Satej News

ନବୀନ ପଟ୍ଟନାୟକ ଙ୍କୁ ଭେଟିଲେ ହିଞ୍ଜିଳି ମ୍ୟୁନିସିପାଲିଟି ର ବିଜେଡି ନେତା ଓ କର୍ମୀ

ଗତକାଲି ଶେରଗଡ଼ ବ୍ଲକ ର ବିଜେଡି କର୍ମୀ ଓ ନେତା ମାନେ ସେମାନଙ୍କ ବିଧାୟକ ତଥା ବିରୋଧୀ ଦଳ ନେତା ଶ୍ରୀ ନବୀନ ପଟ୍ଟନାୟକ ଙ୍କୁ ଭେଟି ସରକାରୀ ଉଦାସୀନତା ବିରୁଦ୍ଧରେ ଅଭିଯୋଗ ଆଣିଥିଲେ.ଆଜି ହିଞ୍ଜିଳି ମ୍ୟୁନିସିପାଲଟି ବିଜୁ ଜନତା ଦଳ ର ନେତା ଏବଂ. କର୍ମୀ ମାନେ ନବୀନ ନିବାସ ରେ ବିଜେଡି ସଭାପତି ତଥା ବିରୋଧୀଦଳ ନେତା ଶ୍ରୀ ନବୀନ ପଟ୍ଟନାୟକ ଙ୍କୁ ଭେଟି ସମାନ ଅଭିଯୋଗ କରିଛନ୍ତି. ସରକାରୀ ଅବହେଳା ଯୋଗୁଁ ହିଞ୍ଜିଳି…

Read More

ବିଧାୟକଙ୍କ ବର୍ଦ୍ଧିତ ଦରମା ପ୍ରସଙ୍ଗରେ ବିଜେଡିର ପ୍ରତିକ୍ରିୟା

ବିଧାୟକଙ୍କ ବର୍ଦ୍ଧିତ ଦରମା ପ୍ରସଙ୍ଗରେ ବିଜେଡିର ପ୍ରତିକ୍ରିୟା ପୁନଃବିଚାର ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ନିବେଦନ କଲା ବିଜେଡି ବର୍ଦ୍ଧିତ ଦରମା ଗ୍ରହଣ କରିବେ ନାହିଁ ବୋଲି ନବୀନ ପୂର୍ବରୁ ଜଣାଇଥିଲେ ନବୀନଙ୍କ ନିଦେ୍ର୍ଦଶକ୍ରମେ ଦଳ ତରଫରୁ ଏହାର ପୁନଃବିଚାର ପାଇଁ ନିବେଦନ ବିଧାୟକମାନଙ୍କ ଦରମା ବୃଦ୍ଧି ପ୍ରସଙ୍ଗରେ ବିଜୁ ଜନତା ଦଳର ସଭାପତି ତଥା ବିରୋଧୀ ଦଳର ନେତା ପୂର୍ବରୁ ବର୍ଦ୍ଧିତ ଦରମା ଗ୍ରହଣ କରିବେ ନାହିଁ ଓ ଏହାକୁ ଗରିବ କଲ୍ୟାଣ କାର୍ଯ୍ୟରେ ବିନିଯୋଗ କରିବା ପାଇଁ…

Read More

୨ ବର୍ଷର ଶିଶୁକୁ ରକ୍ତଦାନ କଲେ ୧୦୮ ଆମ୍ବୁଲାନ୍ସ କର୍ମଚାରୀ

କେନ୍ଦୁଝର ଜିଲ୍ଲାମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସିତ ହେଉଥିବା ୨ ବର୍ଷ ବୟସର ସାନଭି ମହାନ୍ତଙ୍କୁ ଜରୁରୀକାଳୀନ ପରିସ୍ଥିତିରେ ଏକ ୟୁନିଟ ରକ୍ତଦାନ କରିଛନ୍ତି ୧୦୮ ଆମ୍ବୁଲାନ୍ସ ଇ.ଏମ.ଟି ଯଶବନ୍ତ ମହନ୍ତ | ସୂଚନା ଅନୁଯାୟୀ ଯାଜପୁର ଜିଲ୍ଲା ସୁକିନ୍ଦା ବ୍ଲକର ସାନଭି ମହାନ୍ତ ସିକିଲସେଲ ରେ ପୀଡିତ ଏବଂ ନିୟମିତ ବ୍ୟବଧାନରେ ରକ୍ତ ଆବଶ୍ୟକ କରନ୍ତି | ଆଜି ସକାଳ ପ୍ରାୟ ୧୦ ଟା ସମୟରେ ଅନ୍ୟ ଜଣେ ରୋଗୀଙ୍କୁ ନେଇ ଗୋଟିଏ ୧୦୮ ଆମ୍ବୁଲାନ୍ସ କେନ୍ଦୁଝର ଜିଲ୍ଲା…

