Satej News

ଆଇପିଏଲରୁ ବାଂଲାଦେଶ ବିଦା

ଚଳିତବର୍ଷ ବାଂଲାଦେଶରେ ସରକାର ପଲଟିବା ପରଠାରୁ ହିନ୍ଦୁମାନଙ୍କ ପ୍ରତି ଅକଥନୀୟ ଅତ୍ୟାଚାର କରାଯାଉଛି। ଏପରି କି ହିନ୍ଦୁମାନଙ୍କୁ ବାଂଲାଦେଶ​‌ରେ ହତ୍ୟା କରାଯିବା ସହିତ ପ୍ରତିଷ୍ଠିତ ବ୍ୟକ୍ତିମାନଙ୍କୁ ବେଆଇନ ଭାବେ ଗିରଫ କରାଯାଉଛି। ଯାହାର ପ୍ରଭାବ ଆଇପିଏଲ ନିଲାମୀରେ ବି ଦେଖିବାକୁ ମିଳିଛି। ଚଳିତ ନିଲାମୀରେ ୧୨ ଜଣ ବାଂଲାଦେଶୀ କ୍ରିକେଟରଙ୍କ ନାମ ଶର୍ଟଲିଷ୍ଟ କରାଯାଇଥିଲା। ସେମାନଙ୍କ ମଧ୍ୟରୁ ମୁସ୍ତାଫିଜୁର ରହମନ ଏବଂ ରିଶାଦ ହୁସେନଙ୍କ ନାମ ନିଲାମ ପାଇଁ ଡକାଯାଇଥିଲା। କିନ୍ତୁ କୌଣସି ଟିମ୍ ସେମାନଙ୍କୁ କିଣି…

Read More

ଅନ୍ତର୍ଜାତୀୟ ବାଣିଜ୍ୟ ମେଳାରେ ରୌପ୍ୟ ପଦକ ହାସଲ କଲା ଓଡ଼ିଶା

ନଭେମ୍ବର ୧୪ ତାରିଖରୁ ଆରମ୍ଭ ହୋଇ ଆଜି ସମାପ୍ତ ହୋଇଥିବା ଭାରତ ଅନ୍ତର୍ଜାତୀୟ ବାଣିଜ୍ୟ ମେଳାରେ ଓଡ଼ିଶା ସରକାରଙ୍କ ବିଭିନ୍ନ ବିଭାଗ ପକ୍ଷରୁ ୨୫ଟି ସ୍ୱତନ୍ତ୍ର ଷ୍ଟଲ୍ ଖୋଲାଯାଇଥିଲା । ଏଥିରେ ଓଡ଼ିଶାର କଳା କାରିଗରୀ, ହସ୍ତତନ୍ତ, ହସ୍ତଶିଳ୍ପ ସାମଗ୍ରୀ ସହିତ ଜନଜାତି ସଂସ୍କୃତି ଓ କଳାକୃତି ସ୍ଥାନ ପାଇଥିଲା। ମେଳାରେ ଓଡ଼ିଶାର ସ୍ୱତନ୍ତ୍ର ଖାଦ୍ୟରୁଚି ଉପରେ ଗୁରୁତ୍ୱ ଦିଆଯାଇଥିଲା । ଓଡ଼ିଶା ମଣ୍ଡପରେ ଥିବା ଫୁଡ୍ ଜୋନରେ ଓଡ଼ିଶା ପ୍ରସିଦ୍ଧ ରସଗୋଲା ସହ କଟକ ଦହିବରା,…

Read More

ପୁରୀ ଉପକୂଳମୁହାଁ ନୌସେନାର ଯୁଦ୍ଧ ଜାହାଜ

ଡିସେମ୍ବର 4 ତାରିଖରେ ପୁରୀରେ ଦେଖିବାକୁ ମିଳିବ ଭାରତୀୟ ନୌସେନାର ସୁପର ସୋ। ଅଦ୍ଭୁତ ସାହସିକ ପ୍ରଦର୍ଶନ ମାଧ୍ୟମରେ ଲୋକଙ୍କୁ ରୋମାଞ୍ଚିତ କରିବେ ଭାରତୀୟ ନୌବୀର । ଏଥିପାଇଁ ପୁରୀ ଉପକୂଳରେ ଚାଲିଛି ଜୋରଦାର ପ୍ରସ୍ତୁତି। ନୌସେନାର ଯୁଦ୍ଧ ଜାହାଜ ପୁରୀ ଉପକୂଳ ମୁହାଁ ହୋଇଥିବାବେଳେ ସ୍ଥଳ ସେନାର ଆଠଟି ଯୁଦ୍ଧ ଟ୍ୟାଙ୍କର ବି ବେଳାଭୂମିରେ ପହଞ୍ଚିଛି । ବିଏମ୍ ପି ନାମକ ଏହି ଟ୍ୟାଙ୍କର ବି ପ୍ରଦର୍ଶନରେ ସାମିଲ ହେବ। ବ୍ଲୁ ଫ୍ଲାଗ ବିଚ୍ ରେ…

Read More

ମହାପ୍ରଭୁଙ୍କର ଏକ ଗୁପ୍ତ ନୀତି!

ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କର ବାରମାସରେ ତେରପର୍ବ ପାଳନ ହୋଇଥାଏ ।ପ୍ରତି ସପ୍ତାହରେ ଶ୍ରୀଜଗନ୍ନାଥଙ୍କର ବନକଲାଗି ନୀତି ହୋଇଥାଏ । ବନକଲାଗି ହେଉଛି ମହାପ୍ରଭୁଙ୍କର ଏକ ଗୁପ୍ତ ନୀତି । ଏହି ନୀତି ପାଇଁ ଜୟ ବିଜୟ ଦ୍ୱାର ବନ୍ଦ ରହିଥାଏ । ଦ୍ୱିପ୍ରହର ଧୂପ ସରିବା ପରେ ଦତ୍ତମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିଥାନ୍ତି ।ଏଥିପାଇଁ ଦତ୍ତମହାପାତ୍ର ସେବକ ପ୍ରାକୃତିକ ରଙ୍ଗ ପ୍ରସ୍ତୁତ କରିଥାନ୍ତି । ଦତ୍ତମହାପାତ୍ର ସେବକମାନେ ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧାନରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖକୁ…

Read More

ବନ୍ଦ ହେବ ଯୁଦ୍ଧ

ଇସ୍ରାଏଲ-ହିଜବୁଲ୍ଲା ମଧ୍ୟରେ ଯୁଦ୍ଧ ବିରତି ରାଜିନାମା । ଆମେରିକା ମଧ୍ୟସ୍ଥତାରେ ଉଭୟ ଇସ୍ରାଏଲ ଓ ଲେବାନନ ମଧ୍ୟରେ ଯୁଦ୍ଧ ବିରତି ରାଜିନାମା ହୋଇଛି । ଏନେଇ ଆମେରିକା ରାଷ୍ଟ୍ରପତି ବାଇଡେନ ଘୋଷଣା କରିଛନ୍ତି । ରାଜିନାମା ଲାଗୁ ଯୋଗୁ ଇସ୍ରାଏଲ-ଲେବାନନ ସୀମାରେ ଲଢ଼େଇରେ ଅବସାନ ଘଟିବ । ପରବର୍ତ୍ତୀ ୬୦ ଦିନରେ ଇସ୍ରାଏଲ ପର୍ଯ୍ୟାୟକ୍ରମେ ବାକି ସେନାକୁ ଅପସାରଣ କରିବ ବୋଲି ବାଇଡେନ କହିଛନ୍ତି ।ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଓ ଲେବାନନର ପ୍ରଧାନମନ୍ତ୍ରୀଙ୍କ ସହ ବାଇଡେନ…

Read More

ମୋହନ ସରକାରଙ୍କ ବଡ ଘୋଷଣା

5 ବର୍ଷରେ ଦେଢ ଲକ୍ଷ ଲୋକଙ୍କୁ ନିଯୁକ୍ତି ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଅଗ୍ନିଯୋଦ୍ଧା ନିଯୁକ୍ତି ସମାରୋହରେ ଆଜି ମୁଖ୍ୟମନ୍ତ୍ରୀ ଯୋଗ ଦେଇଥିବା ବେଳେ ଏହି ଘୋଷଣା କରାଯାଇଛି । ମୁଖ୍ୟମନ୍ତ୍ରୀ କହିଛନ୍ତି, 5 ବର୍ଷରେ ଦେଢ ଲକ୍ଷ୍ୟ ନିଯୁକ୍ତି ସୃଷ୍ଟି କରିବା ପାଇଁ ଲକ୍ଷ୍ୟ ରଖିଛୁ । ଆଜି 941 ଅଗ୍ନିଯୋଦ୍ଧାଙ୍କୁ ନିଯୁକ୍ତି ଦେଇ ପ୍ରତିଶୃତି ପାଳନ କରିଛୁ । ନିକଟରେ 16 ହାଜର 9ଜଣ ପ୍ରାଥମିକ ଶିକ୍ଷକଙ୍କୁ ନିଯୁକ୍ତି ଦେଇଥିଲୁ । ଖୁବଶୂଘ୍ର…

Read More

କାର୍ଯ୍ୟରେ ଯୋଗଦେଲେ ଆଇଏଏସ୍‌ ସୁଜାତା

ଆଇଏଏସ ଅଧିକାରୀ ସୁଜାତା କାର୍ତ୍ତିକେୟନ ବୁଧବାର କାର୍ଯ୍ୟରେ ଯୋଗଦେଇଛନ୍ତି। ଅର୍ଥ ବିଭାଗର ସ୍ବତନ୍ତ୍ର ସଚିବ ଭାବେ କାର୍ଯ୍ୟରେ ଯୋଗ ଦେଇଥିବା ସୂଚନା ମିଳିଛି। ସୁଜାତାଙ୍କୁ ନେଇ ପ୍ରଶାସନିକ ସ୍ତରରେ ଜୋରଦାର ଚର୍ଚ୍ଚା ଚାଲି ଥିବାବେଳେ ତାଙ୍କୁ ମଙ୍ଗଳବାର ବଡ଼ ଝଟ୍‌କା ଲାଗିଥିଲା। ୨୭ ତାରିଖ ଅର୍ଥାତ ବୁଧବାରଠାରୁ ତାଙ୍କୁ କାର୍ଯ୍ୟରେ ଯୋଗ ଦେବକୁ ଥିବା ବେଳେ ସେ ଆଉ  ସେ ୬ ମାସ ଛୁଟି ଆବେଦନ କରିଥିଲେ । ତେବେ ତାଙ୍କ ଛୁଟିକୁ ନାଁ କରିଦେଲେ ମୋହନ…

