Satej News

କୋରାପୁଟ ଜିଲ୍ଲାବାସୀଙ୍କୁ ମୁଖ୍ୟମନ୍ତ୍ରୀ ପରବ ଭେଟି ଦେଲେ ୫୪୫ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପ

  ୧୯୯୬ ମସିହାରୁ କୋରାପୁଟର କଳା, ସଂସ୍କୃତି, ପରମ୍ପରା ଓ ଐତିହକୁ ଉଜ୍ଜୀବିତ କରି ରଖିବା ସହିତ ଏହାର ପ୍ରଚାର ପ୍ରସାର ପାଇଁ ପରବ ତାର ସଫଳ ପ୍ରୟାସ ଜାରି ରଖିଛି । ସାମାଜିକ ଓ ସାଂସ୍କୃତିକ ଚେତନାକୁ ଜାଗ୍ରତ କରିବା ସହିତ ଅନେକ ଲୁକାୟିତ ପ୍ରତିଭାକୁ ଲୋକଲୋଚନକୁ ଆଣି ସମସ୍ତଙ୍କୁ ଏକତାର ସୂତ୍ରରେ ବାନ୍ଧି ରଖିଛି ଏହି ମହୋତ୍ସବ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି  ଜାତୀୟ ସ୍ତରୀୟ ଆଦିବାସୀ ମହୋତ୍ସବ ପରବ-୨୦୨୫ …

Read More

ଅତିରିକ୍ତ ଜମାରାଶି ବୃଦ୍ଧିକୁ ପ୍ରତ୍ୟାହାର କରାଯାଉ

ଟାଟା ପାୱାରର ଶୋଷଣ, ଏମଜିଏନଆରଇଜିଏସ ଯୋଜନାରୁ ମହାତ୍ମା ଗାନ୍ଧୀଙ୍କ ନାମ ପରିବର୍ତ୍ତନ ତିନି ଗୁରୁତର ସମସ୍ୟାକୁ ନେଇ କଂଗ୍ରେସ ଭବନଠାରେ ଏକ ସାମ୍ବାଦିକ ସମ୍ମିଳନୀ ଆୟୋଜିତ ହୋଇଥିଲା। ଏହି ସମ୍ମିଳନୀରେ ଯୋଗଦେଇ ପିସିସି ସଭାପତି ଭକ୍ତ ଚରଣ ଦାସ କହିଲେ ଭକ୍ତ ଦାସ କହିଲେ ଟାଟା ପାୱାର ଅତିରିକ୍ତ ଜମାରାଶି ତଥା ମିଟର ଏବଂ ବିଲରେ ଚଞ୍ଚକତା କରି ସାଧାରଣ ଜନତାଙ୍କୁ ଶୋଷଣ କରୁଛି, ତେଣୁ ଏହାର ବିରୁଦ୍ଧରେ କଂଗ୍ରେସ ଏକ ଜନ ଜାଗରଣ ଆରମ୍ଭ କରିବ।…

Read More

ବିଶ୍ୱବ୍ୟାପୀ ଓଡ଼ିଆ ଭାଷାର ପ୍ରଚାର ପ୍ରସାର କରିବ ଏଆଇ

ମୂଲ୍ୟବାନ ଇନପୁଟ ପାଇଁ ଓଡ଼ିଶା ଭର୍ଚୁଆଲ୍ ଏକାଡେମୀ ଶୀଘ୍ର ଆରମ୍ଭ କରିବ ଓଡ଼ିଆ ଭାଷା ଦାନ ଅଭିଯାନ ଓଡ଼ିଆ ଭାଷାକୁ ବଳ ଯୋଗାଇବ ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ । ବିଶ୍ୱବ୍ୟାପୀ ଓଡ଼ିଆ ଭାଷାର ପ୍ରଚାର ପ୍ରସାର ପାଇଁ ସାହାଯ୍ୟ କରିବ ଏଆଇ । ଏଥିପାଇଁ ଦରକାର ପଡୁଥିବା ତଥ୍ୟ ହାସଲ ପାଇଁ ଖୁବଶୀଘ୍ର ଆରମ୍ଭ ହେବାକୁ ଯାଉଛି ଓଡ଼ିଆ ଭାଷାଦାନ ଅଭିଯାନ । ଶିକ୍ଷା, ସ୍ୱାସ୍ଥ୍ୟ, ବିପର୍ଯ୍ୟୟ ପରିଚାଳନା କ୍ଷେତ୍ରରେ ମଧ୍ୟ ଉନ୍ନତ ସେବା ପାଇଁ ପ୍ରଶାସନକୁ ସାହାଯ୍ୟ…

