ବର ୮ ପର୍ଯ୍ୟନ୍ତ ମାଓବାଦୀଙ୍କ ତରଫରୁ ପିଏଲଜିଏ ସପ୍ତାହ ପାଳନ କରିବା ପାଇଁ ଆହ୍ୱାନ ଦିଆଯାଇଛି । ଓଡ଼ିଶା- ଆନ୍ଧ୍ର ସୀମାରେ କୌଣସି ମାଓ ପୋଷ୍ଟର ଦେଖିବାକୁ ମିଳିନଥିବା ବେଳେ ଛତିଶଗଡ଼ର ବିଭିନ୍ନ ଗାଁରେ ଲାଗିଛି ମାଓ ପୋଷ୍ଟର । ଛତିଶଗଡ଼ ସରକାରଙ୍କ ତରଫରୁ ଜାରି କରାଯାଇଥିବା ମାଓ ବିରୋଧୀ ଅପରେସନକୁ ବିରୋଧ କରିବା ପାଇଁ ମାଓ ସଂଗଠନ ଏକ ପ୍ରେସ୍ ବିଜ୍ଞପ୍ତି ଜାରି କରିଛି । ଛତିଶଗଡ଼ ଜୋନାଲ ସବ୍ ବ୍ୟୁରୋ ମାଓ ସଂଗଠନ ଏହି…

Read More