୨୦ରେ ନିର୍ବାଚନ

ଆସନ୍ତା ୨୦ରେ ନିର୍ବାଚନ ହେବ। ଏଥିପାଇଁ ନାମାଙ୍କନ ପତ୍ରର ଶେଷ ତାରିଖ ଡିସେମ୍ବର ୧୦ ତାରିଖ ରହିଛି। ଏହାସହ ୧୧ ତାରିଖରେ ପ୍ରାର୍ଥୀପତ୍ର ଯାଞ୍ଚ ହେବ। ୧୩ ସୁଦ୍ଧା ପ୍ରାର୍ଥୀପତ୍ର ପ୍ରତ୍ୟାହାର କରିବାର ଶେଷ ଦିନ ରହିଛି। ଏହାପରେ ୨୦ରେ ନିର୍ବାଚନ ଅନୁଷ୍ଠିତ ହେବ। ସୂଚନାଯୋଗ୍ୟ, ବିଜେଡି ଟିକେଟ୍‌ରୁ ରାଜ୍ୟ ସଭାକୁ ଯାଇଥିବା ସୁଜିତ କୁମାର ରାଜ୍ୟ ସଭାର ସଦସ୍ୟ ପଦରୁ ଇସ୍ତଫା ଦେଇଥିଲେ। ଏମ୍‌ପି ପଦରୁ ଇସ୍ତଫା ଦେବା ପରେ ପରେ ବିଜେଡି ତାଙ୍କ ବିରୋଧରେ…

Read More

ବାଂଲାଦେଶରେ ହିନ୍ଦୁଙ୍କ ପ୍ରତି ହିଂସା ଜାରି 

ଦେଶରେ ହୋଇଥିବା ଆକ୍ରମଣ ପରେ ଶେଖ ହସିନା ଭାରତରେ ଅଛନ୍ତି। ବର୍ତ୍ତମାନ ଶେଖ ହସିନା ମଧ୍ୟବର୍ତ୍ତୀକାଳୀନ ସରକାରର ନେତୃତ୍ୱ ନେଉଥିବା ମହମ୍ମଦ ୟୁନୁସଙ୍କ ଉପରେ ବହୁ ହତ୍ୟା ଏବଂ ସଂଖ୍ୟାଲଘୁଙ୍କୁ ଟାର୍ଗେଟ କରିଥିବା ଅଭିଯୋଗ କରିଛନ୍ତି। ସେ ଅଭିଯୋଗ କରିଛନ୍ତି ଯେ ବାଂଲାଦେଶରେ ଘଟିଥିବା ନରସଂହାର ପାଇଁ ମହମ୍ମଦ ୟୁନୁସ ଦାୟୀ। ନ୍ୟୁୟର୍କରେ ଏକ ଆୱାମି ଲିଗ ଇଭେଣ୍ଟକୁ ସମ୍ବୋଧିତ କରି ହସିନା ମନ୍ଦିର, ଚର୍ଚ୍ଚ ଏବଂ ଧାର୍ମିକ ସଂଗଠନ ଇସ୍କନ ଉପରେ ବାରମ୍ବାର ଆକ୍ରମଣ କରିଥିବାରୁ…

Read More

ହସ୍ପିଟାଲରେ ଶିନ୍ଦେ

ମହାରାଷ୍ଟ୍ରରେ ନୂତନ ସରକାରଙ୍କ ଶପଥ ଗ୍ରହଣ ପାଇଁ ପ୍ରସ୍ତୁତି ଜୋରଦାର ହୋଇଛି। ପ୍ରସ୍ତୁତି ସମ୍ପର୍କରେ ମଙ୍ଗଳବାର ଭାଜପା ରାଜ୍ୟ ସଭାପତି ଚନ୍ଦ୍ରଶେଖର ବାୱାନକୁଲେ ଏକ ବୈଠକ କରିଛନ୍ତି। ମହୁୟୁତିର ନେତାମାନେ ଆଜାଦ ମଇଦାନକୁ ମଧ୍ୟ ଯାଞ୍ଚ କରିଥିଲେ। ଏହି ସମୟରେ ଶିବସେନା, ଭାଜପା ଏବଂ ଏନସିପି ନେତାମାନେ ଉପସ୍ଥିତ ଥିଲେ। ସମସ୍ତ ତିନୋଟି ଦଳ ଏକତା ଦେଖାଇବାକୁ ଚେଷ୍ଟା କରିଥିଲେ।ଅନ୍ୟପକ୍ଷରେ ଅଜିତ ପାୱାର ଦିଲ୍ଲୀରେ ପହଞ୍ଚିଛନ୍ତି। କୁହାଯାଉଛି ଯେ, ଏଠାରେ ସେ ସମ୍ଭାବ୍ୟ ମନ୍ତ୍ରୀମାନଙ୍କ ବିଷୟରେ ଆଲୋଚନା…

