ଶ୍ରୀମନ୍ଦିରେ ସ୍ତନ୍ୟପାନ କକ୍ଷ :ଶ୍ରୀମନ୍ଦିରେ ମା’ମାନଙ୍କ ସୁବିଧା ପାଇଁ ନୂତନ ବ୍ୟବସ୍ଥା
ପୁରୀ : ଶ୍ରୀମନ୍ଦିରକୁ ପ୍ରତିଦିନ ବହୁ ସଂଖ୍ୟକ ମହିଳା ଭକ୍ତ ନିଜ ଛୋଟ ଶିଶୁଙ୍କୁ ନେଇ ଆସିଥାନ୍ତି l ବିଶେଷ କରି ସ୍ତନ୍ୟପାନ ଉପରେ ନିର୍ଭରଶୀଳ ଶିଶୁ ଏବଂ ମା’ ମାନଙ୍କ ଆବଶ୍ୟକତାକୁ ନଜରରେ ରଖି ଶ୍ରୀମନ୍ଦିର ପରିସରରେ ଏକ ସ୍ବତନ୍ତ୍ର ସ୍ତନ୍ୟପାନ ଗୃହ କରାଯିବାକୁ ଯୋଜନା ହୋଇଛି। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ ପାଢ଼ୀ, ବିଦାୟୀ ଆରକ୍ଷୀ ଅଧୀକ୍ଷକ ପୀନାକ୍ ମିଶ୍ର, ନୀତି ପ୍ରଶାସକ ଜିତେନ୍ଦ୍ର ସାହୁ, ବରିଷ୍ଠ ସୁପରଭାଇଜର୍ ବକ୍ସି ପ୍ରତିହାରୀ, ସହକାରୀ…
