ଖୁବଶୀଘ୍ର ଗଞ୍ଜାମ ଏବଂ ଢେଙ୍କାନାଳରେ ଖୋଲିବ ଆୟୁଷ ହସପିଟାଲ

ଓଡିଶାର ଗଞ୍ଜାମ ଏବଂ ଢେଙ୍କାନାଳ ଜିଲାରେ ଖୁବ ଶୀଘ୍ର ଆୟୁଷ ଡାକ୍ତରଖାନା ଆରମ୍ଭ ହେବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ ପୁରୀରେ ଗୋପାବନ୍ଧୁ ଆୟୁର୍ବେଦ ମହାବିଦ୍ୟାଳୟଠାରେ ଏକ ସମାବେଶକୁ ସମ୍ବୋଧିତ କରି ସେ ଆୟୁର୍ବେଦିକ ସୁବିଧା ସମ୍ପ୍ରସାରଣ ଘୋଷଣା କରିଥିଲେ ଏବଂ ଦୁଇଟି ନୂତନ ଆୟୁଷ ଡାକ୍ତରଖାନା ଉଦଘାଟନ ସମ୍ପର୍କରେ ସୂଚନା ଦେଇଥିଲେ।

Read More

ସାରାଦେଶ ଦେଖିବ ନୌସେନାର ପରାକ୍ରମ

ପ୍ରତିବର୍ଷ ଡିସେମ୍ବର ୪ ତାରିଖ ଦିନ ଏହି ଦିବସ ପାଳନ କରାଯାଏ । ଯେଉଁଥିରେ ନୌସେନା ଯବାନ ନିଜ ପରାକ୍ରମ ଜନସାଧାରଣଙ୍କୁ ଦେଖେଇବାର ସୁଯୋଗ ପାଆନ୍ତି ।୧୧୯୭୧ ମସିହା ଭାରତ-ପାକିସ୍ତାନ ଯୁଦ୍ଧରେ ନୌସେନାର ଗୁରୁତ୍ୱପୂର୍ଣ୍ଣ ଭୂମିକା ଥିଲା । ଯୁଦ୍ଧରେ ଶତ୍ରୁ ରାଷ୍ଟ୍ରକୁ ମାତ୍ ଦେବା ଲାଗି ଅପରେଶନ୍ ଟ୍ରାଇଡେଣ୍ଟ କରାଯାଇଥିଲା । ଯେଉଁଥିରେ ବୀର ଯବାନମାନେ ପାକିସ୍ତାନ ମୁଖ୍ୟ ପୋର୍ଟ ସିଟି କରାଚୀ ଉପରେ ଆକ୍ରମଣ କରିଥିଲେ । ଯାହା ସଫଳ ମଧ୍ୟ ହୋଇଥିଲା ।…

Read More

ମହାପ୍ରଭୁଙ୍କୁ ଦର୍ଶନ କରିବେ ରାଷ୍ଟ୍ରପତି

ଆଜି ପୁରୀ ଗସ୍ତ କରିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ପୁରୀ ଯାଇ ମହାପ୍ରଭୁଙ୍କ ଦର୍ଶନ କରିବେ । ଏହାପରେ ଗୋପବନ୍ଧୁ ଆୟୁର୍ବେଦ ମହାବିଦ୍ୟାଳୟ ଯିବାର କାର୍ଯ୍ୟକ୍ରମ ରହିଛି । ମହାବିଦ୍ୟାଳୟର ୭୫ତମ ବାର୍ଷିକ ଉତ୍ସବରେ ଯୋଗଦେବେ । ରାଜଭବନରେ କିଛି ସମୟ ବିଶ୍ରାମ ନେବେ ମହାମହିମ । ପରେ ଅପରାହ୍ନରେ ନୌସେନା ଦିବସ ସମାରୋହରେ ସାମିଲ ହେବେ । ବ୍ଲୁ ଫ୍ଲାଗ ବିଚରେ ନୌସେନାର ସମରାଭ୍ୟାସ ଦେଖିବେ । ସକାଳ ୯ଟାରେ ରାଜଭବନରୁ ବାହାରି ବିଜୁ…

Read More

ଥରିଲା ମାଲକାନଗିରି

ଆଜି ସକାଳୁ ମାଲକାନଗିରିରେ ଭୂକମ୍ପ ଝଟକା ଅନୁଭୂତ ହୋଇଛି । ସକାଳ 7ଟା 28 ମିନିଟରେ ଏହି ଭୂକମ୍ପ ହୋଇଥିବା ସୂଚନା ରହିଛି । ତେବେ ମାଲକାନଗିରି ସହିତ ଛତିଶଗଡ ଏବଂ ସୁକମା ବିଜାପୁରରେ ମଧ୍ୟ ଏହି ଝଟକା ଅନୁଭୂତ ହୋଇଛି । ତେବେ ମୃଦୁ ଭୂକମ୍ପ କାରଣରୁ କୌଣସି ପ୍ରକାରେ କ୍ଷୟକ୍ଷତି ହୋଇନଥିବା ସୂଚନା ରହିଛି । କିନ୍ତୁ ଏନେଇ ଆନୁଷ୍ଠନିକ ଭାବେ କୌଣସି ଘୋଷଣା କରାଯାଇ ନାହିଁ । ତେବେ ଓଡିଶା ଠାରୁ ଛତିଶଗଡରେ…

