ଆସନ୍ତାକାଲି ପର୍ଯ୍ୟନ୍ତ ଫସଲ କ୍ଷୟକ୍ଷତି ଆକଳନ କରାଯିବ, ଡିବିଟି ଜରିଆରେ ଚାଷୀଙ୍କୁ ମିଳିବ କ୍ଷତିପୂରଣ

ଶନିବାର ଫସଲ କ୍ଷତି ନେଇ ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବସିଥିଲା ବୈଠକ। ଏହି ବୈଠକରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଆସନ୍ତା ୩୦ ତାରିଖ ସୁଦ୍ଧା ଫସଲ କ୍ଷୟକ୍ଷତି ଆକଳନ କରାଯିବ। ଡିବିଟି ଜରିଆରେ ଚାଷୀଙ୍କୁ ଫସଲ କ୍ଷତିପୂରଣ ପ୍ରଦାନ କରାଯିବ। ବୀମା କରିଥିବା ଚାଷୀ ଓ କରି ନ ଥିବା ଚାଷୀମାନେ ଏହି କ୍ଷତିପୂରଣ ପାଇବେ। ବର୍ତ୍ତମାନ ସୁଦ୍ଧା ୧ ଲକ୍ଷ ୨୬ ହଜାର ଚାଷୀ ଆବେଦନ କରିଛନ୍ତି। ଆସନ୍ତାକାଲି ଅର୍ଥାତ୍‌ ରବିବାର…

Read More

ନୂଆବର୍ଷରେ ପୁରୀ ଯାଉଛନ୍ତି କି, ଜାଣିରଖନ୍ତୁ ପୋଲିସ ପ୍ରଶାସନର ନିୟମ

ପୁରୀ: ନୂଆବର୍ଷ ପାଳନ ପାଇଁ ଜଗା ଦର୍ଶନ ପାଇଁ ଛୁଟି ଆସିବେ ଭକ୍ତ । ଲକ୍ଷାଧିକ ଲୋକଙ୍କ ସମାଗମକୁ ଆଖିରେ ରଖି ପୁରୀ ପ୍ରସ୍ତୁତ । ଭକ୍ତଙ୍କ ସୁରକ୍ଷାକୁ ଦେଖି ପ୍ରଶାସନ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଉଛି। ନୂଆବର୍ଷ ପାଳନ ସମୟରେ ଲୋକଙ୍କ ଭିଡକୁ ଦେଖି ସହରରେ ସିସିଟିଭି ସର୍ଭେଲାନ୍ସ ରଖାଯିବା ସହ ଆଇନଶୃଙ୍ଖଳା ରକ୍ଷା ପାଇଁ ୬୦ ପ୍ଲାଟୁନ୍ ପୁଲିସ ମୁତୟନ କରାଯିବ। ଡିସେମ୍ବର ୩୧ରୁ ନୂଆବର୍ଷ ପର୍ଯ୍ୟନ୍ତ ଭିଡ଼ ବଢ଼ିବ ବୋଲି…

Read More

ନୂଆବର୍ଷରେ କେମିତି ରହିବ ପାଗ, ଜାଣି ରଖି ସେଲିବ୍ରେସନ କରନ୍ତୁ…

ଭୁବନେଶ୍ୱର: ନୂଆବର୍ଷକୁ ସ୍ୱାଗତ କରିବା ବେଳେ ଏଥର ଶୀତ ସହିତ ବର୍ଷା ପାଗର ଅନୁଭବ ନେଇପାରନ୍ତି ରାଜ୍ୟବାସୀ । ପାଣିପାଗର ଆକଳନ ଏଭଳି କିଛି ରହିଛି। ପଶ୍ଚିମାଝଡ଼ ଯୋଗୁଁ ଆସନ୍ତା ଦୁଇ ଦିନ ମଧ୍ୟରେ ଉତ୍ତର ଓ ଉତ୍ତର-ପଶ୍ଚିମ ଅଞ୍ଚଳରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ, ଡିସେମ୍ବର ୨୮ ଓ ୨୯ ତାରିଖରେ ଅନେକ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଆଜି…