Read More

ଭାରତରେ ଲଞ୍ଚ ହେଲା ମହିନ୍ଦ୍ରାର ଇଲେକ୍ଟ୍ରିକ୍ କାର୍

ଭାରତୀୟ ବଜାରରେ ମହିନ୍ଦ୍ରା ଏହାର ୨ଟି ନୂଆ ଇଲେକ୍ଟ୍ରିକ୍ SUV BE 6e ଏବଂ XEV 9e କୁ ଲଞ୍ଚ କରିଛି । BE6 ଏବଂ X EV 9e ମହିନ୍ଦ୍ରାର ନୂଆ ଇନଗ୍ଲୋବ ପ୍ଲାଟଫର୍ମରେ ନିର୍ମିତ ପ୍ରଥମ ପ୍ରଡକ୍ସନ ଇଲେକ୍ଟ୍ରିକ୍ ଏସୟୁଭି ହେବ । କମ୍ପାନୀ ଅନୁଯାୟୀ, ଗ୍ରାହକମାନେ ମାର୍ଚ୍ଚ ୨୦୨୫ ରୁ ଏହି ଗାଡିର ଡେଲିଭରି ଗ୍ରହଣ କରିବା ଆରମ୍ଭ କରିବେ ।

Read More

୨୦ରେ ରାଜ୍ୟସଭା ଉପନିର୍ବାଚ

ଆସନ୍ତା ମାସ ୨୦ ତାରିଖରେ ହେବ ରାଜ୍ୟସଭା ପାଇଁ ଉପନିର୍ବାଚନ । ଏଥିରେ ୪ ରାଜ୍ୟର ୬ ସିଟ ପାଇଁ ହେବ ଭୋଟିଂ । ଏହି ତାଲିକାରେ ରହିଛି ଓଡିଶାର ରାଜ୍ୟସଭା ଉପନିର୍ବାଚନ । ବିଜେଡିର ପୂର୍ବତନ ରାଜ୍ୟସଭା ସାଂସଦ ସୁଜିତ କୁମାରଙ୍କ ଇସ୍ତଫା ପରେ ଏହି ସିଟ ଖାଲି ରହିଥିଲା । ଆଜି ଭାରତୀୟ ନିର୍ବାଚନ କମିଶନଙ୍କ ତରଫରୁ ଜାରି ହୋଇଛି ରାଜ୍ୟସଭାର ୬ ସିଟ ପାଇଁ ହେବାକୁ ଥିବା ଉପନିର୍ବାଚନ ନେଇ ବିଜ୍ଞପ୍ତି ।…

Read More

‘ଭୁଲ୍‌ ଭୁଲୈୟା ୩’ ବକ୍ସ ଅଫିସ

ଅଭିନେତା କାର୍ତ୍ତିକ ଆର୍ୟନଙ୍କ ଚଳଚ୍ଚିତ୍ର ‘ଭୁଲ୍‌ ଭୁଲୈୟା ୩’ ପ୍ରେକ୍ଷାଳୟରେ ମୁକ୍ତିଲାଭ କରିଥିଲା। ଅଭିନେତା ଅଜୟ ଦେବଗନଙ୍କ ‘ସିଙ୍ଘମ୍‌ ଏଗେନ୍‌’ ଫିଲ୍ମ ସହ ‘ଭୁଲ୍‌ ଭୁଲୈୟା ୩’ର ବକ୍ସ ଅଫିସ୍‌ ଲଢ଼େଇ ହୋଇଥିଲା। ତେବେ ବକ୍ସ ଅଫିସ ବ୍ୟବସାୟରେ କାର୍ତ୍ତିକଙ୍କ ‘ଭୁଲ୍‌ ଭୁଲୈୟା ୩’ ଅଜୟଙ୍କ ‘ସିଙ୍ଘମ୍‌ ଏଗେନ୍‌’କୁ ପଛରେ ପକାଇଛି। ସୋମବାର ସୁଦ୍ଧା ସମଗ୍ର ବିଶ୍ୱରେ ‘ଭୁଲ୍‌ ଭୁଲୈୟା ୩’ ର ବ୍ୟବସାୟ ୪୦୦ କୋଟି ପାର୍‌ କରିଛି। ଏନେଇ କାର୍ତ୍ତିକ ମଙ୍ଗଳବାର ଇନ୍‌ଷ୍ଟାଗ୍ରାମରେ ଫିଲ୍ମର…

Read More