Read More

ଅଭିଯୋଗ ଶୁଣିଲେ ମୁଖ୍ୟମନ୍ତ୍ରୀ

ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ଅବସରରେ ଦିବ୍ୟାଙ୍ଗମାନେ ତାଙ୍କ ଘରକୁ ଆସିଥିବାରୁ ସେମାନଙ୍କୁ ମୁଖ୍ୟମନ୍ତ୍ରୀ ପ୍ରଥମେ ସମ୍ବର୍ଦ୍ଧିତ କରିଥିଲେ ଓ ପରେ ସେମାନଙ୍କ ସମସ୍ୟା ଶୁଣିଥିଲେ । ମୁଖ୍ୟମନ୍ତ୍ରୀଙ୍କ ଏଭଳି ସହୃଦୟତାପୂର୍ଣ୍ଣ ବ୍ୟବହାରରେ ଭାବପ୍ରବଣ ହୋଇଯାଇଥିଲେ ସମସ୍ତେ । ସେମାନଙ୍କ ମଧ୍ୟରେ ଥିଲେ କଟକ ବାଉଁଶଗଳିର ଦିବ୍ୟାଙ୍ଗ ଶେଖ୍ ରେହେମାନ। ସେ ଭୁବନେଶ୍ବରରୁ ନୂଆଦିଲ୍ଲୀ ପର୍ଯ୍ୟନ୍ତ ଏକ ତିନି-ଚକିଆ ସାଇକେଲରେ ଯାତ୍ରା ଆରମ୍ଭ କରୁଛନ୍ତି। ସେ ଆସିଥିଲେ ମୁଖ୍ୟମନ୍ତ୍ରୀଙ୍କ ପାଖରୁ ଶୁଭେଚ୍ଛା ପାଇ ତାଙ୍କର ଯାତ୍ରା ଆରମ୍ଭ କରିବାକୁ।…

Read More

ଓଡ଼ିଶାକୁ ମିଳିଲା ନୂଆ ରେଳ ପ୍ରକଳ୍ପ

ଓଡ଼ିଶାରେ ୮ଟି ନୂଆ ରେଳ ପ୍ରକଳ୍ପ ପାଇଁ କ୍ୟାବିନେଟ ଅନୁମୋଦନ ମିଳିଛି । ରାଜ୍ୟରେ ରେଳ ବିକାଶ କରିବା ପାଇଁ ମୋଟ ୭୩,୭୨୩ କୋଟି ଟଙ୍କାର ମଞ୍ଜୁରୀ ଦେଇଛନ୍ତି ସରକାର । ଏହି ତାଲିକାରେ ସର୍ବପ୍ରଥମେ ରହିଛି ରାୟଗଡ଼ା ରେଳ ପ୍ରକଳ୍ପ । ରେଳମଣ୍ଡଳ କାର୍ଯ୍ୟାଳୟ ନିର୍ମାଣ ପାଇଁ ମଧ୍ୟ ୧୦୭ କୋଟି ଟଙ୍କାର ଟେଣ୍ଡର ଆହ୍ୱାନ ହୋଇଛି ପୂର୍ବ ଭଳି ପୂର୍ବତଟ ରେଳପଥରେ ମୋଟ ୩ଟି ରେଳମଣ୍ଡଳ ରହିବ । ଓଡ଼ିଶାର ୫୯ଟି ଷ୍ଟେସନକୁ ପୁନର୍ବିକାଶ…

Read More

ଆସନ୍ତାକାଲି ଶିକ୍ଷାନୁଷ୍ଠାନ ବନ୍ଦ

ପୁରୀ : ଆସନ୍ତାକାଲି ପୁରୀ ବେଳାଭୂମିରେ ଶକ୍ତି ପ୍ରଦର୍ଶନ କରିବ ଭାରତୀୟ ନୌସେନା। ଏନେଇ ସବୁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ। ଏଥିପାଇଁ କାଲି ସବୁ ଶିକ୍ଷାନୁଷ୍ଠାନ ବନ୍ଦ ରହିବ। ପୁରୀ ପୌରପାଳିକାରେ ଆସନ୍ତାକାଲି ସବୁ ଶିକ୍ଷାନୁଷ୍ଠାନ ବନ୍ଦ ରହିବ। ଏନେଇ ସୂଚନା ଦେଇଛନ୍ତି ପୁରୀ ଜିଲାପାଳ ସିର୍ଦ୍ଧାଥ ଶଙ୍କର ସ୍ବାଇଁ।ନୌସେନା ଦିବସରେ ୧୫ଟି ଜାହାଜ, ୪୦ ଏୟାରକ୍ରାଫ୍ଟ ସାମିଲ ହେବେ ବୋଲି ଜଣାପଡିଛିି। ଏୟାରକ୍ରାଫ୍ଟ କ୍ୟାରିୟର ଅନ୍ୟତ୍ର ମୁତୟନ ଥିବାରୁ ଏଥିରେ ସାମିଲ ହୋଇପାରିବନି। ଯେଉଁଠି ଜନଗହଳି…

