ମନରେଗା କୌଣସି କଂଗ୍ରେସ ନେତାଙ୍କ ନାମରେ ନଥିଲା

ଓଡିଶାର ପୂର୍ବତନ ମନ୍ତ୍ରୀ, ସାଂସଦ, ବିରୋଧୀ ଦଳ ନେତା ତଥା ବର୍ତ୍ତମାନର କୋରାପୁଟ ସାଂସଦ ସପ୍ତଗିରି ଉଲାକାଙ୍କ ପିତା ସ୍ବର୍ଗତ ରାମଚନ୍ଦ୍ର ଉଲାକାଙ୍କ ପ୍ରତିମୂର୍ତ୍ତି ରାୟଗଡାସ୍ଥିତ ଓଏମପି ଛକରେ ଉନ୍ମୋଚନ କାର‌୍ୟ୍ୟକ୍ରମ ଓ ତାଙ୍କ ସ୍ମୃତିରେ ଆୟୋଜିତ ପ୍ରାର୍ଥନା ସଭାରେ ପିସିସି ସଭାପତି ଭକ୍ତ ଚରଣ ଦାସ, ଛତିଶଗଡର ପୂର୍ବତନ ମୁଖ୍ୟମନ୍ତ୍ରୀ ଭୂପେଶ ବଘେଲ, ଓଡିଶା କଂଗ୍ରେସ ପ୍ରଭାରୀ ଅଜୟ ଲାଲ୍ଲୁ, ସିଏଲପି ନେତା ରାମଚନ୍ଦ୍ର କାଡାମ ଏବଂ କଂଗ୍ରେସ ଦଳର ବରିଷ୍ଠ ନେତୃବୃନ୍ଦ ଉପସ୍ଥିତ ଥିଲେ।…

Read More

ବିଜେଡିର ଉତ୍ତରାଧିକାରୀ ସୁଜାତା କାର୍ତ୍ତିକେୟନ!

ନବୀନ ପଟନାୟକ କାହାକୁ ଉତ୍ତରାଧିକାରୀ ବାଛିବେ, କାହାକୁ ବିଜେଡି ର ଗୁରୁଦାୟିତ୍ୱ ଦେବେ, କାହାକୁ ସମସ୍ତ ଚାବିକାଠି ପ୍ରଦାନ କରିବେ ତାହା ଏବେ ସବୁଠୁ ବେଶ ଚର୍ଚ୍ଚା…. କାରଣ ବିଜେଡି ପାଇଁ କିଏ ଉପଯୁକ୍ତ ଯିଏ କି ସମସ୍ତ ରାଜନୀତି ର ପରିଭାଷା କୁ ଠିକ ଭାବରେ ବୁଝି ଦଳର ସଂଗଠନ କୁ ସୁଦୃଢ ରଖିବ ତାହା କୁ ନେଇ ନବୀନ ଙ୍କ ମନରେ ଚାଲିଛି ଚକାପାଞ୍ଝା…. ତେବେ ଏସବୁ ଭିତରେ ଗୋଟିଏ କଥା ଏବେ ପ୍ରସଙ୍ଗ…

Read More

ମୁଖ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବିରେ ବାସଭବନ ଘେରାଉ କଲା ବିଜୁ ଯୁବ ଓ ଛାତ୍ର ଜନତା ଦଳ

ଧଉଳି ଗଣଦୁଷ୍କର୍ମ ଓ ସହୀଦ ନଗର ନାବାଳିକା ଦୁଷ୍କର୍ମ ଘଟଣା ମନରୁ ଲିଭି ନଥିବା ବେଳେ ଗତକାଲି ଯେଉଁଭଳି ଭାବରେ ଭଦ୍ରକ ଜିଲ୍ଲାର ଚାନ୍ଦବାଲି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବାଲିଗାଁରେ ତୃତୀୟ ଶ୍ରେଣୀରେ ପଢୁଥିବା ୧୦ ବର୍ଷର ନାବାଳିକାକୁ ଦୁଷ୍କର୍ମ ପରେ ହତ୍ୟା କରାଗଲା ତାହା ଓଡ଼ିଶାକୁ ସାରା ଦେଶରେ ନିନ୍ଦିତ କରିଛି । ବିଜେପି ସରକାର ଶାସନକୁ ଆସିବା ପରେ ରାଜ୍ୟରେ ମହିଳା ଓ ନାବାଳିକା ମାନଙ୍କ ସୁରକ୍ଷା ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ ହୋଇପଡିଛି । ଗୋପାଳପୁର,…

