ଓଡ଼ିଆରେ ରାଜ୍ୟସଭା ସାଂସଦ ଭାବେ ଶପଥ ନେଲେ ସୁଜିତ କୁମାର

ଆଜି ଓଡିଶାର ରାଜ୍ୟସଭା ସାଂସଦ ଭାବେ ଶପଥ ନେଇଛନ୍ତି ସୁଜିତ କୁମାର। ସୁଜିତ କୁମାର ଓଡିଆରେ ଶପଥ ଗ୍ରହଣ କରିଥିଲେ। ଆଜି ରାଜ୍ୟସଭା ଆରମ୍ଭ ହେବା ପରେ ଶୋକସଭା ଆଗତ କରାଯାଇଥିଲା। ଏହାପରେ ଯେଉଁମାନେ ନିର୍ବାଚତ ହୋଇ ରାଜ୍ୟସଭାକୁ ଆସିଛନ୍ତି। ସେମାନଙ୍କର ଶପଥ କରାଯାଇଥିଲା। ଶପଥ ଶେଷ ହେବା ପରେ ସେ ଜୟ ଜଗନ୍ନାଥ କହିଥିଲେ।ସୁଜିତ କୁମାର ବିଜେଡିରୁ ରାଜ୍ୟସଭା ସାଂସଦ ଭାବେ ପ୍ରତିନିଧିତ୍ବ କରୁଥିଲେ। ଏହାପରେ ସେ ବିଜେଡି ଓ ରାଜ୍ୟସଭା ପଦରୁ ଇସ୍ତଫା ଦେଇ…

Read More

ଏବେ ମିଳିବନି ‘ସୁଭଦ୍ରା’ ଚତୁର୍ଥ ପର୍ଯ୍ୟାୟ କିସ୍ତି; କ’ଣ କହିଲେ ଉପମୁଖ୍ୟମନ୍ତ୍ରୀ ଜାଣନ୍ତୁ…

‘ସୁଭଦ୍ରା’ ଚତୁର୍ଥ ପର୍ଯ୍ୟାୟ କିସ୍ତି ନେଇ ଉପମୁଖ୍ୟମନ୍ତ୍ରୀଙ୍କ ମନ୍ତବ୍ୟ ଦେଇ କହିଛନ୍ତି ଯେ ବର୍ତ୍ତମାନ ପାଇଁ ଚତୁର୍ଥ ପର୍ଯ୍ୟାୟ କିସ୍ତି ପ୍ରଦାନକୁ ସ୍ଥଗିତ ରଖାଯାଇଛି। ଯାଞ୍ଚ ପ୍ରକ୍ରିୟା ଚାଲିଥିବାରୁ ଚତୁର୍ଥ ପର୍ଯ୍ୟାୟ ସ୍ଥଗିତ ରହିଛି । ସବୁ ପ୍ରକାର ଯାଞ୍ଚ ସରିଲେ, ଚତୁର୍ଥ ପର୍ଯ୍ୟାୟ ଟଙ୍କା ପ୍ରଦାନ କରାଯିବ ବୋଲି କହିଛନ୍ତି ଉପ-ମୁଖ୍ୟମନ୍ତ୍ରୀ। ୩୦ ତାରିଖ ସୁଦ୍ଧା ସବୁ ପ୍ରକାର ଯାଞ୍ଚ ସରିବା ଆଶା ରହିଛି ବୋଲି କହିଛନ୍ତି। ତେବେ ଚଳିତ ମାସ ଡିସେମ୍ବର ୨୫ ତାରିଖରେ…