Read More

ବୈଧ ପ୍ରଦୂଷଣ ପ୍ରମାଣପତ୍ର ନଥିଲେ ତେଲ ମିଳିବ ନାହିଁ

ବାୟୁ ଗୁଣବତ୍ତାର ସ୍ଥିତିକୁ ଦୃଷ୍ଟିରେ ରଖି ପରିବହନ କ୍ଷେତ୍ରରେ ପରିବେଶ ସୁରକ୍ଷାକୁ ପ୍ରାଧାନ୍ୟ ଦିଆଯାଉଛି। ମୋଟର ଯାନ ନିୟମ ଉଲ୍ଲଙ୍ଘନ କରି ପ୍ରଦୂଷଣ ସୃଷ୍ଚି କରୁଥିବା ଯାନ ଉପରେ ଅଙ୍କୁଶ ଲଗାଇବାକୁ ବାଣିଜ୍ୟ ଓ ପରିବହନ ବିଭାଗ ପଦକ୍ଷେପ ଗ୍ରହଣ କରିଛି । ବିଭାଗୀୟ ମନ୍ତ୍ରୀ ବିଭୂତି ଭୂଷଣ ଜେନାଙ୍କ ନିର୍ଦ୍ଦେଶ ଏବଂ ପ୍ରମୁଖ ଶାସନ ସଚିବ ଉଷା ପାଢ଼ୀଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଏ ଦିଗରେ ଉଦ୍ୟମ ଆରମ୍ଭ ହୋଇଛି । ଏ ସଂକ୍ରାନ୍ତରେ ତୈଳ ବିକ୍ରୟକାରୀ…

Read More

ଯୁବ କଂଗ୍ରେସ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ବାସଭବନ ଘେରାଉ

ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଗୃହ ବିଭାଗ ଚଳାଇବାରେ ସଂପୂର୍ଣ୍ଣ ଅସମର୍ଥ ହୋଇଥିବା ପ୍ରମାଣିତ ବୋଲି ପ୍ରଦେଶ ଯୁବ କଂଗ୍ରେସ ସଭାପତି ଶ୍ରୀ ରଞ୍ଜିତ ପାତ୍ର ଅଭିଯୋଗ କରିବା ସହ ଆଜି ଶ୍ରୀ ପାତ୍ରଙ୍କ ନେତୃତ୍ୱରେ ଓଡ଼ିଶାର ମୁଖ୍ୟମନ୍ତ୍ରୀଙ୍କ ସରକାରୀ ବାସଭବନ ଘେରାଉ କରାଯାଇଥିଲା । ଓଡ଼ିଶା ସରକାରଙ୍କର ୪୪ଟି ମୁଖ୍ୟ ବିଭାଗ ମଧ୍ୟରୁ ଗୃହ ବିଭାଗଟି ସଂପୂର୍ଣ୍ଣ ଅଚଳ ହୋଇପଡ଼ିଛି । ଅନିୟନ୍ତ୍ରିତ ଅପରାଧ ପାଇଁ ଓଡ଼ିଶାବାସୀ ତ୍ରାହି ତ୍ରାହି ଡାକୁଛନ୍ତି । ମାତ୍ର ଓଡ଼ିଶାର…