Read More

ମିଛ ତଥ୍ୟ ଦେଇ ରାଜ୍ୟବାସୀଙ୍କୁ ଭୂଆଁ ବୁଲାଉଛନ୍ତି ଯୋଗାଣମନ୍ତ୍ରୀ: ବିଜେଡି

ନିଜ ଦୋଷ ଦୁର୍ବଳତାକୁ ଲୁଚାଇବା ପାଇଁ ମିଛ ତଥ୍ୟର ସାହାର ନେଉଛନ୍ତି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । ରାଜ୍ୟରେ ଧାନ କ୍ରୟର ବାସ୍ତବ ଚିତ୍ରକୁ ଲୁଚାଇ ସାଧାରଣ ଚାଷୀଙ୍କୁ ଭ୍ରମିତ କରୁଛି ବିଜେପି ସରକାର ବୋଲି ବିଜେଡି ଅଭିଯୋଗ କରିଛି । କେବଳ ସେତିକି ନୁହେଁ ପଲୁ୍ୟସନ ସାର୍ଟିଫିକେଟ ଆଳରେ ଜନସାଧାରଣଙ୍କୁ ଶାରୀରିକ ଓ ମାନସିକ ନିର୍ଯାତନା ଦେଉଛନ୍ତି ରାଜ୍ୟ ସରକାର । ଆଜି ଶଙ୍ଖଭବନରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ବିଜେଡି ମୁଖପାତ୍ର ତଥା ଗଣମାଧ୍ୟମ…

Read More

୬,୭୦୦ ପ୍ରକଳ୍ପ ଅନୁମୋଦିତ, ₹୭୯୬ କୋଟି ଅର୍ଥ ମଞ୍ଜୁର

ରାଜ୍ୟର ସହରାଞ୍ଚଳଗୁଡ଼ିକରେ କାର୍ଯ୍ୟକାରୀ ହେଉଥିବା ମୁଖ୍ୟମନ୍ତ୍ରୀ ସହରୀ ବିକାଶ ଯୋଜନା (MSBY) ଅଧୀନ ପ୍ରକଳ୍ପଗୁଡ଼ିକର ଆଜି ଗୃହନିର୍ମାଣ ଓ ନଗର ନ୍ନୟନ ମନ୍ତ୍ରୀ ଡ଼. କୃଷ୍ଣ ଚନ୍ଦ୍ର ମହାପାତ୍ର ଏକ ଉଚ୍ଚସ୍ତରୀୟ ସମୀକ୍ଷା କରିଛନ୍ତି। ଖାରବେଳ ଭବନରେ ଅନୁଷ୍ଠିତ ଉକ୍ତ ବୈଠକରେ ଗୃହନିର୍ମାଣ ଓ ନଗର ଉନ୍ନୟନ ବିଭାଗର ପ୍ରମୁଖ ସଚିବ ଶ୍ରୀମତୀ ଉଷା ପାଢ଼ୀ , ପୌର ପ୍ରଶାସନ ନିର୍ଦ୍ଦେଶକ ଶ୍ରୀ ଅରିନ୍ଦମ ଡାକୁଆ ଓ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ। ରାଜ୍ୟର ସମସ୍ତ ପୌର…

