୩୦ ଜିଲ୍ଲା ପାଇଁ ପ୍ରଭାରୀ ନିଯୁକ୍ତ କଲେ ମୁଖ୍ୟମନ୍ତ୍ରୀ

ରାଜ୍ୟର ବିକାଶ କାର୍ଯ୍ୟକୁ ତ୍ବରାନ୍ବିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରଭାରୀ ମନ୍ତ୍ରୀ ନିଯୁକ୍ତ କରିଛନ୍ତି। ୨ ଉପମୁଖ୍ୟମନ୍ତ୍ରୀ ଓ ମନ୍ତ୍ରୀଙ୍କୁ ୩୦ ଜିଲ୍ଲା ପାଇଁ ପ୍ରଭାରୀ ମନ୍ତ୍ରୀ ନିଯୁକ୍ତ କରିଛନ୍ତି। ସେମାନଙ୍କୁ ବିଭିନ୍ନ ଜିଲ୍ଲା ଦାୟିତ୍ବ ପ୍ରଦାନ କରିଛନ୍ତି। ଉପମୁଖ୍ୟମନ୍ତ୍ରୀ କେ.ଭି ସିଂହଦେଓଙ୍କୁ କଟକ ଓ ଜଗତସିଂହପୁର ଏବଂ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡାଙ୍କୁ ବାଲେଶ୍ବର ଓ ଭଦ୍ରକ ଜିଲ୍ଲା ପାଇଁ ପ୍ରଭାରୀ ନିଯୁକ୍ତ କରିଛନ୍ତି। ସେହିପରି ମନ୍ତ୍ରୀ ସୁରେଶ ପୂଜାରୀଙ୍କୁ ସୁନ୍ଦରଗଡ ଓ…

Read More

ବର୍ଷା ପାଇଁ ଫସଲ ନଷ୍ଟ, ବୀମା କମ୍ପାନୀଙ୍କୁ ଚେତାବନୀ ଦେଲେ ମନ୍ତ୍ରୀ

ଭୁବନେଶ୍ୱର: ଅଦିନିଆ ବର୍ଷାରେ ଧାନ ଫସଲର ବ୍ୟାପକ କ୍ଷୟକ୍ଷତି ହୋଇଛି । ଏହି କ୍ଷତିରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଥିବା ଖବର ସାମ୍ନାକୁ ଆସିଛି । ଏହାପରେ ବିପନ୍ନ ଚାଷୀଙ୍କ ଦାବିର ତୁରନ୍ତ ସମାଧାନ କରିବାକୁ ରାଜ୍ୟ ସରକାର ବୀମା କଂପାନିଗୁଡ଼ିକୁ ନିର୍ଦ୍ଦେଶ ଦେଇଛନ୍ତି। ବୀମା କଂପାନିଗୁଡ଼ିକୁ ଚେତାବନୀ ଦେଇ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି ଯେ ଯଦି କୃଷକମାନେ ହଇରାଣ ହୁଅନ୍ତି କିମ୍ବା ଦାବି ପ୍ରକ୍ରିୟାକରଣରେ ବିଳମ୍ବ ହୁଏ ତେବେ…

Read More

ଓଡ଼ିଶା ଛାଡ଼ିଲେ, ରାଞ୍ଚିରେ ରଘୁବର ଦାସଙ୍କୁ ନେଇ ଜୋର ଧରିଲା ଚର୍ଚ୍ଚା

ଭୁବନେଶ୍ୱର: ଦୀର୍ଘ ୧୪ ମାସ ରାଜ୍ୟପାଳ ଭାବେ ରଘୁବର ଦାସ ଦାୟିତ୍ୱ ତୁଲାଇବା ପରେ ଆଜି ଓଡ଼ିଶାରୁ ବିଦାୟ ନେଇଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ ଭୁବନେଶ୍ୱର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦରରେ ଉପସ୍ଥିତ ରହି ତାଙ୍କୁ ବିଦାୟ ଦେଇଛନ୍ତି। ୨୦୨୩ ମସିହା ଅକ୍ଟୋବର ୧୮ ତାରିଖରେ ରଘୁବର ଦାସଙ୍କୁ ଓଡ଼ିଶାର ରାଜ୍ୟପାଳ ଭାବେ ନିଯୁକ୍ତି ଦିଆଯାଇଥିଲା। ଡିସେମ୍ବର ୨୪ତାରିଖରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କ ପଦରୁ ଇସ୍ତଫା…