Read More

୨୩ରେ ପିସିସି ସଭାପତିଙ୍କ ମାଲକାନଗିରି ଗସ୍ତ

ଇତିମଧ୍ୟରେ ମାଲକାନଗିରି ହିଂସାକୁ ଦୁଇ ସପ୍ତାହ ପୂରିବାକୁ ବସିଲାଣି। ଅଥଚ ଶାନ୍ତି ଫେରିନାହିଁ। ଇତି ମଧ୍ୟରେ ରାଜ୍ୟ ଉପ-ମୁଖ୍ୟମନ୍ତ୍ରୀ କେ.ଭି. ସିଂହଦେଓ ଏବଂ ମତ୍ସ୍ୟ ଏବଂ ପଶୁପାଳନ ବିକାଶ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ଜିଲ୍ଲା ଗସ୍ତ କରି ପରିସ୍ଥିତି ସଂପର୍କରେ ଅନୁଧ୍ୟାନ କରି ଅଞ୍ଚଳରେ ଶାନ୍ତି ଶୃଙ୍ଖଳା ରକ୍ଷା କରିବାକୁ ସ୍ଥାନୀୟ ପ୍ରଶାସନକୁ ନିର୍ଦ୍ଦେଶ ଦେଇ କାମ ସାରିଦେଇଛନ୍ତି। ସେମାନେ ସଂପୃକ୍ତ ଆଦିବାସୀ ଏବଂ ବଙ୍ଗାଳୀ ସମ୍ପ୍ରଦାୟର ନେତାମାନଙ୍କ ସହିତ କଥାବାର୍ତ୍ତା କରି ପରିସ୍ଥିତି ନିୟନ୍ତ୍ରଣକୁ ଆଣିଥିବା…

Read More

ହାଇଦ୍ରାବାଦରେ ଓଡ଼ିଶା ନିବେଶକ ସମ୍ମିଳନୀ

“ଓଡ଼ିଶା ଭାରତର ବୃଦ୍ଧିର ଇଞ୍ଜିନ୍ ହେବା ପାଇଁ ପୂର୍ଣ୍ଣ ଭାବେ ପ୍ରସ୍ତୁତ ଅଛି ଏବଂ ଓଡ଼ିଶା ନିବେଶକ ସମ୍ମିଳନୀ ଦୀର୍ଘମିଆଦି ସାଂଯୋଗ ଗଢ଼ିବା ପାଇଁ ଏକ ମଞ୍ଚ, ଯାହା ନିବେଶ ଉଦ୍ଦେଶ୍ୟକୁ ଭୂମିସ୍ତରରେ ରୂପାୟଣ କରିବ,” ବୋଲି ଆଜି ହାଇଦ୍ରାବାଦରେ ଆୟୋଜିତ ଓଡ଼ିଶା ନିବେଶକ ସମ୍ମିଳନୀରେ ଶିଳ୍ପ ନେତାମାନଙ୍କୁ ସମ୍ବୋଧନ କରି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କହିଛନ୍ତି। ମୁଖ୍ୟମନ୍ତ୍ରୀ କହିଥିଲେ ଯେ ନୀତିଗତ ସ୍ଥିରତା, ପ୍ରତିଯୋଗୀମୂଳକ ଖର୍ଚ୍ଚ ଏବଂ ସହଯୋଗୀ ଶାସନ ବ୍ୟବସ୍ଥା ମାଧ୍ୟମରେ…