Read More

ରାଜଧାନୀ ରାଜରାସ୍ତାରେ ଗର୍ଜିଲେ ଅଙ୍ଗନବାଡି କର୍ମୀ

ଗାନ୍ଧୀ ମାର୍ଗରେ ଗର୍ଜିଲେ ସାରା ରାଜ୍ୟର ଅଙ୍ଗନବାଡି କର୍ମୀ । ବିଭିନ୍ନ ଦଫା ଦାବି ନେଇ ଲୋୟର ପିଏମଜିରେ ବିକ୍ଷୋଭ ପ୍ରଦର୍ଶନ କରୁଛନ୍ତି ଅଙ୍ଗନବାଡି କର୍ମୀ । ମାସିକ ଦରମା ୧୦ ହଜାର ଟଙ୍କାରୁ ବୃଦ୍ଧି କରି ୧୮ ହଜାର ଟଙ୍କା ମିଳିବା, ପିଲାଙ୍କୁ ମିଳୁଥିବା ଖାଦ୍ୟର ଟଙ୍କା ବଢାଇବା, ପେନସନ ଲାଗୁ କରିବା ସହ ଅବସର ସମୟରେ ଆର୍ଥିକ ସହାୟତା ମିଳିବା ଭଳି ଦାବି ନେଇ ଗାନ୍ଧୀ ମାର୍ଗରେ ଏକତ୍ରିତ ହୋଇ ଆନ୍ଦୋଳନ କରୁଛନ୍ତି ସାରା…

Read More

ରାଜ୍ୟର ୩ କୋଟି ଲୋକଙ୍କୁ ମିଳିବ ସ୍ୱାସ୍ଥ୍ୟକାର୍ଡ

ରାଜ୍ୟର ୩ କୋଟି ଲୋକଙ୍କୁ ମିଳିବ ସ୍ୱାସ୍ଥ୍ୟକାର୍ଡ। ଆୟୁଷ୍ମାନ ଭାରତ ଓ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଖର୍ଚ୍ଚ ଆରମ୍ଭ ହୋଇଯାଇଛି । ଆଗକୁ ସ୍ୱାସ୍ଥ୍ୟକାର୍ଡ ପ୍ରଦାନ କରାଯିବ । ପୂର୍ବରୁ ଏହି ସ୍ୱାସ୍ଥ୍ୟକାର୍ଡରେ ମାତ୍ର ୯୫୬ ହସ୍ପିଟାଲରେ ଚିକିତ୍ସା ହେଉଥିଲା, ମାତ୍ର ଏବେ ସମଗ୍ର ଦେଶରେ ୨୭ ହଜାର ହସ୍ପିଟାଲରେ ଚିକିତ୍ସା ପାଇପାରିବେ । ଆଗାମୀ ୫ ବର୍ଷରେ ଆହୁରି ୨୪୦୦ ମେଡିକାଲ ସିଟ୍ ବୃଦ୍ଧି କରାଯିବ ବୋଲି ଗତକାଲି ଆୟୋଜିତ ‘ଭିଜନ୍ ଓଡ଼ିଶା ହେଲ୍ଥ…

Read More

ବନକର୍ମଚାରୀଙ୍କୁ ଗୁଳିମାଡ

ବନକର୍ମଚାରୀଙ୍କ ଉପରକୁ ଫୁଟିଲା ଗୁଳି। ହାତୀ ଦାନ୍ତ ଡିଲ୍ ରେ ସାମିଲ ମାଫିଆଙ୍କୁ ଧରିବାକୁ ବନ କର୍ମଚାରୀ ଯାଇଥିବା ବେଳେ ଏଭଳି ଘଟଣା ଘଟିଛି। ଏହି ଆକ୍ରମଣରେ ବନ ବିଭାଗ ଗାଡ଼ି କ୍ଷତିଗ୍ରସ୍ତ ହୋଇଥିବା ବେଳେ କୌଣସି କର୍ମଚାରୀ ଆହତ ହୋଇ ନ ଥିବା ଜଣାଯାଇଛି। ଏପରି ଏକ ଘଟଣା ରାୟଗଡ଼ା ଜିଲ୍ଲା ମୁନିଗୁଡା ରେଞ୍ଜ ଅଧୀନରେ ଘଟିଛି। ରାୟଗଡ଼ା ବନଖଣ୍ଡ ମୁନିଗୁଡା ରେଞ୍ଜ ମାଲିମୁଣ୍ଡା ଓ ଜାରପା ଗ୍ରାମର କିଛି ମାଫିଆ ହାତୀ ଦାନ୍ତ ବେପାର…

Read More

ଧନୁ ସଂକ୍ରାନ୍ତିରେ ଧନୁ ମୁଆଁର କ’ଣ ରହିଛି ବିଶେଷତ୍ୱ ?