Read More

ଶନିବାର ଓଡ଼ିଶା ଆସିବେ ଅମିତ ଶାହା

ଶନିବାର ଅର୍ଥାତ ୨୮ ତାରିଖରେ ଭୁବନେଶ୍ବର ଆସିବେ ଅମିତ ଶାହା। ଏ ନେଇ ବିଜେପି ରାଜ୍ୟ ପ୍ରଭାରୀ ବିଜୟ ପାଲ ସିଂ ତୋମାର ସୂଚନା ଦେଇଛନ୍ତି। ଏହା ସହ ସେ ଅମିତ ଶାହଙ୍କ ସମ୍ବଲପୁର ଗସ୍ତ ନାହିଁ ବୋଲି କହିଛନ୍ତି। କଳିଙ୍ଗ ଷ୍ଟାଡିୟମ କାର୍ଯ୍ୟକ୍ରମରେ ଯୋଗ ଦେଇପାରନ୍ତି ଶାହା। ସୂଚନାନୁସାରେ, ଏବେ ଓଡ଼ିଶା କେନ୍ଦ୍ର ବିଜେପି ନେତୃତ୍ୱଙ୍କ ଫୋକସ୍‌ରେ ରହିଛି । ନିକଟରେ ଓ ହୋଇଥିବା ଡିଜିପି ସମ୍ମିଳନୀରେ ତିନିଦିନିଆ ଓ ଗସ୍ତରେ ଆସିଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

Read More

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା; ଚଳିତ ବର୍ଷ ହେବ ଛାତ୍ର ସଂସଦ ନିର୍ବାଚନ

ପୁଣିଥରେ କଲେଜରେ ଆରମ୍ଭ ହେବ ଛାତ୍ର ସଂସଦ ନିର୍ବାଚନ । ଦୀର୍ଘ ୬ ବର୍ଷ ପରେ ଅର୍ଥାତ ଚଳିତ ଶିକ୍ଷା ବର୍ଷରେ ଅନୁଷ୍ଠିତ ହେବ କଲେଜ ଛାତ୍ର ସଂସଦ ନିର୍ବାଚନ । ଏନେଇ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସେ ଆହୁରି କହିଛନ୍ତି ଯେ, ‘ଛାତ୍ର ନିର୍ବାଚନ ନେଇ ପ୍ରକ୍ରିୟା ଆରମ୍ଭ ହୋଇଛି। ଛାତ୍ର ସଂସଦ ନିର୍ବାଚନ କେବେ ବନ୍ଦ ହେବ ନାହିଁ। କିଛି ହୀନ ଚକ୍ରାନ୍ତ କରି ଛାତ୍ର ନିର୍ବାଚନ ବନ୍ଦ କରିଥିଲେ…

Read More

ନିର୍ବାଚନରେ ବାଲଟ ବ୍ୟବସ୍ଥା ଫେରିଲେ ବିଜେଡି ସମର୍ଥନ କରିବ: ନବୀନ ପଟ୍ଟନାୟକ

ବିଜେଡ଼ି ପାଳୁଛି ୨୮ତମ ପ୍ରତିଷ୍ଠା ଦିବସ । ବିଜେଡିର ପ୍ରତିଷ୍ଠା ଦିବସରେ ଅଭିନନ୍ଦନ ଜଣାଇଛନ୍ତି ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ । ଏହି ଅବସରରେ ଶଙ୍ଖ ଭବନରେ ଆୟୋଜିତ ରାଜ୍ୟ ସ୍ତରୀୟ କାର୍ଯ୍ୟକ୍ରମରେ ଯୋଗ ଦେଇ ନବୀନ ପଟ୍ଟନାୟକ କହିଛନ୍ତି ଯେ, ମୁଁ ଖୁସି ଯେ ଆଜି ବିଜେଡିକୁ ୨୭ ପୁରି ୨୮ ଚାଲିଲା। ଲୋକଙ୍କ ଠାରୁ ଆମେ ବହୁତ ଶୁଭେଚ୍ଛା ପାଇଛୁ । ଦଳ ପ୍ରତି ଲୋକଙ୍କ ଭଲ ପାଇବା ଓ ବିଜେଡି ସରକାର ସମୟର…

Read More

ଭିଜିଲାନ୍ସ ଜାଲରେ ବୋରିଗୁମ୍ମାର ତହସିଲ ଏଆରଆଇ

ଭିଜିଲାନ୍ସ ଜାଲରେ କୋରାପୁଟ ଜିଲ୍ଲା ବୋରିଗୁମ୍ମା ତହସିଲ ଏଆରଆଇ ସୁରେନ୍ଦ୍ର କୁମାର ତନ୍ତିଙ୍କ । ଘର ସହ ଏକାସାଙ୍ଗେ ୮ଟି ଠିକଣାରେ ଚାଲିଛି ଭିଜିଲାନ୍ସର ଚଢାଉ । ଖବର ଅନୁଯାୟୀ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବୋରିଗୁମ୍ମା ତହସିଲ ଏଆରଆଇ ସୁରେନ୍ଦ୍ର କୁମାର ତନ୍ତିଙ୍କ ଘରେ ସକାଳୁ ସକାଳୁ ଭିଜିଲାନ୍ସ ପକ୍ଷରୁ ଚାଲିଛି ରେଡ୍ ।ଏକାସାଙ୍ଗ ଭିଜିଲାନ୍ସ ଟିମ୍ ୮ଟି ଠିକଣାରେ କରୁଛି ରେଡ୍ । ତେବେ ଚଢାଉ ହେଉଥିବା ସ୍ଥାନ ମଧ୍ୟରେ ବାସଭବନ, ଅଫିସ…