Read More

୧ କୋଟି ୧୪ ଲକ୍ଷ ଟଙ୍କାର ମୂଲ୍ୟର ବେଆଇନ ସାମଗ୍ରୀ ଜବତ

ଅବକାରୀ ବିଭାଗ ଓ ପୋଲିସ ବିଭାଗର ମିଳିତ ସହଯୋଗରେ ସାରା ରାଜ୍ୟରେ ଚାଲୁଥିବା ସ୍ୱତନ୍ତ୍ର ଚଢ଼ାଉ ଅଭିଯାନର ଚତୁର୍ଥ ଦିନ, ଅର୍ଥାତ ୨୩ ଡିସେମ୍ବର ୨୦୨୫ ତାରିଖରେ ହୋଇଥିବା ଚଢ଼ାଉରେ ମୋଟ ୧,୧୪,୬୨,୯୭୪ ମୂଲ୍ୟର ବେଆଇନ ମାଦକ ଦ୍ରବ୍ୟ ଓ ସାମଗ୍ରୀ ଜବତ ହୋଇଛି । ଏହି କାର୍ଯ୍ୟାନୁଷ୍ଠାନରେ NDPS Act. ଅଧୀନରେ ଚାରୋଟି ମାମଲା ସହିତ ମୋଟ ୨୩୯ଟି ମାମଲା ରୁଜୁ କରାଯାଇଛି । ଏହି ଘଟଣାରେ ସମ୍ପୃକ୍ତ ୧୩୪ ଜଣଙ୍କୁ ଗିରଫ କରାଯାଇଥିବାବେଳେ ୧୩ଟି…

Read More

ତୃଣମୂଳସ୍ତରରେ ବିକାଶର କେନ୍ଦ୍ରବିନ୍ଦୁ ହେଉଛି ଅଙ୍ଗନବାଡ଼ି : ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପରିଡା

ତୃଣମୂଳସ୍ତରର ବିକାଶର କେନ୍ଦ୍ରବିନ୍ଦୁ ହେଉଛି ଅଙ୍ଗନବାଡି । ଅଙ୍ଗନବାଡି ଭିତ୍ତିଭୂମି ବିକାଶ ଉପରେ ଫୋକସ ଦେଇ ଗ୍ରାମୀଣ ବିକାଶକୁ ସୁଦୃଢ କରିବାକୁ ଆମ ସରକାର ପ୍ରତିଶ୍ରୁତିବଦ୍ଧ ବୋଲି ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡା ମତ ପ୍ରକାଶ କରିଛନ୍ତି । ଆଜି ମହିଳା ଶିଶୁ ବିକାଶ ବିଭାଗ ସମ୍ମିଳନୀ କକ୍ଷରେ ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡାଙ୍କ କରକମଳରେ ପଞ୍ଚାୟତରାଜ ଓ ପାନୀୟ ଜଳ, ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ଶ୍ରୀ ରବି ନାରାୟଣ ନାଏକଙ୍କ ଉପସ୍ଥିତିରେ ରାଜ୍ୟର ୪୯୧ଟି ନବନିର୍ମିତ…

Read More

ବର୍ତ୍ତମାନ ୧୨ ଜିଲ୍ଲାରେ ଧାନ କିଣା ଜାରି

ଚଳିତ ଖରିଫ ଋତୁରେ ରାଜ୍ୟରେ ଧାନ କିଣା ପ୍ରକ୍ରିୟା ଜାରି ରହିଛି । ବର୍ତ୍ତମାନ ବରଗଡ଼, ନୂଆପଡା, ସମ୍ବଲପୁର, କଳାହାଣ୍ଡି,ବଲାଙ୍ଗୀର, ସୁନ୍ଦରଗଡ, ବୌଦ୍ଧ, ଗଞ୍ଜାମ, କୋରାପୁଟ, ଝାରସୁଗୁଡ଼ା, ନବରଙ୍ଗପୁର, ସୁବର୍ଣ୍ଣପୁର ଆଦି ଜିଲ୍ଲାରେ ଧାନ କିଣା ପ୍ରକ୍ରିୟା ଚାଲିଛି । ପ୍ରଯ୍ୟାୟକ୍ରମେ ଅନ୍ୟ ଜିଲ୍ଲାରେ ଏହି ଧାନ କିଣା ଆରମ୍ଭ କରାଯିବ । ଏଥିପାଇଁ ସମ୍ପୃକ୍ତ ଜିଲାରେ ବ୍ୟାପକ ପ୍ରସ୍ତୁତି ଜାରି ରହିଛି । ଏତଦବ୍ୟତୀତ ପଞ୍ଜିକୃତ ଚାଷୀ ମାନଙ୍କୁ ଆଗୁଆ ସୂଚନା ପ୍ରଦାନ ସହ ଟୋକନ…

