ଯୁବତୀଙ୍କ ସହ ପ୍ରେମ ବ୍ୟାପାର କରି ଫସିଲେ ପୋଲିସ ବାବୁ

ଥାନା ପରିସରରେ ଯୁବତୀଙ୍କ ସହ ପ୍ରେମ ବ୍ୟାପାର କରି ଫସିଲେ ପୋଲିସ ବାବୁ । ଅସଞ୍ଜତ ଅବସ୍ଥାରେ ଧରିଲେ ପତ୍ନୀ । ଏଭଳି ସାଂଘାତିକ ଅଭିଯୋଗ ଆସିଛି କନ୍ଧମାଳ କୋଟଗଡ଼ ଥାନାର ଫାଣ୍ଡି ଅଧିକାରୀଙ୍କ ବିରୋଧରେ । ଅବସରର ମାତ୍ର ୨ ମାସ ପୂର୍ବରୁ ୧୯ ବର୍ଷୀୟ ଯୁବତୀଙ୍କୁ ପ୍ରେମ ଜାଲରେ ଫସାଇ ଥିଲେ ବାବୁ ଜଣଙ୍କ ।୩ ମାସ ଧରି ଫୋନରେ କଥା ହେବା ପରେ ଆରମ୍ଭ ହୋଇଯାଇଥିଲା ଶାରୀରିକ ସମ୍ପର୍କ । ଥାନା ପରିସରରେ…

Read More

ଭୁବନେଶ୍ବରରେ ନିର୍ମାଣ ହେବ ନୂଆ ସଡ଼କ

ସହରରେ ଜନସଂଖ୍ୟା ବଢୁଥିବାରୁ ଆବଶ୍ୟକତା ପୂରଣ ପାଇଁ ଗାଡ଼ି ଚଳାଚଳ ଓ ଟ୍ରାଫିକ ବ୍ୟବସ୍ଥାକୁ ଉପଯୋଗୀ ଓ ସହଜ କରିବା ଉପରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଗୁରୁତ୍ବାରୋପ କରିଛନ୍ତି । ଏଥିପାଇଁ ଭୁବନେଶ୍ବରରେ ଏକାଧିକ ସଡ଼କ, ଫ୍ଲାଇଓଭର, ରେଲ୍ ଓଭର ବ୍ରିଜ ଓ ରିଂ ରୋଡ ନିର୍ମାଣ ପାଇଁ ଯୋଜନା କରାଯାଇଛି ।ପୂର୍ତ୍ତ ବିଭାଗ ଏବଂ ଗୃହ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ସହର ପାଇଁ ବିଭିନ୍ନ ସଡ଼କ ପ୍ରକଳ୍ପ ଯୋଜନା ଉପରେ ମୁଖ୍ୟମନ୍ତ୍ରୀଙ୍କ ନିକଟରେ…

Read More

ରାଜ୍ୟରେ ଝିପିଝିପି ବର୍ଷା

ପଶ୍ଚିମାଝଡ଼ ପ୍ରଭାବରେ ରାଜ୍ୟରେ ଦୁଇ ଦିନ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ। ୮ ଓ ୯ ତାରିଖରେ ଓଡ଼ିଶାର କେତେକ ସ୍ଥାନରେ ବର୍ଷା ସମ୍ଭାବନା ନେଇ ଆକଳନ କରାଯାଇଥିଲା। ଏନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଥିଲା।ତେବେ ଆସନ୍ତା ୧୦ ତାରିଖରୁ ପୁଣି ଶୁଖିଲା ପାଗ ଅନୁଭୂତ ହେବ ବୋଲି ବି କୁହାଯାଇଥିଲା। କିନ୍ତୁ ତାହା ହୋଇନି। ଏଣେ ସକାଳେ କେତେକ ସ୍ଥାନରେ ଝିପିଝିପି ବର୍ଷା ପରିଲକ୍ଷିତ ହୋଇଛି।

Read More

ଓଡିଶା ଆସିବେ ପ୍ରଧାନମନ୍ତ୍ରୀ, ରାଷ୍ଟ୍ରପତି

ଜାନୁଆରୀ ୮ରୁ ୧୦ ତାରିଖ ତିନିଦିନ ଧରି ଭୁବନେଶ୍ୱରରେ ଅଷ୍ଟାଦଶ ପ୍ରବାସୀ ଭାରତୀୟ ଦିବସ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ଏଥିପାଇଁ ଭୁବନେଶ୍ୱରକୁ ଆକର୍ଷଣୀୟ ରୂପ ଦେବାକୁ ପ୍ରସ୍ତୁତି ଚାଲିଛି। କାର୍ଯ୍ୟକ୍ରମକୁ ଅତ୍ୟନ୍ତ ସଫଳ କରିବା ନିମନ୍ତେ ରାଜ୍ୟ ସରକାର ଜୋରସୋର ପ୍ରସ୍ତୁତି ଚଳାଇଛନ୍ତି।ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହାର ପ୍ରସ୍ତୁତି ସମୀକ୍ଷା କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ୨୦୦୩ରୁ ଆରମ୍ଭ ହୋଇଥିବା ଏହି ପ୍ରବାସୀ ଭାରତୀୟ ଦିବସ ପ୍ରଥମ ଥର ପାଇଁ ଓଡ଼ିଶାରେ ଅନୁଷ୍ଠିତ ହେଉଛି।…

