ସ୍ବାସ୍ଥ୍ୟ ପାଇଁ ଲାଭପ୍ରଦ ଅଙ୍ଗୁର
ଅଙ୍ଗୁରରେ ଅନେକ ସ୍ବାସ୍ଥ୍ୟ ଉପକାରୀ ଗୁଣ ଭରି ରହିଛି। ଏଥିରେ ଥିବା ଆଣ୍ଟି ଅକ୍ସିଡ଼ାଣ୍ଟ ତତ୍ତ୍ୱ ଶରୀର ପାଇଁ ଲାଭପ୍ରଦ ସାବ୍ୟସ୍ତ ହୋଇଥାଏ। ଏକ ସଦ୍ୟତମ ସର୍ଭେରୁ ଜଣାପଡ଼ିଛି ଯେ ଦୀର୍ଘକାଳୀନ ତଥା କ୍ରୋନିକ୍ ରୋଗ ପାଇଁ ଅଙ୍ଗୁର ବେଶ୍ ଉପକାରୀ। କେବଳ ସେତିକି ନୁହେଁ, ଏହାକୁ ନିୟମିତ ଖାଇବା ଦ୍ୱାରା ଜଣେ ବ୍ୟକ୍ତି ନିଜକୁ କ୍ୟାନ୍ସରଠାରୁ କେତେକାଂଶରେ ଦୂରେଇ ରଖିପାରିବ ବୋଲି କାଲିଫର୍ନିଆ ବିଶ୍ୱବିଦ୍ୟାଳୟର କ୍ୟାନ୍ସର ବିଜ୍ଞାନୀମାନେ ମତ ଦେଇଛନ୍ତି। କେବଳ ସେତିକି ନୁହେଁ, ଏହା…