Read More

ଅପରାଧମୁକ୍ତ ଏବଂ ସୁରକ୍ଷିତ ସମାଜ ଗଠନରେ ସହର ପୋଲିସ କର୍ମଚାରୀଙ୍କ ଅବଦାନକୁ ସମ୍ମାନିତ କରିବା ପାଇଁ ନମନ ୪.ଓ ଆୟୋଜିତ ହୋଇଛି

ଅପରାଧମୁକ୍ତ ଏବଂ ସୁରକ୍ଷିତ ସମାଜ ଗଠନରେ ସହର ପୋଲିସ କର୍ମଚାରୀଙ୍କ ଅବଦାନକୁ ସମ୍ମାନିତ କରିବା ପାଇଁ ନମନ ୪.ଓ ଆୟୋଜିତ ହୋଇଛି । କମିଶନରେଟ୍ ପୋଲିସ ଏବଂ ସେମାନଙ୍କ ପରିବାର ସଦସ୍ୟଙ୍କ ପାଇଁ ସପ୍ତମ ବାଟାଲିୟନ ଗ୍ରାଉଣ୍ଡରେ ଆୟୋଜିତ ନମନ ୪. o ର ଚତୁର୍ଥ ସଂସ୍କରଣରେ ଷ୍ଟାର ପାୱାର ଥିଲା ମୁଖ୍ୟ ଆକର୍ଷଣ। ମୁମ୍ବାଇ ପୋଲିସ ଦ୍ୱାରା ଆୟୋଜିତ ବାର୍ଷିକ ସାଂସ୍କୃତିକ କାର୍ଯ୍ୟକ୍ରମ ‘ଉମଙ୍ଗ’ ଧାରାରେ ଏହି କାର୍ଯ୍ୟକ୍ରମ ଆୟୋଜନ କରାଯାଉଛି। ୨୦୨୨ ରୁ ନମନ…

Read More

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶ୍ରୀମନ୍ଦିର ପ୍ରଶାସନ, ପୁରୀ ପକ୍ଷରୁ ନୂଆ ବର୍ଷ ୨୦୨୬ ପାଇଁ ପ୍ରକାଶିତ କ୍ୟାଲେଣ୍ଡର ଓ ଡାଏରୀ ଲୋକାର୍ପିତ କରିଛନ୍ତି

ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ୨୦୨୬ ଇଂରାଜୀ ନୂଆ ବର୍ଷ ଅବସରରେ ମହାପ୍ରଭୁଙ୍କ ଫଟୋଚିତ୍ର ଥାଇ ସୁଦୃଶ୍ୟ କ୍ୟାଲେଣ୍ଡର (ଉଭୟ ୱାଲ୍ ଏବଂ ଡେସ୍କ୍) ପ୍ରକାଶ ପାଇଛି l କ୍ୟାଲେଣ୍ଡର ଗୁଡିକର ପ୍ରଥମ କପିକୁ ଧନୁ ସଂକ୍ରାନ୍ତୀ ଅବସରରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଲାଗି ହୋଇଛି । ଏହି ଦେବାର୍ପଣ ପରେ ଆଜି ଉଭୟ କ୍ୟାଲେଣ୍ଡରକୁ ବିଧିବଦ୍ଧ ଭାବେ ଉନ୍ମୋଚିତ କରିଛନ୍ତି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ l ଉଭୟ କ୍ୟାଲେଣ୍ଡରରେ ବାଲୁକା କଳା, ପଟ୍ଟଚିତ୍ର, ତାଳପତ୍ର ଖୋଦେଇ…

