Satej News

ଆଜି ଭାରତ-ପାକିସ୍ତାନ ମୁହାଁମୁହିଁ

ଦୁବାଇ ଇଣ୍ଟରନ୍ୟାସନାଲ ଷ୍ଟାଡିୟମରେ ଅଣ୍ଡର ୧୯ ଏସିଆ କପ୍ ଗ୍ରୁପ ଏ ରେ ଥିବା ଭାରତ ଓ ପାକିସ୍ତାନ ମଧ୍ୟରେ ହାଇଭୋଲ୍ଟେଜ ମ୍ୟାଚ ଖେଳାଯିବ । ପାରମ୍ପରିକ ପ୍ରତିନ୍ଦ୍ବନ୍ଦୀ ଭାରତ ଓ ପାକିସ୍ତାନ ମଧ୍ୟରେ ପୂର୍ବାହ୍ନ ୧୦ଟା ୩୦ରେ ମ୍ୟାଚ ଆରମ୍ଭ ହେବ । ପାକିସ୍ତାନକୁ ହରାଇ ବିଜୟ ଅଭିଯାନ ଆରମ୍ଭ ଲକ୍ଷ୍ୟରେ ରହିଛି ମୋହମ୍ମଦ ଅମନଙ୍କ ନେତୃତ୍ବାଧୀନ ଭାରତ । ଗତକାଲି ଟୁର୍ଣ୍ଣାମେଣ୍ଟର ପ୍ରଥମ ଦୁଇ ମ୍ୟାଚ ଖେଳାଯାଇଥିଲା । ବାଂଲାଦେଶ ଓ ଆଫଗାନିସ୍ତାନ ମଧ୍ୟରେ ଗୋଟିଏ…

Read More

ଡିଜି-ଆଇଜି ସମ୍ମିଳନୀର ଦ୍ବିତୀୟ ଦିନ

ଭୁବନେଶ୍ବର : ଆଜି ସର୍ବଭାରତୀୟ ପୋଲିସ ଡିଜି-ଆଇଜି ସମ୍ମିଳନୀର ଦ୍ବିତୀୟ ଦିନ । ଗତକାଲି ସମ୍ମିଳନୀକୁ ଅମିତ ଶାହ ଉଦଘାଟନ କରିଥିଲେ। ଭୁବନେଶ୍ବର ଗସ୍ତରେ ଥିବା ପ୍ରଧାନମନ୍ତ୍ରୀ ଆଜି ସମ୍ମିଳନୀରେ ଯୋଗ ଦେବେ । ଦ୍ବିତୀୟ ଓ ତୃତୀୟ ଦିନରେ ପ୍ରଧାନମନ୍ତ୍ରୀ ସମ୍ମିଳନୀରେ ଅଧ୍ୟକ୍ଷତା କରିବେ । ୫୯ ତମ ପୋଲିସ ଡିଜି-ଆଇଜି ସମ୍ମିଳନୀକୁ ଗତକାଲି କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ ଉଦଘାଟନ କରିଥିଲେ । ଏହି ଅବସରରେ ସେ କହିଥିଲେ, ଦେଶର ପୂର୍ବ ସୀମାରେ…

Read More

ମହାରାଷ୍ଟ୍ରରେ କିଏ ହେବ ମୁଖ୍ୟମନ୍ତ୍ରୀ ?

ମୁମ୍ବାଇ : ମହାରାଷ୍ଟ୍ର ନିର୍ବାଚନ ଫଳାଫଳ ପ୍ରକାଶ ପାଇବାର ୬ ଦିନ ବିତିଥିଲେ ମଧ୍ୟ କିଏ ମୁଖ୍ୟମନ୍ତ୍ରୀ ହେବେ ତାକୁ ନେଇ ଉତ୍କଣ୍ଠା ଜାରି ରହିଛି। ମହାୟୁତିର ୩ ନେତା ଦେବେନ୍ଦ୍ର ଫଡ୍‌ନବିସ୍‌, ଏକନାଥ ଶିନ୍ଦେ ଏବଂ ଅଜିତ ପାଓ୍ବାର ଗୁରୁବାର ରାତିରେ ନୂଆଦିଲ୍ଲୀରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହାଙ୍କ ସହ ବୈଠକ କରିଥିଲେ। ଏହାପରେ ଶୁକ୍ରବାର ମୁମ୍ବାଇରେ ମେଣ୍ଟ ବୈଠକ ବସି ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଘୋଷଣା ହେବାକୁ ଥିବାବେଳେ ଶିନ୍ଦେ ନିଜ ଜନ୍ମସ୍ଥାନ ଯାଇଥିବାରୁ ବୈଠକକୁ…