Read More

ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ କଲେ ଏକତା

ସାବରମତି ରିପୋର୍ଟ ଫିଲ୍ମ ପ୍ରଯୋଜିକା ଏକତା ଫିଲ୍ମ ଦେଖିବା ପାଇଁ ମୋହନଙ୍କୁ ନିମନ୍ତ୍ରଣ ଜଣାଇଛନ୍ତି। ଏହା ସହ ଫିଲ୍ମକୁ ରାଜ୍ୟ ସରକାର କରମୁକ୍ତ କରିଥିବାରୁ ଧନ୍ୟବାଦ ମଧ୍ୟ ଜଣାଇଛନ୍ତି।ବିକ୍ରାନ୍ତ ମେସିଙ୍କ ଫିଲ୍ମ ‘ସାବରମତି ରିପୋର୍ଟ’ ଏବେ ଚର୍ଚ୍ଚାରେ। ଗୋଦ୍ରା ଘଟଣା ଉପରେ ଆଧାରିତ ଏହି ଚଳଚ୍ଚିତ୍ର ଦର୍ଶକଙ୍କ ଠାରୁ ଜବରଦସ୍ତ ରେସ୍‌ପନ୍ସ ମିଳୁଛି। ଏହି ଚଳଚ୍ଚିତ୍ରରେ ବିକ୍ରାନ୍ତଙ୍କ କାର୍ଯ୍ୟକୁ ମଧ୍ୟ ପ୍ରଶଂସା କରାଯାଉଛି। ଗୋଟିଏ ପରେ ଗୋଟିଏ ଭାଜପା ଶାସିତ ରାଜ୍ୟ ସତ୍ୟ ଘଟଣା ଉପରେ ଆଧାରିତ…

Read More

ରାଷ୍ଟ୍ରପତିଙ୍କ ପାଇଁ ନୀଳାଦ୍ରି ବିହାରରେ କଡ଼ା ସୁରକ୍ଷା

ବିମାନବନ୍ଦରରେ ପହଞ୍ଚିଲା ପରେ  ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ରାଜ୍ୟପାଳ ରଘୁବର ଦାସ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ମୁଖ୍ୟ ଶାସନ ସଚିମ ମନୋଜ ଆହୁଜା, ଭୁବନେଶ୍ବର ମେୟର ସୁଲୋଚନା ଦାସ ସ୍ବାଗତ  କରିଥିଲେ। ଏହି ୫ଦିନିଆ ଗସ୍ତରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ ରାଷ୍ଟ୍ରପତି । ବିମାନବନ୍ଦରରୁ ସେ ସିଧାସଳଖ ନିଳାଦ୍ରୀବିହାର ଚନ୍ଦ୍ରଶେଖରପୁର ଠାରେ ପହଞ୍ଚିବେ ଏବଂ ସେଠାରେ ପଣ୍ଡିତ ରଘୁନାଥ ମୁର୍ମୁଙ୍କ ପ୍ରତିମୂର୍ତ୍ତୀ ଉନ୍ମୋଚନ କାର୍ଯ୍ୟକ୍ରମରେ ଯୋଗଦେବେ। କାର୍ଯ୍ୟକ୍ରମରେ ଯୋଗଦେଲା ପରେ ସନ୍ଧ୍ୟା ୬ଟା ୧୦ମିନିଟରେ ବାହାରି…

Read More

ରାଜ୍ୟରେ ଶୀତ ଲହରି ଜାରି

ରାଜ୍ୟରେ ଶୀତ ଲହରି ଜାରି ରହିଥିବାବେଳେ ବିଭିନ୍ନ ସ୍ଥାନରେ ବିକ୍ଷିପ୍ତ ବର୍ଷା ହେଉଛି। ସୋମବାର ରାଜ୍ୟର ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ରେକର୍ଡ କରାଯାଇଛି। ଗଞ୍ଜାମ, ଗଜପତି, ଝାରସୁଗୁଡ଼ା, ସମ୍ବଲପୁର, ପୁରୀ, କନ୍ଧମାଳ, ଖୋର୍ଦ୍ଧା, ମୟୂରଭଞ୍ଜ ଆଦି ଜିଲାରେ ଝିପିଝିପି ବର୍ଷା ହୋଇଛି। ଅନ୍ୟପଟେ କଳାହାଣ୍ଡି ସମେତ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ ଘନ କୁହୁଡ଼ି ଦେଖିବାକୁ ମିଳିଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ପାଣିପାଗ ବିଜ୍ଞାନୀ…

Read More