Read More

୨ ବର୍ଷରେ ରାଜ୍ୟରେ ୭୫ ହଜାର ନିଯୁକ୍ତି ମିଳିବ: ମୁଖ୍ୟମନ୍ତ୍ରୀ

ଆଗାମୀ ଦୁଇ ବର୍ଷ ଭିତରେ ରାଜ୍ୟରେ ୭୫ ହଜାର ନିଯୁକ୍ତି ଦେବୁ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ସୁଶାସନ ଦିବସ ବା ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ସମାରୋହରେ ଏହି ବଡ଼ ଘୋଷଣା କରିଛନ୍ତି । ନିଯୁକ୍ତି ପ୍ରସଙ୍ଗରେ ପୂର୍ବ ସରକାରଙ୍କୁ ଟାର୍ଗେଟ୍ କରିଛନ୍ତି ମୁଖ୍ୟମନ୍ତ୍ରୀ । ପୂର୍ବ ସରକାର କାମ ନୁହେଁ କଥା ଦେଉଥିଲେ । ରାଜ୍ୟର ଯୁବକ ଯୁବତୀଙ୍କୁ ନିଯୁକ୍ତି କଥା କହି ଦିନ ମଜୁରି ଦେଇ ପ୍ରଶାସନର କାମ…

Read More

ଜିଲ୍ଲାସ୍ତରୀୟ ସୁଶାସନ ଦିବସ ପାଳିତ

କଳାହାଣ୍ଡି: କଳାହାଣ୍ଡି ଜିଲ୍ଲାସ୍ତରୀୟ ସୁଶାସନ ଦିବସ ତଥା ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଭାରତରତ୍ନ ଅଟଳବିହାରୀ ବାଜପାୟୀ ଙ୍କ ଜୟନ୍ତୀ ମାଁ ମାଣିକେଶ୍ଵରୀ ବିଶ୍ଵବିଦ୍ୟାଳୟ ଭବାନୀପାଟଣା ଅଡିଟୋରିଅମ ହଲଠାରେ ଅତିରିକ୍ତ ଜିଲ୍ଲାପାଳ (ରାଜସ୍ଵ) ବଇତୁରା ଦୀପଙ୍କ ଅଧ୍ୟକ୍ଷତାରେ ପାଳିତ ହୋଇଯାଇଛି । ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ଜୟନ୍ତି ଡିସେମ୍ବର ୨୫ ତାରିଖକୁ ସୁଶାସନ ଦିବସ ଭାବରେ ପାଳନ କରାଯାଉଛି । ଏହି ଉପଲକ୍ଷେ ଜିଲ୍ଲା ପ୍ରଶାସନ ତରଫରୁ ବିଦ୍ୟାଳୟ , ମହାବିଦ୍ୟାଳୟ ସ୍ତରୀୟ ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ…

Read More

ଚିଟଫଣ୍ଡ ଠକେଇର ପୀଡ଼ିତଙ୍କୁ କ୍ଷତିପୂରଣ ଦେବା ପାଇଁ ପ୍ରକ୍ରିୟା ଆରମ୍ଭ କରିବେ ସରକାର: ମନମୋହନ ସାମଲ

ଭୁବନେଶ୍ୱର: ରାଜ୍ୟରେ ବିଭିନ୍ନ ଚିଟଫଣ୍ଡ ଠକେଇର ଶିକାର ହୋଇଥିବା ନିବେଶକଙ୍କୁ ଟଙ୍କା ଫେରାଇବା ପାଇଁ ଉଦ୍ୟମ ଚାଲିଛି । ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ଏହା କହିଛନ୍ତି। ଶ୍ରୀଯୁକ୍ତ ସାମଲ କହିଛନ୍ତି ଯେ ଠକେଇର ଶିକାର ହୋଇଥିବା ଲୋକଙ୍କୁ କ୍ଷତିପୂରଣ ଦେବା ପ୍ରକ୍ରିୟା ଉପରେ ଦଳ ସକ୍ରିୟ ଭାବରେ ବିଚାର କରୁଛି। ଖୁବଶୀଘ୍ର ଏକ ନୀତିଗତ ନିଷ୍ପତ୍ତି ନିଆଯିବ, ଯାହା ପ୍ରକ୍ରିୟା ଆରମ୍ଭ କରିବ ବୋଲି ସେ କହିଛନ୍ତି। କମିଶନଙ୍କ ରିପୋର୍ଟକୁ କିପରି ସାର୍ବଜନୀନ କରାଯିବ…

Read More