ମାର୍ଗଶୀର ମାସ ଗୁରୁବାର

ବାର ମାସରେ ତେର ପର୍ବ ପାଳନ କରିଥାନ୍ତି ଓଡିଶାବାସୀ । ଆଉ ସେଥିରୁ ଅନ୍ୟତମ ହେଉଛି ମାର୍ଗଶୀର ମାସ ମାଣବସା ଗୁରୁବାର । ଆଜି ହେଉଛି ମାର୍ଗଶିର ମାସ ଗୁରୁବାର । ଧନଦାତ୍ରି ମା ଲକ୍ଷ୍ମୀଙ୍କୁ ମାର୍ଗଶିର ମାସ ଗୁରବାର ଦିନ ସଧବା ନାରୀ ମାନେ ଅଗଣାରେ ରଙ୍ଗବିରଙ୍ଗ ଝୋଟି ପକାଇ ନୂଆ ଲୁଗା ପରିଧାନ କରି ଘରେ ଧାନ ଖଟୁଲିକୁ ସୁସଜ୍ଜିତ କରି ମାଙ୍କୁ ଆବାହନ କରିଥାନ୍ତି । ଏଥି ପାଇଁ ଗାଁ ଠୁ ସହର…

Read More

ପ୍ରବଳ ବରଷିବ

ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଆସନ୍ତା ୧୨ ଘଣ୍ଟା ମଧ୍ୟରେ ସାମୁଦ୍ରିକ ଝଡ଼ ‘ଫେଙ୍ଗଲ’ରେ ପରିଣତ ହେବାର ସମ୍ଭାବନା ରହିଛି। ଏହା ପୂର୍ବରୁ ତାମିଲନାଡୁ ଓ ପୁଡୁଚେରୀର କିଛି ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇଛି। ନାଗାପଟ୍ଟିନମ୍, ମାଇଲାଦୁଥୁରାଇ ଓ ତିରୁଭାରୁର ଜିଲ୍ଲାରେ ରେଡ୍ ଆଲର୍ଟ ଜାରି କରାଯାଇଛି। ବର୍ଷାର ମୁକାବିଲା ପାଇଁ ରାଜ୍ୟ ସରକାର ପ୍ରସ୍ତୁତ ଅଛନ୍ତି ବୋଲି ମୁଖ୍ୟମନ୍ତ୍ରୀ ଏମ୍‌କେ ଷ୍ଟାଲିନ୍ କହିଛନ୍ତି। ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଗତ ୬ ଘଣ୍ଟା…

Read More

ଡିସେମ୍ବରରେ ହାଡଭଙ୍ଗା ଶୀତ!

ଭୁବନେଶ୍ବର : ବର୍ତ୍ତମାନ ଦେଶର ଅନେକ ସ୍ଥାନରେ ତାପମାତ୍ରା 15 ଡିଗ୍ରୀରୁ କମ୍ ରହୁଥିବା ବେଳେ କେତେକ ସ୍ଥାନରେ ବରଫ ମଧ୍ୟ ପଡିଲାଣି । ତେବେ ନଭେମ୍ବର ମାସ ଶେଷ ହେବାକୁ ଯାଉଥିବା ବେଳେ ଡିସେମ୍ବର ମାସ ସବୁଠାରୁ ଥଣ୍ଡା ମାସ ବୋଲି ପ୍ରମାଣିତ ହେବାକୁ ଯାଇଛି । ସାରା ଦେଶରେ ଭୀଷଣ ଥଣ୍ଡା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି । ସେପ୍ଟେମ୍ବର ମାସରେ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଏନେଇ ଆକଳନ…