Read More

ନୀତିଶଙ୍କର ହୋଇଛି ନୈତିକ ସ୍ଖଳନ , ହରାଇ ବସିଛନ୍ତି ମାନସିକ ସନ୍ତୁଳନ

ନୀତିଶଙ୍କର ହୋଇଛି ନୈତିକ ସ୍ଖଳନ । ହରାଇ ବସିଛନ୍ତି ମାନସିକ ସନ୍ତୁଳନ ।ମହିଳା ଡାକ୍ତରଙ୍କ ହିଜାବ ଟାଣିବା ଘଟଣା ଏବେ ସାରାଦେଶରେ ଚହଳ ପକାଇଛି । ମୁଖ୍ୟମନ୍ତ୍ରୀ ହୋଇ ନିଜର ନୀତି ନୈତିକତା କେମିତି ଭୁଲିଗଲେ ନୀତିଶ ସେନେଇ ବିରୋଧୀ ଉଠାଇଛନ୍ତି ପ୍ରଶ୍ନବାଚୀ । ତେବେ ଗତ ପନ୍ଦର ଡିସେମ୍ବରରେ ବିହାରରେ ଆୟୁଷ ଡାକ୍ତରଙ୍କୁ ଦିଆଯାଉଥିଲା ନିଯୁକ୍ତି ପତ୍ର। ମୁଖ୍ୟମନ୍ତ୍ରୀ ସଚିବାଳୟରେ 1283 ନବନିଯୁକ୍ତ ଆୟୁଷ ଡାକ୍ତରଙ୍କୁ ନିଯୁକ୍ତି ପତ୍ର ବାଣ୍ଟୁଥିଲେ । ଏହି କାର୍ଯ୍ୟକ୍ରମର ସିଧାପ୍ରସାରଣ ମଧ୍ୟ…

Read More

ରାଜ୍ୟରେ ଧାନ ସଂଗ୍ରହ ନେଇ ମନ୍ତ୍ରୀଙ୍କ ସମୀକ୍ଷା

ବର୍ତ୍ତମାନ ରାଜ୍ୟରେ ଚଳିତ ଖରିଫ ଋତୁରେ ଧାନ ସଂଗ୍ରହ ପ୍ରକ୍ରିୟା ଜାରି ରହିଛି । ଏହାକୁ ଶୃଙ୍ଖଳିତ ଓ ସୁସଂଗଠିତ କରିବା ପାଇଁ ରାଜ୍ୟ ସରକାର ବ୍ୟାପକ ବ୍ୟବସ୍ଥା ଗ୍ରହଣ କରିଛନ୍ତି । ରାଜ୍ୟରେ ଧାନ ସଂଗ୍ରହ ପ୍ରକ୍ରିୟା ପ୍ରସ୍ତୁତି, ବର୍ତ୍ତମାନର ସ୍ଥିତି ଓ ଅଗ୍ରଗତି ସମ୍ପର୍କରେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ରଙ୍କ ଅଧ୍ୟକ୍ଷତାରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଛି । ଭିଡିଓ କନ୍‌ଫରେନ୍‌ସିଂ ମାଧ୍ୟମରେ ଅନୁଷ୍ଠିତ…