Read More

ବଢ଼ିବ ବିଧାୟକଙ୍କର ଦରମା ଓ ପେନସନ୍

ରାଜ୍ୟର ବିଧାୟକ ଓ ପୂର୍ବତନ ବିଧାୟକଙ୍କ ଦରମା, ଭତ୍ତା ବୃଦ୍ଧି ପାଇଁ ନୂଆ କମିଟି ଗଠନ କରାଯାଇଛି । ଏହି କମିଟିରେ ଅନେକ ସଦସ୍ୟ ସ୍ଥାନ ପାଇଛନ୍ତି । ଏହି କମିଟିରେ ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ, ବିଧାୟକ ପ୍ରତାପ ଦେବ, ତାରା ବାହିନୀପତି, ଲକ୍ଷ୍ମଣ ମୁଣ୍ଡା, ପ୍ରକାଶ ସୋରେନ, ନିହାର ମହାନନ୍ଦ, ପୂର୍ଣ୍ଣ ସେଠି ସଦସ୍ୟ ରହିବେ । ସୂଚନାଯୋଗ୍ୟ ଯେ, ରାଜ୍ୟର ବିଧାୟକ ଓ ପୂର୍ବତନ ବିଧାୟକମାନଙ୍କର ଦରମା, ପେନସନ୍ ବୃଦ୍ଧି…

Read More

ଗାଁରେ ପହଞ୍ଚିବ ମୋବାଇଲ ନେଟୱାର୍କ

ଗାଁରେ ପହଞ୍ଚିବ ମୋବାଇଲ ନେଟୱାର୍କ ସେବା । ବର୍ତ୍ତମାନ ରାଜ୍ୟରେ ୪୭ ହଜାର ୯୦୨ଟି ମୋବାଇଲ ଟାୱାର ଅଛି । ସେଥିରୁ ୧୨ ହଜାର ୬୦୨ଟି 5G ଟାୱାର ରହିଛି । ଅଧିକ 5G ଟାୱାର ଅପଗ୍ରେଡ୍ କରାଯାଉଛି । ୨୦୨୫ ମାର୍ଚ୍ଚ ସୁଦ୍ଧା ଅପହଞ୍ଚ ଗାଁକୁ ସେବା ପହଞ୍ଚାଇବା ଲକ୍ଷ ରହିଛି ବୋଲି ଆଇଟି ମନ୍ତ୍ରୀ ମୁକେଶ ମହାଲିଙ୍ଗ ଗୃହରେ ସୂଚନା ଦେଇଛନ୍ତି । ରାଜ୍ୟରେ ମୋବାଇଲ ଇଣ୍ଟରନେଟ ସେବାରୁ ବଞ୍ଚିତ ଓ ଏହାର ସମସ୍ୟାକୁ…

Read More

ଦିଲ୍ଲୀରୁ ଲଢ଼ିପାରନ୍ତି ଅୱଧ ଓଝା

ଆମ୍ ଆଦମୀ ପାର୍ଟି(ଆପ୍‌)ରେ ସାମିଲ ହୋଇଛନ୍ତି ଅୱଧ ଓଝା। ଆପର ରାଷ୍ଟ୍ରୀୟ ସଂଯୋଜକ ଅରବିନ୍ଦ କେଜରିୱାଲ ତାଙ୍କୁ ଦଳର ସଦସ୍ୟତା ଦେଇଛନ୍ତି । ଏହି ସମୟରେ ଦିଲ୍ଲୀର ପୂର୍ବତନ ଉପ ମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆ ଉପସ୍ଥିତ ଥିଲେ । ଦିଲ୍ଲୀର ଶିକ୍ଷା କ୍ରାନ୍ତିରୁ ପ୍ରଭାବିତ ହୋଇ ଅୱଧ ଦଳରେ ସାମିଲ ହୋଇଥିବା ମନୀଷ ଦଳ ତରଫରୁ କହିଥିଲେ । ଆମ ପ୍ରୟାସକୁ ଆହୁରୀ ଆଗକୁ ନେବା ପାଇଁ ତାଙ୍କୁ ଆପ୍ ପରିବାରକୁ ସ୍ୱାଗତ ଜଣାଉଛି । ଦଳରେ ସାମିଲ…

Read More

ଓଡ଼ିଶାରୁ ବିଦାୟ ନେଲେ ମୋଦି,ଶାହା

ଡିଜିପି-ଆଇଜିପି ସମ୍ମିଳନୀ ଶେଷ ହେବା ପରେ ଦୁଇ ହେଭିଓ୍ବେଟ୍‌ ଓଡ଼ିଶାରୁ ବିଦାୟ ନେଇଛନ୍ତି। ଲୋକସେବା ଭବନରୁ କଡ଼ା ସୁରକ୍ଷା ବଳୟ ମଧ୍ୟରେ ଦୁଇ କାର୍‌ରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଭୁବନେଶ୍ୱର ବିମାନବନ୍ଦର ଯାଇ ସେଠାରୁ ଏକ ସ୍ବତନ୍ତ୍ର ବିମାନରେ ଦିଲ୍ଲୀ ଯାଇଛନ୍ତି। ଲୋକସେବା ଭବନ କନ୍‌ଭେନ୍‌ଶନ ସେଣ୍ଟରରେ ଆୟୋଜିତ ପୋଲିସ ମହାନିର୍ଦ୍ଦେଶକ (ଡିଜିିପି) ଏବଂ ପୋଲିସ ମହାନିରୀକ୍ଷକ (ଆଇଜିପି)ସ୍ତରୀୟ ୫୯ତମ ସମ୍ମିଳନୀରେ ପ୍ରାୟ ୨୫୦ ଅଧିକାରୀ ଉପସ୍ଥିତ ରହିଥିବାବେଳେ ୨୦୦ରୁ…

