ଓଡ଼ିଆରେ ଅଭିଭାଷଣ ଆରମ୍ଭ କଲେ ମୋଦି
ଭୁବନେଶ୍ୱର : ଆଜିଠାରୁ ଭୁବନେଶ୍ୱରରେ ଆରମ୍ଭ ହୋଇଛି ପୋଲିସ ମହାନିର୍ଦ୍ଦେଶକଙ୍କ ମହାସମ୍ମିଳନୀ। ଏହି ତିନି ଦିନିଆ ସର୍ବଭାରତୀୟ ସମ୍ମିଳନୀରେ ବିଭିନ୍ନ ରାଜ୍ୟର ପୋଲିସ ମୁଖିଆ ଯୋଗ ଦେଇଥିବାବେଳେ, ଉଦ୍ଘାଟନ କରିଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ। ତେବେଏହି କନଫରେନ୍ସରେ ଯୋଗ ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏଥିସହ ମୋଦିଙ୍କ ସ୍ବତନ୍ତ୍ର ସଚିବ ପିକେ ମିଶ୍ରଙ୍କ ସହ ପରାମର୍ଶଦାତା ତରୁଣ କପୁର। ମହାସମ୍ମିଳନୀରେ ବି ଯୋଗ ଦେଉଛନ୍ତି ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ ଓ କେନ୍ଦ୍ର ଗୃହ…