Read More

ଦେବଗଡ଼ ଜିଲ୍ଲାରେ ଧାନ କିଣା ଶୁଭାରମ୍ଭ

ଚଳିତ ଖରିଫ ଋତୁରେ ରାଜ୍ୟରେ ଧାନ କିଣା ପ୍ରକ୍ରିୟା ଯାରି ରହିଛି । ଦେବଗଡ଼ ଜିଲ୍ଲାରେ ଧାନ ସଂଗ୍ରହ ଆରମ୍ଭ ହୋଇଛି । ଜିଲ୍ଲାର ରିଆମାଳ ବ୍ଲକରୁ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହୋଇଛି । ଜିଲ୍ଲାର ୫୧ଟି ମଣ୍ଡିରେ ୨୧ ହଜାର ୪୧୪ ଜଣ ଚାଷୀଙ୍କ ଠାରୁ ଧାନ କିଣା ଯିବ ।  ଗତ ବର୍ଷ ତୁଳନାରେ ଚଳିତ ବର୍ଷ ଅଧିକ ଚାଷୀଙ୍କ ଠାରୁ ଧାନ ସଂଗ୍ରହ କରାଯିବ । ଦେବଗଡ଼ ଜିଲ୍ଲାରେ ଗତ ବର୍ଷ…

Read More

ସର୍‌ଗି ଫୁଲ୍‌ ମହୋତ୍ସବ ୨୦୨୫ ଉଦଯାପିତ

ଉଦଯାପିତ ହୋଇଯାଇଛି ରାଜ୍ୟସ୍ତରୀୟ ସର୍‌ଗି ଫୁଲ୍‌ ମହୋତ୍ସବ ୨୦୨୫ । ଏହି ଅବସରରେ ମାନ୍ୟବର ମନ୍ତ୍ରୀ, ବିଦ୍ୟାଳୟ ଓ ଗଣଶିକ୍ଷା, ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ, ସଂଖ୍ୟାଲଘୁ ସମ୍ପ୍ରଦାୟ, ପଛୁଆବର୍ଗ କଲ୍ୟାଣ ବିଭାଗ, ସାମାଜିକ କଲ୍ୟାଣ ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ଶ୍ରୀଯୁକ୍ତ ନିତ୍ୟାନନ୍ଦ ଗଣ୍ଡ ଉପସ୍ଥିତ ରହି ଛାତ୍ରଛାତ୍ରୀମାନଙ୍କୁ ସମ୍ବୋଧିତ କରିଛନ୍ତି । ଉଦଯାପନୀ କାର୍ଯ୍ୟକ୍ରମରେ ବିଭାଗୀୟ ଆୟୁକ୍ତ ତଥା ଶାସନ ସଚିବ ଶ୍ରୀ ବି. ପରମେଶ୍ବରନ୍, ଅନୁସୂଚିତ ଜାତି ନିର୍ଦ୍ଦେଶକ ଶ୍ରୀ…

Read More

ଅନ୍ତର୍ଜାତୀୟ ସମବାୟ ବର୍ଷ- ୨୦୨୫ ସମାରୋହ ଉଦଯାପିତ

ବର୍ତ୍ତମାନର ବଜାର ବ୍ୟବସ୍ଥା ଅର୍ଥନୀତିରେ ସମବାୟ ଅନୁଷ୍ଠାନକୁ ସମୃଦ୍ଧ  ଓ ସଶକ୍ତ କରିବାକୁ ହେଲେ ସମବାୟଗୁଡିକ ମଧ୍ୟରେ ଆର୍ଥିକ ସହଭାଗିତା ଓ ସହଯୋଗିତା ଅପରିହାର୍ଯ୍ୟ । ଭାରତ ସରକାରଙ୍କ ଦିଗଦର୍ଶନ ଓ ମାର୍ଗଦର୍ଶନକୁ ପାଥେୟ କରି କୃଷି, ବିପଣନ, ବ୍ୟାଙ୍କିଂ, ଖାଉଟି, ଗୋପାଳନ, ମତ୍ସ୍ୟ, ହସ୍ତତନ୍ତ, ହସ୍ତଶିଳ୍ପମାନଙ୍କ ମଧ୍ୟରେ ସଂଯୋଗ ଓ ସହଯୋଗ ବଢ଼ାଇବା ଉଦ୍ଦେଶ୍ୟରେ ଏକ ସୁଦୃଢ ସମବାୟ ପରିବେଶ ସୃଷ୍ଟି କରିବାକୁ ରାଜ୍ୟ ସରକାର ପ୍ରତିଶ୍ରୁତିବଦ୍ଧ ବୋଲି ସମବାୟ, ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ…

Read More