Read More

କଟକ ଟ୍ରାଫିକ୍ ବ୍ୟବସ୍ଥାକୁ ଫୁ

କଟକ: ରାଜଧାନୀ ଭୁବନେଶ୍ୱରରେ କମିସନରେଟ୍‌ ଟ୍ରାଫିକ ପୋଲିସର କାର୍ଯ୍ୟାନୁଷ୍ଠାନ ଦେଖିବାକୁ ମିଳୁଛି। ସହରର ବିଭିନ୍ନ ସ୍ଥାନରେ ଲଗାଯାଇଥିବା ସିସିଟିଭିକୁ ମଧ୍ୟ ଏ କ୍ଷେତ୍ରରେ ଉପଯୋଗ କରାଯାଉଛି। ରଙ୍ଗରୁଟ୍‌ରେ ଗାଡ଼ି ଚଲାଇବା, ବିନା ହେଲମେଟ୍‌ରେ ଗାଡ଼ି ଚାଳନା, ଟ୍ରାଫିକ୍‌ ଛକରେ ଜେବ୍ରା କ୍ରସିଂ ଅତିକ୍ରମ କରିବା, ନାଲି ସିଗନାଲକୁ ଖାତିର୍‌ ନ କରି ରାସ୍ତା ପାର୍‌ ହେବା ଆଦି ନିୟମ ଉଲ୍ଲଙ୍ଘନକାରୀଙ୍କୁ ସାବାଡ୍‌ କରିବା ଉଦ୍ଦେଶ୍ୟରେ କମିସନରେଟ୍‌ ପୁଲିସ୍‌ ପକ୍ଷରୁ ଏଭଳି ବ୍ୟବସ୍ଥା କରାଯାଇଛି। କିନ୍ତୁ ଚାଲାଣ କାଟିବା…

Read More

ପୁରୀ ଉପକୂଳମୁହାଁ ନୌସେନାର ଯୁଦ୍ଧ ଜାହାଜ

ଡିସେମ୍ବର 4 ତାରିଖରେ ପୁରୀରେ ଦେଖିବାକୁ ମିଳିବ ଭାରତୀୟ ନୌସେନାର ସୁପର ସୋ। ଅଦ୍ଭୁତ ସାହସିକ ପ୍ରଦର୍ଶନ ମାଧ୍ୟମରେ ଲୋକଙ୍କୁ ରୋମାଞ୍ଚିତ କରିବେ ଭାରତୀୟ ନୌବୀର । ଏଥିପାଇଁ ପୁରୀ ଉପକୂଳରେ ଚାଲିଛି ଜୋରଦାର ପ୍ରସ୍ତୁତି। ନୌସେନାର ଯୁଦ୍ଧ ଜାହାଜ ପୁରୀ ଉପକୂଳ ମୁହାଁ ହୋଇଥିବାବେଳେ ସ୍ଥଳ ସେନାର ଆଠଟି ଯୁଦ୍ଧ ଟ୍ୟାଙ୍କର ବି ବେଳାଭୂମିରେ ପହଞ୍ଚିଛି । ବିଏମ୍ ପି ନାମକ ଏହି ଟ୍ୟାଙ୍କର ବି ପ୍ରଦର୍ଶନରେ ସାମିଲ ହେବ। ବ୍ଲୁ ଫ୍ଲାଗ ବିଚ୍ ରେ…

Read More

ମହାପ୍ରଭୁଙ୍କର ଏକ ଗୁପ୍ତ ନୀତି!

ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କର ବାରମାସରେ ତେରପର୍ବ ପାଳନ ହୋଇଥାଏ ।ପ୍ରତି ସପ୍ତାହରେ ଶ୍ରୀଜଗନ୍ନାଥଙ୍କର ବନକଲାଗି ନୀତି ହୋଇଥାଏ । ବନକଲାଗି ହେଉଛି ମହାପ୍ରଭୁଙ୍କର ଏକ ଗୁପ୍ତ ନୀତି । ଏହି ନୀତି ପାଇଁ ଜୟ ବିଜୟ ଦ୍ୱାର ବନ୍ଦ ରହିଥାଏ । ଦ୍ୱିପ୍ରହର ଧୂପ ସରିବା ପରେ ଦତ୍ତମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିଥାନ୍ତି ।ଏଥିପାଇଁ ଦତ୍ତମହାପାତ୍ର ସେବକ ପ୍ରାକୃତିକ ରଙ୍ଗ ପ୍ରସ୍ତୁତ କରିଥାନ୍ତି । ଦତ୍ତମହାପାତ୍ର ସେବକମାନେ ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧାନରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖକୁ…

Read More

ମୋହନ ସରକାରଙ୍କ ବଡ ଘୋଷଣା

5 ବର୍ଷରେ ଦେଢ ଲକ୍ଷ ଲୋକଙ୍କୁ ନିଯୁକ୍ତି ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଅଗ୍ନିଯୋଦ୍ଧା ନିଯୁକ୍ତି ସମାରୋହରେ ଆଜି ମୁଖ୍ୟମନ୍ତ୍ରୀ ଯୋଗ ଦେଇଥିବା ବେଳେ ଏହି ଘୋଷଣା କରାଯାଇଛି । ମୁଖ୍ୟମନ୍ତ୍ରୀ କହିଛନ୍ତି, 5 ବର୍ଷରେ ଦେଢ ଲକ୍ଷ୍ୟ ନିଯୁକ୍ତି ସୃଷ୍ଟି କରିବା ପାଇଁ ଲକ୍ଷ୍ୟ ରଖିଛୁ । ଆଜି 941 ଅଗ୍ନିଯୋଦ୍ଧାଙ୍କୁ ନିଯୁକ୍ତି ଦେଇ ପ୍ରତିଶୃତି ପାଳନ କରିଛୁ । ନିକଟରେ 16 ହାଜର 9ଜଣ ପ୍ରାଥମିକ ଶିକ୍ଷକଙ୍କୁ ନିଯୁକ୍ତି ଦେଇଥିଲୁ । ଖୁବଶୂଘ୍ର…