Read More

ଆଜି ପ୍ରବଳ ଛେଚିବ

ଭୁବନେଶ୍ୱର : ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ଫେଙ୍ଗାଲ ଭୟଙ୍କର ରୂପ ଧାରଣ କରିଛି । ତେବେ ତାମିଲନାଡୁରେ ଯେଉଁ ଝଡ଼ ସୃଷ୍ଟି ହେବାର ଆଶଙ୍କା ରହିଛି ହଠାତ୍‌ ଏହାର ଦିଗ ବଦଳାଇଥିବା ସୂଚନା ମିଳିଛି । ଏହା ଘଣ୍ଟା ପ୍ରତି ୩ କିଲୋମିଟରରୁ ୧୦ କିଲୋମିଟର ବେଗରେ ଗତି କରୁଛି । ଲଘୁଚାପ ପ୍ରଭାବରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ପାଗ କୋହଲା ରହିବା ସହିତ କେତେକ ସ୍ଥାନରେ ସାମାନ୍ୟ ବର୍ଷା ହେଉଛି । ପାଣିପାଗ ବିଭାଗର ସୂଚନା ଅନୁସାରେ ମୟୂରଭଞ୍ଜ, କେନ୍ଦୁଝର,…

Read More

ଖୁବ ଶୀଘ୍ର ଲଞ୍ଚ ହିରୋ ଇଲେକ୍ଟ୍ରିକ ବାଇକ

ଦିନକୁ ଦିନ ପେଟ୍ରୋଲ ଓ ଡିଜେଲର ବଢୁଥିବା ଦାମ ଦେଖି ଲୋକେ ଇଲେକ୍ଟ୍ରିକ ବାଇକ ଏବଂ ସ୍କୁଟର ଉପରେ ବିଶେଷ ଧ୍ୟାନ ଦେଉଛନ୍ତି । ଇଲେକ୍ଟ୍ରିକ୍ ଗାଡ଼ିଗୁଡ଼ିକର ବଢୁଥିବା ଚାହିଦାକୁ ଦୃଷ୍ଟିରେ ରଖି ଏବେ ଲୋକପ୍ରିୟ କମ୍ପାନୀ ହିରୋ ମୋଟୋକର୍ପ ମଧ୍ୟ ଇଲେକ୍ଟ୍ରିକ୍ ବାଇକ୍ ଲଞ୍ଚ କରିବାକୁ ପ୍ରସ୍ତୁତ ହେଉଛି କମ୍ପାନୀ ଖୁବ ଶୀଘ୍ର ଇଭି ବଜାରରେ ନିଜର ପ୍ରଥମ ଇଲେକ୍ଟ୍ରିକ୍ ବାଇକ୍ ଲଞ୍ଚ କରିବାକୁ ଯାଉଛି । ଏହି ଇଲେକ୍ଟ୍ରିକ୍ ବାଇକ୍ ହିରୋ ମୋଟୋକର୍ପ ଦ୍ୱାରା ଡେଭଲପ୍…

Read More

ପାଟପୁର ଥାନାକୁ ମିଳିଲା ପୁରସ୍କାର

ସମଗ୍ର ଦେଶରେ ୨ୟ ଶ୍ରେଷ୍ଠ ଥାନା ଭାବେ ୨୦୨୪ ଆର୍ଥିକ ବର୍ଷ ପାଇଁ ଗଞ୍ଜାମ ଜିଲା ପାଟପୁର ଥାନାକୁ ପୁରସ୍କୃତ କରାଯାଇଛି।ଆଜି ରାଜଧାନୀ ଭୁବନେଶ୍ୱରରେ ଆୟୋଜିତ ହୋଇଥିବା ମହାନିର୍ଦ୍ଦେଶକ ପୋଲିସର ସମ୍ମିଳନୀରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଏହି ଟ୍ରଫି ପୋଲିସ ଷ୍ଟେସନର ଇନ୍ସପେକ୍ଟରଙ୍କୁ ପ୍ରଦାନ କରିଛନ୍ତି । ଏନେଇ ପୂର୍ବରୁ ଯୁଗ୍ମ ନିର୍ଦ୍ଦେଶକ ତଥା ସମ୍ମିଳନୀ ସଚିବ, ଏମଏଚଏର ଇଣ୍ଟେଲିଜେନ୍ସ ବ୍ୟୁରୋ ସମୀର ଏସ ଆଇଏମ ଓଡ଼ିଶା ମହାନିର୍ଦ୍ଦେଶକ ୱାୟୀ.ବି. ଖୁରାନିଆଙ୍କୁ ଦେଶର ସର୍ବୋତ୍ତମ ପୋଲିସ…

Read More

ଓଡ଼ିଆରେ ଅଭିଭାଷଣ ଆରମ୍ଭ କଲେ ମୋଦି

ଭୁବନେଶ୍ୱର : ଆଜିଠାରୁ ଭୁବନେଶ୍ୱରରେ ଆରମ୍ଭ ହୋଇଛି ପୋଲିସ ମହାନିର୍ଦ୍ଦେଶକଙ୍କ ମହାସମ୍ମିଳନୀ। ଏହି ତିନି ଦିନିଆ ସର୍ବଭାରତୀୟ ସମ୍ମିଳନୀରେ ବିଭିନ୍ନ ରାଜ୍ୟର ପୋଲିସ ମୁଖିଆ ଯୋଗ ଦେଇଥିବାବେଳେ, ଉଦ୍‌ଘାଟନ କରିଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ। ତେବେଏହି କନଫରେନ୍ସରେ ଯୋଗ ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏଥିସହ ମୋଦିଙ୍କ ସ୍ବତନ୍ତ୍ର ସଚିବ ପିକେ ମିଶ୍ରଙ୍କ ସହ ପରାମର୍ଶଦାତା ତରୁଣ କପୁର। ମହାସମ୍ମିଳନୀରେ ବି ଯୋଗ ଦେଉଛନ୍ତି ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ ଓ କେନ୍ଦ୍ର ଗୃହ…

