ଓଡ଼ିଆରେ ଅଭିଭାଷଣ ଆରମ୍ଭ କଲେ ମୋଦି

ଭୁବନେଶ୍ୱର : ଆଜିଠାରୁ ଭୁବନେଶ୍ୱରରେ ଆରମ୍ଭ ହୋଇଛି ପୋଲିସ ମହାନିର୍ଦ୍ଦେଶକଙ୍କ ମହାସମ୍ମିଳନୀ। ଏହି ତିନି ଦିନିଆ ସର୍ବଭାରତୀୟ ସମ୍ମିଳନୀରେ ବିଭିନ୍ନ ରାଜ୍ୟର ପୋଲିସ ମୁଖିଆ ଯୋଗ ଦେଇଥିବାବେଳେ, ଉଦ୍‌ଘାଟନ କରିଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ। ତେବେଏହି କନଫରେନ୍ସରେ ଯୋଗ ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏଥିସହ ମୋଦିଙ୍କ ସ୍ବତନ୍ତ୍ର ସଚିବ ପିକେ ମିଶ୍ରଙ୍କ ସହ ପରାମର୍ଶଦାତା ତରୁଣ କପୁର। ମହାସମ୍ମିଳନୀରେ ବି ଯୋଗ ଦେଉଛନ୍ତି ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ ଓ କେନ୍ଦ୍ର ଗୃହ…

Read More

ଓଡ଼ିଶାରେ ୩ଦିନ ରହିବେ ମୋଦି

ଭୁବନେଶ୍ୱର: ରାଜ୍ୟରେ ପ୍ରଥମଥର ପାଇଁ ୫୯ତମ ଡିଜି-ଆଇଜି ସମ୍ମିଳନୀ ଆରମ୍ଭ ହୋଇ ଡିସେମ୍ବର ୧ପର୍ଯ୍ୟନ୍ତ ତିନିଦିନ ଧରି ଅନୁଷ୍ଠିତ ହେବ।ଭୁବନେଶ୍ୱର ବିମାନବନ୍ଦରରେ ଆସି ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ସେ ୩ ଦିନିଆ ଓଡ଼ିଶା ଗସ୍ତରେ ଆସିଥିବାବେଳେ ସର୍ବଭାରତୀୟ ସ୍ତରରେ ଆୟୋଜିତ ୫୯ ଡିଜିପି ସମ୍ମିଳନୀରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ବିମାନବନ୍ଦରରେ ପ୍ରଧାନମନ୍ତ୍ରୀଙ୍କୁ ଭବ୍ୟ ସ୍ବାଗତ ସମ୍ବର୍ଦ୍ଧନା ପରେ ସେ ଏକ କାର୍‌ରେ ସଭାସ୍ଥଳକୁ ଯାଇଛନ୍ତି। ମୋଦିଙ୍କୁ ପାଛୋଟି ଆଣିବା ପାଇଁ ରାଜ୍ୟପାଳ ରଘୁବର ଦାସ,…

Read More

ନିନ୍ଦା କଲେ ସେଖ୍ ହସିନା

ନୂଆଦିଲ୍ଲୀ: ଦୀର୍ଘ ଦିନର ନିରବତା ପରେ ମୁହଁ ଖୋଲିଲେ ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ସେଖ୍ ହସିନା । ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନା ଦେଶଦ୍ରୋହ ଅଭିଯୋଗରେ ହିନ୍ଦୁ ସାଧୁ ଚିନ୍ମୟ କୃଷ୍ଣ ଦାସଙ୍କୁ ଗିରଫ କରାଯିବା ଘଟଣାକୁ ତୀବ୍ର ନିନ୍ଦା କରିବା ସହ ତାଙ୍କୁ ତୁରନ୍ତ ମୁକ୍ତ କରିବାକୁ ଦାବି କରିଛନ୍ତି । ଆୱାମୀ ଲିଗ୍ ସଭାପତି ବଙ୍ଗବନ୍ଧୁଙ୍କ ଝିଅ ଶେଖ ହସିନା ଏକ ବିବୃତି ଜାରି କରିଛନ୍ତି । ପୂର୍ବତନ ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ସନାତନ…