Read More

ଝାଡ଼ଖଣ୍ଡରେ ବୁଲୁଛି ବାଘୁଣୀ ‘ଜିନ୍ନତ’

ରବିବାରଠାରୁ ଶିମିଳିପାଳ ପାର ହୋଇ ଝାଡ଼ଖଣ୍ଡ ଜଙ୍ଗଲରେ ବୁଲୁଥିବା ନେଇ ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ କ୍ଷେତ୍ର ନିର୍ଦ୍ଦେଶକ ତଥା ଆଞ୍ଚଳିକ ମୁଖ୍ୟ ବନ ସଂରକ୍ଷକ ଡଃ ପ୍ରକାଶ ଚାନ୍ଦ ଗୋଗିନେନି ସୂଚନା ଦେଇଛନ୍ତି। ରବିବାର ରାତିରେ ଜିନ୍ନତ ବାଙ୍ଗିରିପୋଷି ରେଞ୍ଜ ଅଧିନ ଯୋକା ଅଞ୍ଚଳ ଦେଇ ଓଡ଼ିଶା ସୀମା ପାର କରି ଝାଡ଼ଖଣ୍ଡ ଜଙ୍ଗଲରେ ପ୍ରବେଶ କରିଛି। ତେବେ ଅନୁଧ୍ୟାନକାରୀ ଟିମ୍‌ ଜିନ୍ନତକୁ ପୁଣି ଶିମିଳିପାଳକୁ ଫେରାଇ ଆଣିବା ପାଇଁ ତା’ ପଛେ ପଛେ ରହିଛନ୍ତି।…

Read More

ବଢିବ ଶୀତର ପ୍ରକୋପ

ରାଜ୍ୟରେ ଏବେ ଶୀତର ପରିମାଣ ଟିକିଏ ବୃଦ୍ଧି ପାଇଛି । ଏହାଭିତରେ ୧୦ଟି ଜିଲ୍ଲା ପାଇଁ ଆଲର୍ଟ ଜାରୀ କରିଛି ପାଣିପାଗ ବିଭାଗ । ରାଜ୍ୟରବିଭିନ୍ନ ସ୍ଥାନରେ କୋହଲା ପାଗ ସହ ଝିପିଝିପି ବର୍ଷା ହେବା ନେଇ ଆକଳନ କରିଛି ଆଇଏମଡି । ଫଳରେ ତାପମାତ୍ରାରେ ମଧ୍ୟ ପରିବର୍ତ୍ତନ ହେବ । ଏହି ବର୍ଷାଯୋଗୁଁ ରାଜ୍ୟରେ ତାପମାତ୍ରା ୨-୩ ଡିଗ୍ରୀ ବୃଦ୍ଧି ପାଇବ ବୋଲି ଅନୁମାନ କରାଯାଉଛି ।

Read More

କେନ୍ଦ୍ରୀୟ ଡେପୁଟେସନ୍‌ରେ ଯିବେ ଆଇପିଏସ୍‌ ଡିଏସ୍‌ କୁଟ୍ଟେ

କେନ୍ଦ୍ର ସରକାରଙ୍କ ପକ୍ଷରୁ ଓଡ଼ିଶା ମୁଖ୍ୟ ଶାସନ ସଚିବଙ୍କୁ ଚିଠି ହୋଇଛି । ଓଡ଼ିଶା ୧୯୯୭ ବ୍ୟାଚ୍‌ର ଆଇପିଏସ୍‌ ଅଧିକାରୀ ଡିଏସ୍‌ କୁଟ୍ଟେ ‌ଏବେ ରାଜ୍ୟ ସରକାରଙ୍କ ଗୃହ ବିଭାଗରେ ଓଏସ୍‌ଡି ପଦବିରେ ଅଛନ୍ତି। ତାଙ୍କୁ ବିଏସ୍‌ଏଫ୍‌ ଆଇଜି ଭାବେ ମୁତୟନ କରାଯିବା ନେଇ କେନ୍ଦ୍ର ସରକାର ଚିଠି କରିଛନ୍ତି । ସେ ୨୦୨୮ ମସିହାରେ ଅବସର ଅଥବା ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ଏହି ପଦବିରେ ରହିବେ ବୋଲି କୁହାଯାଇଛି । ସୂଚନାଯୋଗ୍ୟ, ଗତ ସାଧାରଣ ନିର୍ବାଚନ…