Read More

ଗତବର୍ଷ ତୁଳନାରେ ଆଜି ସୁଦ୍ଧା ସମ୍ବଲପୁରରେ ଅଧିକ ଚାଷୀଙ୍କଠାରୁ ଧାନ ସଂଗ୍ରହ

ରାଜ୍ୟରେ ଚଳିତ ଖରିଫ ଋତୁରେ ଧାନ ସଂଗ୍ରହ ପ୍ରକ୍ରିୟା ତ୍ୱରାନ୍ୱିତ ହୋଇଛି । ବର୍ତ୍ତମାନ ସୁଦ୍ଧା ବରଗଡ଼, ବଲାଙ୍ଗୀର, କଳାହାଣ୍ଡି, ନବରଙ୍ଗପୁର, ମାଲକାନଗିରି, ନୂଆପଡ଼ା, ସମ୍ବଲପୁର, ସୁବର୍ଣ୍ଣପୁର ଓ ସୁନ୍ଦରଗଡ଼ରେ ଧାନ ସଂଗ୍ରହ ଜାରି ରହଛି । ପର୍ଯ୍ୟାୟକ୍ରମେ ସ୍ଥାନୀୟ ଜିଲ୍ଲା ପ୍ରଶାସନର ନିଷ୍ପତ୍ତି ଅନୁଯାୟୀ ବିଭିନ୍ନ ଜିଲ୍ଲାରେ ଧାନ ସଂଗ୍ରହ କରାଯିବ । ବର୍ତ୍ତମାନ ସୁଦ୍ଧା ଏହି ଜିଲ୍ଲା ଗୁଡ଼ିକରୁ ୪୯,୦୫୧ ଜଣ ଚାଷୀଙ୍କଠାରୁ ଦୁଇ ଲକ୍ଷ ୨୪ ହଜାର ୭୦୪ ମେଟ୍ରିକ୍‌ ଟନ୍‌ ଧାନ…

Read More

୧ଲକ୍ଷ ୫୫ହଜ଼ାରରୁ ଅଧିକ ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ୯୦ କୋଟିରୁ ଉର୍ଦ୍ଧ୍ୱ ସୁଧ ଫେରସ୍ତ

ସ୍ଵୟଂ ସହାୟକ ଗୋଷ୍ଠୀଙ୍କୁ ନିୟମିତ ସୁଧ ଫେରସ୍ତ ସରକାରଙ୍କ ପ୍ରତିବଦ୍ଧତା ଓ ଏହା ସଦସ୍ୟାମାନଙ୍କ ଅର୍ଥନୈତିକ ଭାଗିଦାରୀକୁ ଆହୁରି ସଶକ୍ତ କରିବ ବୋଲି ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡା ମତ ପ୍ରକାଶ କରିଛନ୍ତି। ଆଜି ମିଶନ ଶକ୍ତି ଭବନ ଠାରେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡାଙ୍କ କରକମଳରେ ମିଶନ ଶକ୍ତି ବିଭାଗ ଆନୁକୂଲ୍ୟରେ ରାଜ୍ୟର ୧ଲକ୍ଷ ୫୫ହଜ଼ାର ୮୫୨ ଗୋଟି ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ୯୦ କୋଟି ୨୦ ଲକ୍ଷ ୫୨ହଜ଼ାର ୬୨୧ ଟଙ୍କା ବ୍ୟାଙ୍କ…

Read More

ଉତ୍କଳ ବିଶ୍ୱବିଦ୍ୟାଳୟରେ ଅମୃତ ପିଢ଼ି ଛାତ୍ର ବିଶ୍ୱ ସମ୍ମିଳନୀ ଆୟୋଜିତ

ଉଚ୍ଚଶିକ୍ଷା ବିଭାଗ ସହାୟତାରେ ବୀର ସୁରେନ୍ଦ୍ର ସାଏ ବୈଷୟିକ ବିଶ୍ୱବିଦ୍ୟାଳୟ ଓ ଉତ୍କଳ ବିଶ୍ୱ ବିଦ୍ୟାଳୟର ମିଳିତ ଆନୁକୂଲ୍ୟରେ ଆଜି ଉତ୍କଳ ବିଶ୍ୱ ବିଦ୍ୟାଳୟର ଦୀକ୍ଷାନ୍ତ ଭବନରେ “ଅମୃତ ପିଢ଼ି ଛାତ୍ର ବିଶ୍ୱ ସମ୍ମିଳନୀ” କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି। ଡିସେମ୍ବର ୧୮ ତାରିଖରୁ ଆରମ୍ଭ ହୋଇ ଡିସେମ୍ବର ୨୦ ତାରିଖ ପର୍ଯ୍ୟନ୍ତ ଏହି ସମ୍ମିଳନୀର ଆୟୋଜନ କରାଯିବ। ଏହି ଛାତ୍ର ବିଶ୍ୱ ସମ୍ମିଳନୀର ଥିମ୍ ରହିଛି “କୃତ୍ରିମ ବୁଦ୍ଧିମତା ଓ ଏହାର ନୈତିକତା”। ଏହି ସମ୍ମିଳନୀରେ ୫୦୦ରୁ…

Read More