ଆଜି ହେଉଛି ପବିତ୍ର ଧନୁ ସଂକ୍ରାନ୍ତି। ପୌଷ ମାସର ପ୍ରଥମ ଦିନକୁ ଆମେ ଧନୁ ସଂକ୍ରାନ୍ତି ଭାବେ ପାଳନ କରିଥାଉ। ଏହି ଦିବସଠାରୁ ପୁରୀ ଶ୍ରୀମନ୍ଦିରରେ ଶ୍ରୀଜଗନ୍ନାଥଙ୍କ ପହିଲି ଭୋଗ ଆରମ୍ଭ ହୋଇ ଉତ୍ତରାୟଣ ସଂକ୍ରାନ୍ତି ବା ମକର ସଂକ୍ରାନ୍ତି (ପ୍ରାୟତଃ ଜାନୁଆରୀ ୧୪ତାରିଖ) ପର୍ଯ୍ୟନ୍ତ ଚାଲିଥାଏ। ପ୍ରଭାତୀ କୀର୍ତ୍ତନ ବନ୍ଦ ରହେI ପୌଷ ମାସର ପବିତ୍ରତା ଯୋଗୁଁ ପୁଷ୍ୟାଭିଷେକ ଅନୁଷ୍ଠିତ ହୁଏ। ଏଥିସହ ଏହି ଦିନ ସୂର୍ଯ୍ୟ ଧନୁ ରାଶିରେ ପ୍ରବେଶ କରିଥାନ୍ତି। କୃଷିପ୍ରଧାନ ରାଜ୍ୟ…

Read More

IAS ଅନିମେଶ ପ୍ରଧାନଙ୍କୁ ମିଳିଲା ଓଡିଶା କ୍ୟାଡର

IAS ଅନିମେଶ ପ୍ରଧାନଙ୍କୁ ମିଳିଲା ଓଡିଶା କ୍ୟାଡର । ୟୁପିଏସସି ଦ୍ୱାରା ପରିଚାଳିତ ଭାରତୀୟ ପ୍ରଶାନିକ ସେବା ତଥା ୨୦୨୩ ସିଭିଲ ସର୍ଭିସ ପରୀକ୍ଷାରେ ଦ୍ବିତୀୟ ରାଙ୍କ ପାଇଥିଲେ ଅନିମେଶ । ଅନିମେଶଙ୍କ ସହ ଅନ୍ୟ ୮ ଜଣଙ୍କୁ ଓଡ଼ିଶା କ୍ୟାଡର୍‌ ମିଳିଛି । ତେବେ ସର୍ବ ଭାରତୀୟ ସ୍ତରରେ ଦ୍ଵିତୀୟ ସ୍ଥାନ ଅଧିକାର କରିବା ପରେ ଶିକ୍ଷା ଓ ସ୍ୱାସ୍ଥ୍ୟ କ୍ଷେତ୍ରରେ କାର୍ଯ୍ୟ କରିବାକୁ ରୁଚି ରଖିଥିବା କହିଥିଲେ ଅନିମେଶ । ସେହିପରି ୨୦୨୩ ସିଭିଲ…

Read More

ଜୟପୁରରେ ବିଭିନ୍ନ ବିକାଶମୂଳକ କାର୍ଯ୍ୟର ଲୋକାର୍ପଣ ଓ ଭିତ୍ତି ପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