Read More

ଆସୁଛି ଆଉ ଏକ ଘୂର୍ଣ୍ଣିବଳୟ

ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଆହୁରି ଘନୀଭୂତ ହେବ। ୧୨ ତାରିଖରୁ ଏହା ଶ୍ରୀଲଙ୍କା ଉପକୂଳ ଛୁଇଁପାରେ। ୧୪ ରେ ଦକ୍ଷିଣ ପୂର୍ବ ବଙ୍ଗୋପାଗର ଓ ଦକ୍ଷିଣ ଆଣ୍ତାମାନ ସାଗରରେ ଲଘୁଚାପ ରୂପ ନେବ। ୨୪ ଘଣ୍ଟାରେ ଏହା ଅବପାତ ରୂପ ନେଇ ଶ୍ରୀଲଙ୍କା ଓ ଦକ୍ଷିଣ ତାମିଲନାଡୁକୁ ମୁହାଁଇପାରେ ବୋଲି ସେ କହିଛନ୍ତି। ପଶ୍ଚିମାବାୟୁ ପ୍ରଭାବରେ ଏବେ ରାତି ତାପମାତ୍ରା ଅଧିକ ରହୁଛି। ପଶ୍ଚିମାବାୟୁ ପ୍ରଭାବରେ ଆଜି ଓ ଆସନ୍ତାକାଲି କିଛି ସ୍ଥାନରେ…

Read More

ମାଓବାଦୀଙ୍କ ଅସ୍ତ୍ର ତିଆରି କାରଖାନା ଠାବ

ମାଓବାଦୀଙ୍କ ଅସ୍ତ୍ର ତିଆରି କାରଖାନା ଠାବ । ନାରାୟଣପୁର ଜିଲ୍ଳା କୋହକମେଟା ଜଙ୍ଗଲରୁ ଠାବ ହୋଇଥିବା ସୂଚନା ମିଳିଛି । ବନ୍ଧୁକ ତିଆରି ଯନ୍ତ୍ରପାତି ଓ ଅନ୍ୟାନ୍ୟ ସାମଗ୍ରୀ ଜବତ ହୋଇଛି । ନାରାୟଣପୁର ଡିଆରଜି ଓ ବିଏସଏଫ୍ ଯବାନଙ୍କ ମିଳିତ ଅପରେସନ ଦ୍ୱାରା ଏହି ଅପରେସନ୍ ସଫଳ ହୋଇପାରିଛି । ସୂଚନାରୁ ପ୍ରକାଶ ଘଞ୍ଚ ଜଙ୍ଗଲ ଭିତରେ ବିଭିନ୍ନ ସରଞ୍ଜାମ ଯୋଗାଡ଼ କରି ଅସ୍ତ୍ରଶସ୍ତ୍ର ତିଆରି କରୁଥିଲେ ମାଓବାଦୀ । ୱେଲ୍ଡିଂ ଗ୍ୟାସ୍, ଗ୍ୟାସ୍ ସିଲିଣ୍ଡର…

Read More

ଶୀତରୁ ରକ୍ଷା ପାଇଁ ମହାପ୍ରଭୁ ପିନ୍ଧିବେ ଶୀତ ବସ୍ତ୍ର

ଆଜି ଶ୍ରୀମନ୍ଦିରରେ ଓଡଣ ଷଷ୍ଠୀ । ଶ୍ରୀଜିଉଙ୍କ ହେବ ଘୋଡଲାଗି ବେଶ । ଗତକାଲି ପଞ୍ଚମୀ ତିଥିରେ ମହାପ୍ରଭୁଙ୍କ ରାତ୍ର ଚନ୍ଦନ ଲାଗି ବଢ଼ିବା ପରେ ପତନୀ,ଘୋଡ଼, ଖଣ୍ଡୁଆ ଘୋଡ଼, ପାଗ, ମଦନ ମୋହନଙ୍କୁ କବର, ବିମଳା, ଶ୍ରୀଦେବୀ ଓ ଭୂଦେବୀଙ୍କ ଘୋଡ଼ ଭୋଗମଣ୍ଡପ ଘରେ ଅଧିବାସ କରାଯାଇଥିଲା । ଏହା ପୂର୍ବରୁ ଭୋଗମଣ୍ଡପ ଘର ଧୋପଖାଳ ହୋଇ ଚାନ୍ଦୁଆ ବନ୍ଧାଯାଇଥିଲା । ବଡ଼ସିଂହାର ଭୋଗ ସରି ଠାକୁରମାନଙ୍କ ମଇଲମ ବଢିବା ପରେ ମହାସ୍ନାନ ବଢ଼ିଥିଲା । …

Read More