ଓଏଏସ୍ ଅଫିସର ସ୍ତରରେ ଅଦଳ ବଦଳ
ଭୁବନେଶ୍ୱର : ରାଜ୍ୟ ସରକାର ଓଏଏସ୍ ଅଫିସରସ୍ତରରେ ବଡ଼ ଧରଣର ଅଦଳବଦଳ କରିଛନ୍ତି। ମୋଟ ୧୯ଜଣ ଓଏଏସ୍ ଅଫିସରଙ୍କୁ ନୂଆ ଦାୟିତ୍ୱ ନ୍ୟସ୍ତ ହୋଇଛି। ଏନେଇ ଗୁରୁବାର ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଯୁଗ୍ମ ସଚିବ ଯସ୍ମିନ ପଟ୍ଟନାୟକଙ୍କୁ ସତ୍ୟବାଦୀସ୍ଥିତ ଓଡ଼ିଆ ବିଶ୍ୱବିଦ୍ୟାଳୟର କୁଳସଚିବ(ରେଜିଷ୍ଟ୍ରାର) ଭାବେ ଅବସ୍ଥାପିତ କରାଯାଇଥିବା ବେଳେ ରାଜ୍ୟ ନିର୍ବାଚନ କମିଶନରେ ଯୁଗ୍ମ ସଚିବ ଶ୍ୱେତ କୁମାର ଦାଶଙ୍କୁ…
