ଆରମ୍ଭ ହେଲା + ୨ ପ୍ରଥମ ବର୍ଷ ଶିକ୍ଷାର୍ଥୀଙ୍କ କଲେଜ ବଦଳି ଆବେଦନ ପ୍ରକ୍ରିୟା

ଆଜିଠୁ ଆରମ୍ଭ ହୋଇଛି + ୨ ପ୍ରଥମ ବର୍ଷ ଶିକ୍ଷାର୍ଥୀଙ୍କ କଲେଜ ବଦଳି ଆବେଦନ ପ୍ରକ୍ରିୟା। ଯାହା ୨୮ ତାରିଖ ଯାଏ ଚାଲିବ । ସାମ୍ସ ପୋର୍ଟାଲ୍ ରେ ଆବେଦନ କରିପାରିବେ ଛାତ୍ରଛାତ୍ରୀ । ୩୦ ତାରିଖରେ କଲେଜ ସ୍ତରରେ ସମସ୍ତ ଆବେଦନର ଯାଞ୍ଚ ହେବ । ସାମ୍ସ ଜିଲ୍ଲା ନୋଡାଲ ଅଧିକାରୀ ୨୦୨୫ ଜାନୁଆରୀ ୨ ତାରିଖ ମଧ୍ୟରେ ଯାଞ୍ଚ ପ୍ରକ୍ରିୟା ଶେଷ କରିବେ । ଜାନୁଆରୀ ୩ରେ ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟରେ ସମସ୍ତ…

Read More

ଏଣିକି ନୂଆବର୍ଷରୁ ମିଳିବ ମାସିକିଆ ରାସନ

ଏଣିକି ଆସନ୍ତା ଜାନୁଆରୀ ମାସରୁ ମାସିକିଆ ରାସନ ପ୍ରଦାନ କରାଯିବ । ପ୍ରତ୍ୟେକ ମାସର ରାସନ ପୂର୍ବ ମାସର ଶେଷ ସପ୍ତାହ ସୁଦ୍ଧା ପ୍ରଦାନ କରାଗଲେ ହିତାଧିକାରୀମାନେ ଉପକୃତ ହୋଇପାରିବେ ବୋଲି ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର କହିଛନ୍ତି । ସ୍ଥଳ ବିଶେଷରେ ଆବଶ୍ୟକତାକୁ ଦୃଷ୍ଟିରେ ରଖି ଦୁଇ ମାସିଆ ରାସନ ମଧ୍ୟ ପ୍ରଦାନ କରାଯିବ । ଏଥି ନିମନ୍ତେ ଡିଲରମାନେ ଠିକଣା ସମୟରେ ସାଧାରଣ ବଣ୍ଟନ ସାମଗ୍ରୀ ଉଠାଣ କରିବା…

Read More

ଆନନ୍ଦବଜାରରେ ଲାଗୁ ହେବ ଡ୍ରେସ୍‌କୋଡ୍‌

ଏଣିକି ଆନନ୍ଦବଜାର ପାଇଁ ଲାଗୁ ହେବ ଡ୍ରେସ୍‌କୋଡ୍‌ । ମହାପ୍ରସାଦ ବିକ୍ରି କରୁଥିବା ସୁପକାରଙ୍କ ସହାୟକମାନେ ପିନ୍ଧିବେ ଗେରୁଆ ରଙ୍ଗର ପୋଷାକ । ଶ୍ରୀମନ୍ଦିର ପ୍ରଶାସନର ସ୍ୱୀକୃତି ମିଳିବା ପରେ ସୁଆ ମହାସୁଆର ନିଯୋଗ ଆନନ୍ଦଜାର କ୍ଷେତ୍ରରେ ଏହି ବ୍ୟବସ୍ଥା ଲାଗୁ କରାଯାଇଛି । ଆସନ୍ତା ୨୫ ତାରିଖକୁ ଏହି ନିୟମ ଲାଗୁ ହେବ ଏବଂ ଗେରୁଆ ରଙ୍ଗର ପୋଷାକ ପିନ୍ଧି ଆନନ୍ଦ ବଜାର ଆସିବେ । ସେପଟେ ଆନନ୍ଦବଜାରରେ ଶୃଙ୍ଖଳା ଆଣିବା ପାଇଁ ଏକ ଅନୁଧ୍ୟାନ…