Read More

ଭୁବନେଶ୍ବରରେ ପହଞ୍ଚିଲେ ଏନ୍‌ଏସ୍‌ଏ ଅଜିତ 

ଭୁବନେଶ୍ୱର : ୫୯ତମ ଡିଜି-ଆଇଜି ସମ୍ମିଳନୀ ଭୁବନେଶ୍ୱରରେ ଶୁକ୍ରବାର ଆରମ୍ଭ ହୋଇ ଡିସେମ୍ବର ୧ ପର୍ଯ୍ୟନ୍ତ ତିନିଦିନ ଧରି ଅନୁଷ୍ଠିତ ହେବ। ଏଥିରେ ଯୋଗଦେବା ପାଇଁ ଶୁକ୍ରବାର ଭୁବନେଶ୍ବରରେ ପହଞ୍ଚିଛନ୍ତି ଏନଏସ୍‌ଏ ଅଜିତ ଡୋଭାଲ। ଏହି ଅବସରରେ କମିଶନରେଟ ପୋଲିସ ପକ୍ଷରୁ ବିମାନବନ୍ଦରରେ ତାଙ୍କୁ ଭବ୍ୟ ସ୍ବାଗତ କରାଯାଇଥିଲା। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହ ପ୍ରମୁଖ ବହୁ ବିଶିଷ୍ଟ ବ୍ୟକ୍ତି ଭୁବନେଶ୍ୱର ଆସିବାର କାର୍ଯ୍ୟକ୍ରମ ରହିଛି। ଶୁକ୍ରବାର ଅପରାହ୍ନ ୪ଟା ୨୦ରେ…

Read More

ଶପଥ ନେବେ ହେମନ୍ତ ସୋରେନ୍

ଝାଡ଼ଖଣ୍ଡର ୧୪ତମ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ହେମନ୍ତ ସୋରେନ୍ । ରାଞ୍ଚିର ମୋରାଦାବାଦୀ ମଇଦାନରେ ଶପଥ ଗ୍ରହଣ ସମାରୋହ ଆୟୋଜିତ ହେବ । ଏଥିପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି । ଏହି ସମାରୋହରେ ‘ଇଣ୍ଡି ମେଣ୍ଟ’ ର ଆନେକ ବଡ଼ ବଡ଼ ନେତାଙ୍କ ସହ ଅନ୍ୟ ବ୍ୟକ୍ତି ବିଶେଷ ସାମିଲ ରହିବେ । ଝାଡ଼ଖଣ୍ଡ ରାଜ୍ୟପାଳ ସନ୍ତୋଷ କୁମାର ଗଙ୍ଗୱାର ଆଜି ୪ଟାରେ ହେମନ୍ତଙ୍କୁ ପଦ ଓ ଗୋପନୀୟତାର ଶପଥ ଗ୍ରହଣ କରାଇବେ ।୪୯…

Read More

ସଂସଦରେ ପ୍ରବଳ ହଙ୍ଗାମା

ନୂଆଦିଲ୍ଲୀ: ଆମେରିକାରେ ଆଦାନୀଙ୍କୁ ଦୋଷାରୋପ ମାମଲାକୁ ନେଇ ବୁଧବାର ସଂସଦ ଭିତରେ ଓ ବାହାରେ ଝଡ଼ ଉଠିଛି। ଆମେରିକା ଦୋଷାରୋପରେ ଏହି ବିଲିୟନେୟାରଙ୍କ ବିରୋଧରେ ଦୁର୍ନୀତି ଅଭିଯୋଗ ନାହିଁ ବୋଲି ଆଦାନୀ ଗ୍ରୁପ୍ ପକ୍ଷରୁ କୁହାଯାଇଥିଲେ ମଧ୍ୟ ସଂସଦରେ ଆଦାନୀ ଲାଞ୍ଚ ମାମଲା ପ୍ରତିଫଳିତ ହୋଇଥିଲା। ଏହା ଉପରେ ଆଲୋଚନା ପାଇଁ ଅନେକ ବିରୋଧୀ ଦଳ ନେତା ନୋଟିସ୍ ଦେବା ସହ ସଂସଦରେ  ପ୍ରବଳ ହଙ୍ଗାମା କରିଛନ୍ତି। ହଟ୍ଟଗୋଳ ଜାରି ରହିବାରୁ ଉଭୟ ଗୃହକୁ ମୁଲତବୀ ରଖାଯାଇଥିଲା।…

