ଓଡ଼ିଶାରେ ୩ଦିନ ରହିବେ ମୋଦି
ଭୁବନେଶ୍ୱର: ରାଜ୍ୟରେ ପ୍ରଥମଥର ପାଇଁ ୫୯ତମ ଡିଜି-ଆଇଜି ସମ୍ମିଳନୀ ଆରମ୍ଭ ହୋଇ ଡିସେମ୍ବର ୧ପର୍ଯ୍ୟନ୍ତ ତିନିଦିନ ଧରି ଅନୁଷ୍ଠିତ ହେବ।ଭୁବନେଶ୍ୱର ବିମାନବନ୍ଦରରେ ଆସି ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ସେ ୩ ଦିନିଆ ଓଡ଼ିଶା ଗସ୍ତରେ ଆସିଥିବାବେଳେ ସର୍ବଭାରତୀୟ ସ୍ତରରେ ଆୟୋଜିତ ୫୯ ଡିଜିପି ସମ୍ମିଳନୀରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ବିମାନବନ୍ଦରରେ ପ୍ରଧାନମନ୍ତ୍ରୀଙ୍କୁ ଭବ୍ୟ ସ୍ବାଗତ ସମ୍ବର୍ଦ୍ଧନା ପରେ ସେ ଏକ କାର୍ରେ ସଭାସ୍ଥଳକୁ ଯାଇଛନ୍ତି। ମୋଦିଙ୍କୁ ପାଛୋଟି ଆଣିବା ପାଇଁ ରାଜ୍ୟପାଳ ରଘୁବର ଦାସ,…