Read More

ଟ୍ୟାଙ୍କରେ ବୋମା ବିସ୍ଫୋରଣ; ଓଡ଼ିଆ ଯବାନ ସହିଦ୍

ଫାୟାରିଙ୍ଗ ଅଭ୍ୟାସ ବେଳେ ହଠାତ୍‌ ଟ୍ୟାଙ୍କରେ ବୋମା ବିସ୍ଫୋରଣ ହେବ ଫଳରେ ଜଣେ ଓଡ଼ିଆ ଯବାନ ସହିଦ୍ ହୋଇଥିବା ଖବର ଜଣାପଡିଛି। ସେ ହେଉଛନ୍ତି କୋରାପୁଟ ଜିଲ୍ଲା ବୈପାରିଗୁଡା ଥାନା ବୋଡାଗୁଡା ଗାଁର ଯବାନ ଈଶ୍ବର ତଲିଆ। ଜମ୍ମୁରେ କାର୍ଯ୍ୟରତ ୪୬ ଆର୍ମୀ ଆରମୋଡ୍ ରେଜିମେଣ୍ଟ ଈଶ୍ୱର ତଲିଆଙ୍କ ଫାୟାରିଙ୍ଗ ବେଳେ ଟ୍ୟାଙ୍କରେ ବୋମା ବିସ୍ଫୋରଣ ହୋଇ ସହିଦ୍ ହୋଇଯାଇଛନ୍ତି ।ରାଜସ୍ଥାନର ଫକରନ୍ ରେଞ୍ଜରେ ଫାୟାରିଙ୍ଗ ଅଭ୍ୟାସ କରିବା ପାଇଁ ଯାଇଥିଲେ । ଅଭ୍ୟାସ ବେଳେ ହଠାତ…

Read More

ଜଗାଙ୍କ ଦର୍ଶନ ପାଇଁ ନୂଆଵର୍ଷରୁ ନୂଆ ସୁବିଧା

ନୂଆବର୍ଷରୁ ଜଗାଙ୍କୁ ଦର୍ଶନକୁ ଦେଖିବା ଆହୁରି ହେବ ସହଜ, ଯେଉଁ କାରଣରୁ ଶ୍ରୀମନ୍ଦିରରେ ନୂଆବର୍ଷରୁ ନୂଆ ଦର୍ଶନ ବ୍ୟବସ୍ଥା ଲାଗୁ କରାଯିବ, ଅର୍ଥାତ ନୂଆବର୍ଷରୁ ନାଟମଣ୍ଡପରେ ନୂଆ ଦର୍ଶନ ବ୍ୟବସ୍ଥା ହେବ । ଏନେଇ ଗୁରୁବାର ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀଙ୍କ ପକ୍ଷରୁ ସୂଚନା ମିଳିଛି । ସ୍ୱତନ୍ତ୍ର ବ୍ୟାରିକେଡ୍‌ ଯୋଗେ ନୂଆବର୍ଷରୁ ଶ୍ରୀଜୀଉଙ୍କ ଦର୍ଶନ କରିବେ ଶ୍ରଦ୍ଧାଳୁ। ଏନେଇ ଓବିସିସି କର୍ତ୍ତୃପକ୍ଷଙ୍କ ସହ ଆଲୋଚନା କରାଯାଇଛି।ଶ୍ରୀମନ୍ଦିରରେ ବିଶୃଙ୍ଖଳିତ ଆଚରଣ କଲେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ…

Read More

ବିଜେପି ସାଂସଦ ପ୍ରତାପ ଷଡ଼ଙ୍ଗୀ

ସଂସଦ ଭିତରେ ଶିଡ଼ିରୁ ପଡ଼ିଯାଇ ଆହତ ହୋଇଛନ୍ତି ବାଲେଶ୍ଵରର ବିଜେପି ସାଂସଦ ପ୍ରତାପ ଷଡ଼ଙ୍ଗୀ। ତେବେ ରାହୁଲ ଗାନ୍ଧୀ ତାଙ୍କୁ ଧକ୍କା ମାରି ଠେଲି ଦେଇଥିବା କହିଛନ୍ତି ପ୍ରତାପ। ଗଣମାଧ୍ୟମ ଆଗରେ ପ୍ରତାପ ଏହି ମନ୍ତବ୍ୟ ଦେବା ପରେ କଂଗ୍ରେସ ସାଂସଦ ରାହୁଲଙ୍କ ଆଚରଣ ନେଇ ଏବେ ପ୍ରଶ୍ନ ଉଠିଛି। ଗୁରୁବାର ସଂସଦ ଭିତରେ ପ୍ରତାପ ଶିଡ଼ିରେ ଯାଉଥିବାବେଳେ ହଠାତ ତଳେ ପଡ଼ିଯାଇଥିଲେ। ତୁରନ୍ତ ତାଙ୍କୁ ଉଦ୍ଧାର କରାଯାଇ ବାହାରକୁ ଅଣାଯାଇଥିଲା। ପ୍ରତାପଙ୍କ ମୁଣ୍ଡ ଫାଟିଯାଇଥିବାବେଳେ ରକ୍ତସ୍ରାବ…