କୋରାପୁଟ ଗସ୍ତରେ ଯାଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଜୟପୁର ଫୁଲବାଡଠାରେ ବିଭିନ୍ନ ବିକାଶମୂଳକ କାର୍ଯ୍ୟର ଲୋକାର୍ପଣ ଓ ଭିତ୍ତି ପ୍ରସ୍ତର ଦେଇଛନ୍ତି । ଜୟପୁର ସ୍ଥିତ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ନୁତନ କୋଠା, ସରକାରୀ ଆବାସୀକ ଗୃହ, ଏୟାରପୋର୍ଟର ନବ ନିର୍ମିତ ଟର୍ମିନାଲ କୋଠା ଲୋକାର୍ପଣ କରିଛନ୍ତି ।ଏହା ସହ ସରକାରୀ ସେବିକା ମହାବିଦ୍ୟାଳୟ କୋରାପୁଟ ଭିତ୍ତି ପ୍ରସ୍ତର ଦେଇଛନ୍ତି । ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ୭ ମହଲା ବିଶିଷ୍ଟ ନୁତନ କୋଠା ଲୋକାର୍ପଣ କରିଛନ୍ତି…

Read More

ଟ୍ରେନରୁ ଖସିପଡି ୨ମହିଳାଙ୍କ ମୃତ୍ୟୁ

ଟ୍ରେନ୍‌ରୁ ଖସିପଡ଼ି ଚାଲିଗଲା ୨ ଜଣ ମହିଳାଙ୍କ ଜୀବନ । ଏଭଳି ଅଭାବନୀୟ ଘଟଣା ଘଟିଛି ଗଞ୍ଜାମ ସୁରୋଳ ରେଳ ଷ୍ଟେସନ ନିକଟ ଟ୍ରାକ ନିକଟରରେ । ଦୁଇ ମୃତକ ହେଲେ ଚିକିଟି ପୀତାତଳି ଜଗନ୍ନାଥପୁର ଗାଁର ପ୍ରତିମା ଗୌଡ଼ ଓ ଝୁନୁ ଗୌଡ଼ । ପାଚିକା ସଂଘର ୧୦ ଜଣ ସଦସ୍ୟ ରାଲିରେ ଯୋଗଦେବା ପାଇଁ ଭୁବନେଶ୍ବର ଆସୁଥିଲେ । ସୁରୋଳ ଷ୍ଟେସନରେ ଚଳନ୍ତା ଟ୍ରେନରେ ଚଢ଼ୁଥିବା ବେଳେ ଅସାବଧାନତା ଯୋଗୁଁ ଖସିପଡିଥିଲେ ।ଯେଉଁଥିରେ ଉଭୟ…

Read More

୧୧ ମାସ ପରେ ଖୋଲିଲା ବିରଜା ହାଟ

ବହୁ ବାଦ ବିବାଦ ପରେ ଶେଷରେ ୧୧ ମାସ ପରେ ଖୋଲିଲା ଯାଜପୁର ବିରଜା ହାଟ । ଶାନ୍ତିଶୃଙ୍ଖଳା ଲାଗି ହାଟରେ ୨ ପ୍ଲାଟୁନ୍‌ ଫୋର୍ସ ମୁତୟନ କରାଯାଇଥିବା ସୂଚନା ମିଳିଛି । ୨୦୦ରୁ ଅଧିକ ଚାଷୀ ଓ ବ୍ୟବସାୟୀ ଆରମ୍ଭ କରିଛନ୍ତି ବେପାର । ଆଜି ପ୍ରଥମ ଦିନରେ ପୋଲିସ ଓ ମାଜିଷ୍ଟେଟଙ୍କ ଉପସ୍ଥିତିରେ ଖୋଲିଛି ବିରଜା ହାଟ।ହାଟ ବିବାଦ ସମାଧାନ ପାଇଁ କିଛି ଦିନ ତଳେ ବୈଠକ ବସିଥିଲା । ପୁରୁଣା ସ୍ଥାନ ବିରଜା…

Read More