ମନ୍ କୀ ବାତ୍ରେ ଓଡିଆ କାନୋଇଂ ଖେଳାଳି ରଶ୍ମିତା ସାହୁଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା
ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଲୋକପ୍ରିୟ କାର୍ଯ୍ୟକ୍ରମ ‘ମନ୍ କୀ ବାତ୍’ର ୧୨୫ ତମ ଏପିସୋଡ୍ ରେ ଓଡ଼ିଆ ଝିଅ ରଶ୍ମିତା ସାହୁଙ୍କୁ ସମ୍ମାନିତ କରାଯାଇଛି। ଜାତୀୟ କାନୋଇଂ ଖେଳାଳି ରଶ୍ମିତାଙ୍କ ସହ କଥାବାର୍ତ୍ତା କରି ପ୍ରଧାନମନ୍ତ୍ରୀ ତାଙ୍କର ସଫଳତା ଓ ସଂଘର୍ଷକୁ ପ୍ରଶଂସା କରିଛନ୍ତି। ପ୍ରତିକୂଳ ପରିସ୍ଥିତିର ସାମ୍ନା କରି ଖେଳ କ୍ଷେତ୍ରରେ ଦେଶର ନାମ ଉଜ୍ଜ୍ୱଳ କରିଥିବାରୁ ପ୍ରଧାନମନ୍ତ୍ରୀ ରଶ୍ମିତାଙ୍କୁ ଶୁଭେଚ୍ଛା ଜଣାଇବା ସହ ଭବିଷ୍ୟତ ପାଇଁ ମଙ୍ଗଳ କାମନା କରିଛନ୍ତି। ରଶ୍ମିତା କଟକ…