Read More

ଓଡ଼ିଶାରେ ୩ଦିନ ରହିବେ ମୋଦି

ଭୁବନେଶ୍ୱର: ରାଜ୍ୟରେ ପ୍ରଥମଥର ପାଇଁ ୫୯ତମ ଡିଜି-ଆଇଜି ସମ୍ମିଳନୀ ଆରମ୍ଭ ହୋଇ ଡିସେମ୍ବର ୧ପର୍ଯ୍ୟନ୍ତ ତିନିଦିନ ଧରି ଅନୁଷ୍ଠିତ ହେବ।ଭୁବନେଶ୍ୱର ବିମାନବନ୍ଦରରେ ଆସି ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ସେ ୩ ଦିନିଆ ଓଡ଼ିଶା ଗସ୍ତରେ ଆସିଥିବାବେଳେ ସର୍ବଭାରତୀୟ ସ୍ତରରେ ଆୟୋଜିତ ୫୯ ଡିଜିପି ସମ୍ମିଳନୀରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ବିମାନବନ୍ଦରରେ ପ୍ରଧାନମନ୍ତ୍ରୀଙ୍କୁ ଭବ୍ୟ ସ୍ବାଗତ ସମ୍ବର୍ଦ୍ଧନା ପରେ ସେ ଏକ କାର୍‌ରେ ସଭାସ୍ଥଳକୁ ଯାଇଛନ୍ତି। ମୋଦିଙ୍କୁ ପାଛୋଟି ଆଣିବା ପାଇଁ ରାଜ୍ୟପାଳ ରଘୁବର ଦାସ,…

Read More

ଦିଲ୍ଲୀରେ ୩ ଦିନ ଲାଗୁ ରହିବ ଗ୍ରାପ୍-୪

ଦିଲ୍ଲୀରେ ଆହୁରି ୩ ଦିନ ଲାଗୁ ରହିବ ଗ୍ରେଡେଡ୍ ରେସପନ୍ସ ଆକ୍ସନ୍ ପ୍ଲାନ୍ (GRAP)ର ୪ର୍ଥ ପର୍ଯ୍ୟାୟ ନିୟମ । ଗ୍ରାପ୍-୪ ଅଧୀନରେ ଜରୁରୀକାଳୀନ ପଦକ୍ଷେପଗୁଡ଼ିକୁ କୋହଳ କରିବାକୁ ସୁପ୍ରିମକୋର୍ଟ ମନା କରି ଦେଇଛନ୍ତି । ଡିସେମ୍ବର ୨ ଯାଏ ନିୟମ ଲାଗୁ ରହିବ ବୋଲି କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ଯଦିଓ ଛାତ୍ରଛାତ୍ରୀଙ୍କ ପାଠପଢ଼ା ପ୍ରଭାବିତ ନ ହେବା ପାଇଁ ବିଦ୍ୟାଳୟ ସମ୍ବନ୍ଧୀୟ ନିୟମରେ ପରିବର୍ତ୍ତନ କରାଯାଇଛି ।ଗ୍ରାପ୍-୪ ଅଧୀନରେ ସ୍କୁଲ ନିୟମକୁ କୋର୍ଟ ଢିଲା…

Read More

ରେକର୍ଡ ଭାଙ୍ଗିଲେ ବୁମରା

ଚଳିତ ବର୍ଷ ବୁମରା ଦ୍ୱିତୀୟ ଥର ପାଇଁ ଆଇସିସି ଟେଷ୍ଟ ବୋଲିଂ ରାଙ୍କିଙ୍ଗର ୧ନଂ ସ୍ଥାନରେ ପହଞ୍ଚିଛନ୍ତି । ଅଷ୍ଟ୍ରେଲିଆ ବିପକ୍ଷ ବର୍ଡର ଗାଭାସ୍କର ଟ୍ରଫି ପୂର୍ବରୁ ବୁମରା ରାଙ୍କିଂର ତୃତୀୟ ସ୍ଥାନରେ ରହିଥିଲେ । ତାଙ୍କ ଉପରେ ରବାଡା ଓ ଜୋଶ ହାଜେଲଉଡ ରହିଥିଲେ । କିନ୍ତୁ ଅଷ୍ଟ୍ରେଲିଆ ବିପକ୍ଷ ପର୍ଥ ଟେଷ୍ଟରେ ବିଜୟ ପରେ ବୁମରା ନଂ ୧ ସ୍ଥାନ ଅଧିକାର କରିଛନ୍ତି । ଅନ୍ୟପକ୍ଷରେ ପର୍ଥ ଟେଷ୍ଟ ନ ଖେଳି ମଧ୍ୟ ଭାରତର…

Read More