ଜୀବନ ସହ ସଂଘର୍ଷ କରି ଆଗକୁ ବଢିବାର ଅନେକ ଅନୁଭବ ମୋ ପାଖରେ ଅଛି: ମୋହନ ମାଝୀ
ଭୁବନେଶ୍ୱର: ଆଜି ରାକ୍ଷୀପୂର୍ଣ୍ଣିମା ଅବସରରେ ରାଜ୍ୟର ମା-ଭଉଣୀଙ୍କ ପାଇଁ ସ୍ୱତନ୍ତ୍ର ଆଲେଖ୍ୟ ଲେଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ | ସେ ଲେଖିଛନ୍ତି ଯେ ବିଗତ କିଛିଦିନରେ ରାଜ୍ୟରେ କିଛି ଭଉଣୀଙ୍କର ଆତ୍ମଦାହର କରୁଣ ଘଟଣା ଜଣେ ଦରଦୀ ମଣିଷ ଭାବରେ ମୋତେ ଅନେକ ଦୁଃଖ ଓ ଯନ୍ତ୍ରଣା ଦେଇଛି। ମାତ୍ର ଦୋଷୀକୁ ଖୋଜି ଦଣ୍ଡ ଦେବା ପାଇଁ ଉଦ୍ୟମରେ ତିଳେମାତ୍ର ଅବହେଳା ମୋ ସରକାର କରିନାହିଁ। ଗତ ୨୫ ବର୍ଷର ଇତିହାସ ଓଡ଼ିଶାବାସୀଙ୍କ ସାମ୍ନାରେ ଅଛି ।…