Read More

୨୦ରେ ରାଜ୍ୟସଭା ଉପନିର୍ବାଚ

ଆସନ୍ତା ମାସ ୨୦ ତାରିଖରେ ହେବ ରାଜ୍ୟସଭା ପାଇଁ ଉପନିର୍ବାଚନ । ଏଥିରେ ୪ ରାଜ୍ୟର ୬ ସିଟ ପାଇଁ ହେବ ଭୋଟିଂ । ଏହି ତାଲିକାରେ ରହିଛି ଓଡିଶାର ରାଜ୍ୟସଭା ଉପନିର୍ବାଚନ । ବିଜେଡିର ପୂର୍ବତନ ରାଜ୍ୟସଭା ସାଂସଦ ସୁଜିତ କୁମାରଙ୍କ ଇସ୍ତଫା ପରେ ଏହି ସିଟ ଖାଲି ରହିଥିଲା । ଆଜି ଭାରତୀୟ ନିର୍ବାଚନ କମିଶନଙ୍କ ତରଫରୁ ଜାରି ହୋଇଛି ରାଜ୍ୟସଭାର ୬ ସିଟ ପାଇଁ ହେବାକୁ ଥିବା ଉପନିର୍ବାଚନ ନେଇ ବିଜ୍ଞପ୍ତି ।…

Read More

ଇସ୍ତଫା ଦେଇପାରନ୍ତି ସିନ୍ଦେ

ମୁମ୍ବାଇ: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେ ଆସନ୍ତାକାଲି ଇସ୍ତଫା ଦେଇପାରନ୍ତି। କିନ୍ତୁ ନୂଆ ସରକାର ଗଠନ ‌ପର୍ଯ୍ୟନ୍ତ ସେ କାମଚଳା ମୁଖ୍ୟମନ୍ତ୍ରୀ ରହିବେ ବୋଲି ଦଳର କର୍ମକର୍ତ୍ତାମାନେ ସୋମବାର କହିଛନ୍ତି। ଶିବସେନାର ଆଭ୍ୟନ୍ତରୀଣ ସୂତ୍ରରୁ ପ୍ରକାଶ ଯେ ମୁଖ୍ୟମନ୍ତ୍ରୀ ସିନ୍ଦେ ମଙ୍ଗଳବାର ରାଜ୍ୟପାଳଙ୍କୁ ତାଙ୍କ ଇସ୍ତଫା ପ୍ରଦାନ କରିବେ ଏବଂ ନୂତନ ମୁଖ୍ୟମନ୍ତ୍ରୀ ଓ କ୍ୟାବିନେଟ୍ ଶପଥ ଗ୍ରହଣ ନ ହେବା ପର୍ଯ୍ୟନ୍ତ କାମଚଳା ମୁଖ୍ୟମନ୍ତ୍ରୀ ଭାବରେ ରହିବେ। ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାର ସୋମବାର ସ୍ପଷ୍ଟ କରିଛନ୍ତି…

Read More

ଆରମ୍ଭ ହେଲା ବିଧାନସଭା ଶୀତ ଅଧିବେଶନ

ଭୁବନେଶ୍ଵର : ୧୭ତମ ବିଧାନସଭାର ଦ୍ବିତୀୟ ଅଧିବେଶନ ଆଜିଠୁ ଆରମ୍ଭ ହେଉଛି ବିଧାନସଭା ଶୀତ ଅଧିବେଶନ । ଡିସେମ୍ବର ୩୧ ପର୍ଯ୍ୟନ୍ତ ଅଧିବେଶନ ଚାଲିବ । ଏଥିରେ ମୋଟ ୩୦ଟି କାର୍ଯ୍ୟ ଦିବସ ରହିଛି । ଚଳିତ ଶୀତ ଅଧିବେଶନ ବେଶ୍ ସରଗରମ ହେବା ନେଇ ଆଲୋଚନା ହେଉଛି । ଶାସକ ଦଳକୁ ଘେରିବା ପାଇଁ ବିରୋଧୀ ବିଜୁ ଜନତା ଦଳ ଏବଂ କଂଗ୍ରେସ ଅଙ୍କକଷି ସାରିଛି । ସରକାରଙ୍କ ଅବହେଳା ଓ ରାଜ୍ୟସ୍ୱାର୍ଥ ଭଳି ଗୁରୁତ୍ୱପୂର୍ଣ୍ଣ…

Read More