Read More

ଚାକିରୀ କରାଇଦେବା ନାଁରେ ଠକିନେଲେ ୨ କୋଟି, ଏବେ ପୋଲିସ କବ୍ଜାରେ

ଚାକିରୀ କରାଇଦେବା ନାଁରେ ଲୋକଙ୍କୁ ଠକିନେଲେ ୨ କୋଟି। ଏଭଳି ଅଭିଯୋଗରେ କଟକ ବିଡ଼ାନାସୀ ଜଣେ ଠକକୁ ଗିରଫ କରିଛି। ଅଭିଯୁକ୍ତ ଜଣଙ୍କ ହେଉଛନ୍ତି ବିଡ଼ାନାସୀ ସୁଭଦ୍ରା ନଗର ଅଞ୍ଚଳର ଡାନିଏଲ୍ ରାଜ୍। ପଞ୍ଚାୟତିରାଜ ବିଭାଗର ବରିଷ୍ଠ ଆଇଏଏସ୍‌ ଅଧିକାରୀ ପରିଚୟରେ ଜଣେ ମହିଳା ନିଜ ଗ୍ୟାଙ୍ଗ ମାଧ୍ୟମରେ ରାଜ୍ୟରୁ ୨ କୋଟିରୁ ଅଧିକ ଟଙ୍କା ଠକି ନେଇଛନ୍ତି। Asଏହି ମାମଲାରେ ନକଲି ମହିଳା ଆଇଏଏସ୍ ଅଧିକାରୀ ଓ ତା’ର ଅନ୍ୟ ସହଯୋଗୀ ଫେରାର ହୋଇଯାଇଛନ୍ତି। ଆଇଏଏସ୍‌…

Read More

ଆସନ୍ତା ୨୧ ତାରିଖ ଯାଏ ରାଜ୍ୟରେ ବର୍ଷା

ରାଜ୍ୟରେ ଆସନ୍ତା ୨୧ ତାରିଖ ଯାଏ ବର୍ଷା ସମ୍ଭାବନା ରହିଛି । ଗୁରୁବାର ଉପକୂଳ ଓଡ଼ିଶା ଏବଂ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ୨୦ ଓ ୨୧ ତାରିଖରେ ମଧ୍ୟ ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତା ତିନି ଦିନ ଯାଏ ପୂରା ରାଜ୍ୟରେ ଦିନବେଳା ପାଗ କୋହଲା ରହିବ ବୋଲି ପାଣିପାଗ ବିଭାଗ ଏଭଳି ପୂର୍ବାନୁମାନ କରିଛି । ଗୁରୁବାର କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଜପତି,…

Read More

ପ୍ରଦୀପ ପାଣିଗ୍ରାହୀଙ୍କୁ ଆଶ୍ବସ୍ତି, ଏତଲାରୁ ଅନ୍ୟ ୩ଜଣ ଓହରିଲେ

ବ୍ରହ୍ମପୁର ଏମ୍‌ପି ପ୍ରଦୀପ ପାଣିଗ୍ରାହୀଙ୍କୁ ଆଶ୍ବସ୍ତି । ଟାଟା ମୋଟର୍ସରେ ଚାକିରି ନାଁରେ ହୋଇଥିବା ଠକେଇ ମାମଲାରେ ପ୍ରଦୀପ ପାଣିଗ୍ରାହୀଙ୍କ ନାଁରେ କରାଯାଇଥିବା ଏତଲାରୁ ଅନ୍ୟ ୩ ଜଣ ଓହରିଛନ୍ତି। ପ୍ରଦୀପ କୌଣସି ଟଙ୍କା ନେଇ ନଥିବା ବ୍ରହ୍ମପୁର ଜେଏମ୍‌ଏଫ୍‌ସି କୋର୍ଟରେ ଏମାନେ କହିଛନ୍ତି। ପୂର୍ବରୁ ଆଉ ୨ ଜଣ ଏତଲାକାରୀ ଲକ୍ଷ୍ମୀଧର ନାୟକ ଓ ପ୍ରଭାତ କୁମାର ନାୟକ କହିଥିଲେ ପ୍ରଦୀପଙ୍କୁ କୌଣସି ପ୍ରକାର ଅର୍ଥ ନେଣଦେଣ ହୋଇନି। ଅର୍ଥାତ ସମସ୍ତ ୫ ଅଭିଯୋଗକାରୀ ଏବେ…

Read More

ଫେବୃଆରୀ ୧୮ରୁ +୨ ପରୀକ୍ଷା

ଫେବୃଆରୀ ୧୮ ରୁ +୨ ପରୀକ୍ଷା ଆରମ୍ଭ ହୋଇ ମାର୍ଚ୍ଚ ୨୭ ଯାଏ ଚାଲିବ ଯୁକ୍ତ ଦୁଇ ପରୀକ୍ଷା।। ରାଜ୍ୟର ୧୨୬୮ ପରୀକ୍ଷା କେନ୍ଦ୍ର ରେ ଅନୁଷ୍ଠିତ ହେବ ପରୀକ୍ଷା । ୮ ଟି ଉପ କେନ୍ଦ୍ରରେ ପରୀକ୍ଷା ଅନୁଷ୍ଠିତ ହେବ । ଏ ନେଇ ବିଜ୍ଞପ୍ତି ଜାରି ହୋଇଛି । ୪୮୫ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ମଧ୍ୟ ଯୁକ୍ତ ଦୁଇ ପରୀକ୍ଷା ଅନୁଷ୍ଠିତ ହେବ ପୂର୍ବାହ୍ନ ୧୦ଟାରୁ ପରୀକ୍ଷା ଆରମ୍ଭ ହୋଇ ଅପରାହ୍ନ ୧ରେ ଶେଷ…

Read More