Read More

ସୋଫିଆଙ୍କୁ ଅଡ଼ୁଆରେ ପକାଉଛନ୍ତି ମୋକିମ

ରାଜ୍ୟ ରାଜନୀତିରେ ଏବେ ଗୋଟିଏ ଚର୍ଚ୍ଚା ନୂଆ ଦଳ। ଆଉ ଏହି ନୂଆ ଦଳକୁ ନେଇ ସବୁଠୁ ଅଧିକ ଚର୍ଚ୍ଚା ହେଉଛି ବାରବାଟୀର ପୂର୍ବତନ ବିଧାୟକ ମହମ୍ମଦ ମୋକିମଙ୍କୁ ନେଇକି। ଚର୍ଚ୍ଚା ହେଉଛି ମୋକିମ୍ ଖୁବଶୀଘ୍ର ନୂଆ ଦଳ ଗଠନ କରିବା ପାଇଁ ଯାଇଛନ୍ତି। ମୋକିମଙ୍କୁ କଂଗ୍ରେସରୁ ନିଲମ୍ବିତ କରିବା ପରେ ଏହି ଚର୍ଚ୍ଚା ଆହୁରି ଅଧିକ ଘନେଇବାରେ ଲାଗିଛି। ମୋକିମ ନିକଟରେ କଂଗ୍ରେସର ଶୀର୍ଷ ନେତୃତ୍ୱ କୁହାଯାଉଥିବା ସୋନିଆ ଗାନ୍ଧୀଙ୍କୁ ଚିଠି ଲେଖି ପିସିସି ସଭାପତି…

Read More

ରାଜ୍ୟ ଶ୍ରମ ପ୍ରତିଷ୍ଠାନଠାରେ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ

ରାଜ୍ୟର ବିଭିନ୍ନ କାରଖାନାମାନଙ୍କରେ ଶ୍ରମିକଙ୍କ ସୁରକ୍ଷା ଏବଂ ଏକ ନିରାପଦ କାର୍ଯ୍ୟ ପରିବେଶ ସୃଷ୍ଟି କରିବାକୁ ସରକାର ସର୍ବୋଚ୍ଚ ପ୍ରାଥମିକତା ଦେଉଛନ୍ତି। ଏହି ପରିପ୍ରେକ୍ଷୀରେ ଶ୍ରମ ଓ କର୍ମଚାରୀଙ୍କ ରାଜ୍ୟ ବୀମା ବିଭାଗର ଅନୁମୋଦନକ୍ରମେ କାରଖାନା ଏବଂ ବାଷ୍ପିତ୍ର ନିର୍ଦ୍ଦେଶାଳୟ ପକ୍ଷରୁ “ସୁରକ୍ଷା ସମିତିର ଭୂମିକା ଓ ଦାୟିତ୍ୱ” ସମ୍ବନ୍ଧୀୟ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଆଜି ସଫଳତାର ସହ ସମ୍ପନ୍ନ ହୋଇଛି। ଭୁବନେଶ୍ୱରସ୍ଥିତ ରାଜ୍ୟ ଶ୍ରମ ପ୍ରତିଷ୍ଠାନର ସମ୍ମିଳନୀ କକ୍ଷରେ ଆଜି ଆୟୋଜିତ ଏହି ଶିବିରରେ…

Read More