Read More

ଅରବିନ୍ଦଙ୍କ ବଡ଼ ବିବୃତ୍ତି

ଆମ୍ ଆଦ୍‌ମୀ ପାର୍ଟୀର ସଂଯୋଜକ ଅରବିନ୍ଦ କେଜ୍ରିୱାଲ ବଡ଼ ବିବୃତ୍ତି ଦେଇଛନ୍ତି। କେଜ୍ରିୱାଲ କହିଛନ୍ତି ଯେ, ଦିଲ୍ଲୀ ନିର୍ବାଚନରେ ଆମ୍ ଆଦମୀ ପାର୍ଟୀ କାହା ସହ ବି ମେଣ୍ଟ କରିବେ ନାହିଁ। ସେ କହିଛନ୍ତି ଯେ, ଆପ୍ ଜାତୀୟ ସ୍ତରରେ ଇଣ୍ଡିଆ ମେଣ୍ଟର ଏକ ଅଂଶ ହୋଇ ରହିବ। ରବିବାର ପ୍ରେସ ମିଟରେ କେଜ୍ରିୱାଲ ଏହି କଥା କହିଛନ୍ତି। କୁହାଯାଉଛି ଯେ, ହରିୟାଣା ଏବଂ ମହାରାଷ୍ଟ୍ରରେ ଇଣ୍ଡିଆ ମେଣ୍ଟକୁ ପରାଜୟ ମିଳିବା ପରେ କେଜ୍ରିୱାଲ ଏହି ନିଷ୍ପତ୍ତି…

Read More

କେଜ୍ରିୱାଲଙ୍କ ଉପରେ ଆକ୍ରମଣ

ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ଆମ୍ ଆଦମୀ ପାର୍ଟୀର ଜାତୀୟ ସଂଯୋଜକ ଅରବିନ୍ଦ କେଜ୍ରିୱାଲଙ୍କ ଉପରେ ଆକ୍ରମଣ ହୋଇଛି । ଶନିବାର ଦିନ ଗ୍ରେଟର କୈଳାଶ ଅଞ୍ଚଳରେ ପଦଯାତ୍ରା ସମୟରେ ତାଙ୍କ ଉପରକୁ ଆକ୍ରମଣ କରାଯିବାର ପ୍ରୟାସ କରାଯାଇଛି । ଜଣେ ବ୍ୟକ୍ତି ତାଙ୍କ ଉପରକୁ ତରଳ ପଦାର୍ଥ ଫୋପାଡିବା ପାଇଁ ଚେଷ୍ଟା କରିଛି । ହେଲେ ସୁରକ୍ଷା କର୍ମୀ ସଙ୍ଗେ ସଙ୍ଗେ ସେହି ବ୍ୟକ୍ତି ଧରିନେଇଛନ୍ତି । ହେଲେ ଏହି ଘଟଣାରେ କେଜ୍ରିୱାଲଙ୍କର କୌଣସି କ୍ଷତି…

Read More

ମହାରାଷ୍ଟ୍ରରେ କିଏ ହେବ ମୁଖ୍ୟମନ୍ତ୍ରୀ ?

ମୁମ୍ବାଇ : ମହାରାଷ୍ଟ୍ର ନିର୍ବାଚନ ଫଳାଫଳ ପ୍ରକାଶ ପାଇବାର ୬ ଦିନ ବିତିଥିଲେ ମଧ୍ୟ କିଏ ମୁଖ୍ୟମନ୍ତ୍ରୀ ହେବେ ତାକୁ ନେଇ ଉତ୍କଣ୍ଠା ଜାରି ରହିଛି। ମହାୟୁତିର ୩ ନେତା ଦେବେନ୍ଦ୍ର ଫଡ୍‌ନବିସ୍‌, ଏକନାଥ ଶିନ୍ଦେ ଏବଂ ଅଜିତ ପାଓ୍ବାର ଗୁରୁବାର ରାତିରେ ନୂଆଦିଲ୍ଲୀରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହାଙ୍କ ସହ ବୈଠକ କରିଥିଲେ। ଏହାପରେ ଶୁକ୍ରବାର ମୁମ୍ବାଇରେ ମେଣ୍ଟ ବୈଠକ ବସି ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଘୋଷଣା ହେବାକୁ ଥିବାବେଳେ ଶିନ୍ଦେ ନିଜ ଜନ୍ମସ୍ଥାନ ଯାଇଥିବାରୁ ବୈଠକକୁ…

Read More