Read More

କାର୍ଯ୍ୟରେ ଯୋଗଦେଲେ ଆଇଏଏସ୍‌ ସୁଜାତା

ଆଇଏଏସ ଅଧିକାରୀ ସୁଜାତା କାର୍ତ୍ତିକେୟନ ବୁଧବାର କାର୍ଯ୍ୟରେ ଯୋଗଦେଇଛନ୍ତି। ଅର୍ଥ ବିଭାଗର ସ୍ବତନ୍ତ୍ର ସଚିବ ଭାବେ କାର୍ଯ୍ୟରେ ଯୋଗ ଦେଇଥିବା ସୂଚନା ମିଳିଛି। ସୁଜାତାଙ୍କୁ ନେଇ ପ୍ରଶାସନିକ ସ୍ତରରେ ଜୋରଦାର ଚର୍ଚ୍ଚା ଚାଲି ଥିବାବେଳେ ତାଙ୍କୁ ମଙ୍ଗଳବାର ବଡ଼ ଝଟ୍‌କା ଲାଗିଥିଲା। ୨୭ ତାରିଖ ଅର୍ଥାତ ବୁଧବାରଠାରୁ ତାଙ୍କୁ କାର୍ଯ୍ୟରେ ଯୋଗ ଦେବକୁ ଥିବା ବେଳେ ସେ ଆଉ  ସେ ୬ ମାସ ଛୁଟି ଆବେଦନ କରିଥିଲେ । ତେବେ ତାଙ୍କ ଛୁଟିକୁ ନାଁ କରିଦେଲେ ମୋହନ…

Read More

୩୦ରୁ ବଢ଼ିବ ଶୀତ

କିଛିଦିନ ହେଲା ରାଜ୍ୟରେ ଶୀତର ଲହରି ଜାରି ରହିଥିବାବେଳେ ସୁନ୍ଦରଗଡ଼ ଓ କନ୍ଧମାଳ ଆଦି ଜିଲାରେ ଗଭୀର କୁହୁଡ଼ି ଦେଖିବାକୁ ମିଳୁଛି। ସେହିପରି କଳାହାଣ୍ଡି ସମେତ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ ହାଲୁକାରୁ ମଧ୍ୟମଧରଣ କୁହୁଡ଼ିର ଆସ୍ତରଣ ରହୁଛି। ତେବେ ନଭେମ୍ବର ୩୦ରୁ ଡିସେମ୍ବର ପହିଲା ମଧ୍ୟରେ ତାପମାତ୍ରା ୨ରୁ ୩ ଡିଗ୍ରୀ ସେଲସିୟସ୍‌ ବଢ଼ିପାରେ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।

Read More

୫ ଘଣ୍ଟା ପାଇଁ ଜାଗା ଦର୍ଶନ ବନ୍ଦ

ଆସନ୍ତାକାଲି(ବୁଧବାର) ଶ୍ରୀଜିଉଙ୍କ ବନକଲାଗି ନୀତି ପାଇଁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ଅପରାହ୍ନ ୫ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସର୍ବ ସାଧାରଣ ଦର୍ଶନ ବନ୍ଦ ରହିବ ।ଦ୍ୱିପହର ଧୂପ ସରିବା ପରେ ଦତ୍ତ ମହାପାତ୍ର ସେବକମାନେ ମହାପ୍ରଭୁଙ୍କର ଶ୍ରୀମୁଖ ଶୃଙ୍ଗାର କରିବେ । ପରମ୍ପରା ଅନୁଯାୟୀ ଦ୍ୱିତୀୟ ଭୋଗମଣ୍ଡପ ନୀତି ପରେ ଭିତରୁ ଜୟବିଜୟ ଦ୍ୱାର ବନ୍ଦ କରାଯିବ । ଦତ୍ତ ମହାପାତ୍ର ସେବକ ବିଭିନ୍ନ ପ୍ରାକୃତିକ ରଙ୍ଗ ସହ ଭିତରେ ପ୍ରବେଶ କରିବେ…

Read More