Read More

କପିଳାସ ହେଲା ପ୍ଲାଷ୍ଟିକ୍ ନିଷିଦ୍ଧାଞ୍ଚଳ, ନିୟମ ନମାନିଲେ ୫୦୦ ଟଙ୍କା ଜରିମାନା

ପ୍ରସିଦ୍ଧ ଶୈବପୀଠ ଢେଙ୍କାନାଳର କପିଳାସକୁ ପ୍ଲାଷ୍ଟିକ୍ ନିଷିଦ୍ଧାଞ୍ଚଳ ଘୋଷଣା କରାଯାଇଛି । ଏ ନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ କଟକଣା କରାଯାଇଛି । ଢେଙ୍କାନାଳ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପକ୍ଷରୁ ଏ ନେଇ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି । କପିଳାସ ଛକ ଠାରୁ କପିଳାସ ପୀଠ, ପାର୍କିଂ ସ୍ଥଳ ଓ ଦେଓଗାଁ ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ର ପର୍ଯ୍ୟନ୍ତ ଅଞ୍ଚଳ କଟକଣାଭୁକ୍ତ ହୋଇଛି । ଅମାନ୍ୟକଲେ ୫୦୦ ଟଙ୍କାର ଜରିମାନା ପ୍ରାବଧାନ ରଖାଯାଇଛି। ସଂରକ୍ଷିତ ଜଙ୍ଗଲ ମଧ୍ୟରେ କପିଳାସ…

Read More

ଜାନୁଆରୀ ୩ରୁ ୟୁଜିସି ନେଟ୍ ପରୀକ୍ଷା

ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (ୟୁଜିସି) ନେଟ୍ ଡିସେମ୍ବର-୨୦୨୪ ପାଇଁ କାର୍ଯ୍ୟସୂଚୀ ଜାରି ହୋଇଛି । ଜାନୁଆରୀ ୩ରୁ ଆରମ୍ଭ ହେବାକୁ ଥିବା ଏହି ପରୀକ୍ଷା ୧୬ ତାରିଖ ଯାଏ ଚାଲିବ । ୮୫ଟି ବିଷୟରେ ଏହି ପରୀକ୍ଷା ହେବ । କମ୍ପ୍ୟୁଟର ବେସଡ୍ ଟେଷ୍ଟ (ସିବିଟି) ମୋଡ୍ ରେ ଏହି ପରୀକ୍ଷା ହେବ । ୨ଟି ସିଫ୍ଟରେ ପରୀକ୍ଷା କରାଯିବ ବୋଲି ନ୍ୟାସନାଲ୍ ଟେଷ୍ଟିଂ ଏଜେନ୍ସି (ଏନ୍ଟିଏ) ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ଜାନୁଆରୀ ୩ରେ…

Read More

ନୂତନ ଲ’ କମିଶନ ଗଠନ କଲେ ରାଜ୍ୟ ସରକାର, ଜଷ୍ଟିସ୍ ବିଶ୍ୱନାଥ ରଥ ହେଲେ ଅଧ୍ୟକ୍ଷ

ରାଜ୍ୟ ସରକାର ନୂତନ ଲ’ କମିଶନ ଗଠନ କରିଛନ୍ତି । ଓଡ଼ିଶା ହାଇକୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ୍ ବିଶ୍ୱନାଥ ରଥଙ୍କୁ ଲ’ କମିଶନର ଅଧ୍ୟକ୍ଷ ନିଯୁକ୍ତ କରାଯାଇଛି । ଏନେଇ ଶୁକ୍ରବାର ଆଇନ ବିଭାଗ ବିଜ୍ଞପ୍ତି ପକ୍ଷରୁ ପ୍ରକାଶ ପାଇଛି । ଆଇନ ବିଭାଗର ବିଜ୍ଞପ୍ତି ଅନୁସାରେ, ଜଷ୍ଟିସ୍ ବିଶ୍ୱନାଥ ରଥ ଲ’ କମିଶନର ଅଧ୍ୟକ୍ଷ ରହିବେ । ଆଡଭୋକେଟ୍ ଜେନେରାଲ ପିତାମ୍ୱର ଆଚାର୍ଯ୍ୟ ଏବଂ ଓଡ଼ିଶା ସରକାରଙ୍କ ଆଇନ ବିଭାଗର ପ୍ରମୁଖ ସଚିବ କମିଶନର ଏକ୍ସ…

