ତଳକୁ ଖସିଲା ଜିଡିପି
ଚଳିତ ଆର୍ଥତ୍କ ବର୍ଷର ଦ୍ୱିତୀୟ ତ୍ରୈମାସିକରେ ଜିଡିପି (ମୋଟ ଘରୋଇ ଉତ୍ପାଦ) ଅଭିବୃଦ୍ଧି ହ୍ରାସ ପାଇଛି। ଆଗାମୀ ୩ ବର୍ଷରେ ଭାରତର ଜିଡିପି ୫ ଟ୍ରିଲିୟନ ଡଲାର ଛୁଇଁବା ସହ ତୃତୀୟ ବୃହତ୍ ଅର୍ଥନୀତିରେ ପରିଣତ ହେବା ସହ ୨୦୩୦ ବେଳକୁ ୭ ଟ୍ରିଲିୟନ ଡଲାର ଅର୍ଥନୀତିରେ ପହଞ୍ଚତ୍ବା ପାଇଁ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଥିବାବେଳେ ଅଭିବୃଦ୍ଧି ହାର ୫.୪ ପ୍ରତିଶତକୁ ହ୍ରାସ ପାଇବା ଚିନ୍ତାଜନକ ହୋଇଛି। ତଥାପି ଭାରତ ସବୁଠୁ ଦ୍ରୁତ ଅଭିବୃଦ୍ଧିଶୀଳ ଅର୍ଥନୀତି ରହିଥିବା ଶୁକ୍ରବାର…
