ରାମ ମନ୍ଦିରର ମୁଖ୍ୟ ପୂଜକ ଆଚାର୍ଯ୍ୟ ସତ୍ୟେନ୍ଦ୍ର ଦାସଙ୍କ ଦେହାନ୍ତ।
ଆଚାର୍ଯ୍ୟ ସତ୍ୟେନ୍ଦ୍ର ଦାସ: ଉତ୍ତର ପ୍ରଦେଶର ଅଯୋଧ୍ୟାରେ ଥିବା ରାମ ମନ୍ଦିରର ମୁଖ୍ୟ ପୂଜକ ଆଚାର୍ଯ୍ୟ ସତ୍ୟେନ୍ଦ୍ର ଦାସଙ୍କର ଆଜି ଦେହାନ୍ତ ହୋଇଯାଇଛି । ହସ୍ପିଟାଲ ପକ୍ଷରୁ ଏହି ସୂଚନା ଦିଆଯାଇଛି । ମସ୍ତିଷ୍କ ରକ୍ତସ୍ରାବ ପରେ, ସେ ଲକ୍ଷ୍ନୌର ପିଜିଆଇରେ ଚିକିତ୍ସାଧୀନ ଥିଲେ । ହସ୍ପିଟାଲ ପକ୍ଷରୁ ଜାରି ଏକ ପ୍ରେସ୍ ରିଲିଜରେ କୁହାଯାଇଛି ଯେ ଅଯୋଧ୍ୟା ରାମ ମନ୍ଦିରର ମୁଖ୍ୟ ପୂଜକ ଶ୍ରୀ ସତେନ୍ଦ୍ର ଦାସ ଜୀ ଆଜି ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି।…