Read More

ଜିରୋ ନାଇଟରେ ଚୋରା ମଦ ବିକିଲେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ

ଜିରୋ ନାଇଟ ସେଲିବ୍ରେସନକୁ ନେଇ ଅବକାରୀ ବିଭାଗର ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଚୋରା ମଦ ବିକ୍ରି ଉପରେ ଅବକାରୀ ବିଭାଗର କଡା ନଜର ରହିଛି। ଜିରୋ ନାଇଟର ଆଳ ଦେଖାଇ କେହି ଚୋରା ମଦ ବିକ୍ରି କରିପାରିବେ ନାହିଁ। ଆଗାମୀ ଜାନୁଆରୀ ମାସ ଶେଷ ପର୍ଯ୍ୟନ୍ତ କଡ଼ା ଚେକିଂ ପାଇଁ ବିଭାଗକୁ ନିର୍ଦ୍ଦେଶ ଦିଆଯାଇଛି। ଏଥିସହିତ ଜିରୋ ନାଇଟ ପାଇଁ କାହାକୁ ଅସ୍ଥାୟୀ ଲାଇସେନ୍ସ ଦିଆଯିବ ନାହିଁ ବୋଲି ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି।

Read More

ଗୃହମନ୍ତ୍ରୀ ଅମିତ୍ ଶାହାଙ୍କ ଓଡିଶା ଗସ୍ତ ବାତିଲ

ଆସନ୍ତାକାଲି ଓଡିଶା ଆସିବାର ଗୃହମନ୍ତ୍ରୀ ଅମିତ୍ ଶାହା ଗସ୍ତ ବାତିଲ ହୋଇଯାଇଛି। ଏନେଇ ଯାଜପୁର ସାଂସଦ ରବି ନାରାୟଣ ବେହେରା ସୂଚନା ଦେଇଛନ୍ତି । ତାଙ୍କ ସୂଚନା ମୁତାବକ ପୂର୍ବତନ ମନମୋହନ ସିଂଙ୍କ ଦେହାନ୍ତ ପରେ ଏବେ ଦେଶ ଗୋଟିଏ ସପ୍ତାହ ପାଇଁ ଶୋକ ପାଳୁଛି । ଏହାକୁ ସମ୍ମାନ ଦେଇ ଗୃହମନ୍ତ୍ରୀ ତାଙ୍କ ଗସ୍ତ କାର୍ଯ୍ୟକ୍ରମ ବାତିଲ କରିଛନ୍ତି । ଆସନ୍ତା କାଲି ସେ ଓଡିଶା ଆସି ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବାର ଥିଲା ।

Read More

ଅଣଚାଷୀଙ୍କୁ ଚିହ୍ନଟ ପାଇଁ ରାଜ୍ୟରେ କରାଯିବ ନୂତନ ପଞ୍ଜିକରଣ: ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର

ଖୁବ ଶୀଘ୍ର ରାଜ୍ୟରେ ନକଲି ଚାଷୀ ବା ଅଣଚାଷୀଙ୍କୁ ଚିହ୍ନଟ ପାଇଁ କରାଯିବ ନୂତନ ପଞ୍ଜିକରଣ । ଚାଷୀ ନହୋଇ ବି ଚାଷୀ ହେବାର ସମସ୍ତ ଫାଇଦା ଲାଭ କରୁଛନ୍ତି । ଏଥିପାଇଁ ସରକାର ଏହି ନିଷ୍ପତି ନେଇଛନ୍ତି । ଏଭଳି କହି ଅଣଚାଷୀଙ୍କୁ ଚେତାବନୀ ଦେଇଛନ୍ତି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । ରାସନ କାର୍ଡ ଭଳି ଚାଷୀ ତାଲିକାରେ ଅନେକ ଅଣ ଚାଷୀ ଥିବାରୁ ଆଉ ଥରେ ତାଲିକା ପ୍ରସ୍ତୁତ ହେବ। ରାସନ କାର୍ଡରେ…

Read More

ବଢିଲା ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ

ବଢିଲା ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ ରାଜ୍ୟ ସରକାର ବଢ଼ାଇଛନ୍ତି। ତାଙ୍କ କାର୍ଯ୍ୟକାଳକୁ ଆଉ ବର୍ଷେ ବଢ଼ାଇ ଦିଆଯାଇଛି। ଫଳରେ ୨୦୨୬ ଜାନୁଆରୀ ୧ ତାରିଖ ପର୍ଯ୍ୟନ୍ତ ସେ ଏହି ପଦବୀରେ କାର୍ଯ୍ୟ କରିବେ। ଆସନ୍ତା ୩୧ ତାରିଖରେ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ ଶେଷ ହେଉଥିଲା। ବିଜେପି ସରକାର ଗଠନ ପରେ ଜୁନ ୩୦ରେ ସରିଥିଲା ପୂର୍ବତନ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନାଙ୍କ କାର୍ଯ୍ୟକାଳ। ଆଉ ସେତେବେଳେ ଡେପୁଟେସନରୁ ଆସି ମୁଖ୍ୟ ସଚିବ ପଦରେ…

Read More