ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ କାରକେଡ୍ ରିହରସଲ୍
ଭୁବନେଶ୍ୱର : ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ କାରକେଡ୍ ରିହରସଲ୍ । ସୁରକ୍ଷା ଦୃଷ୍ଟି କୋଣରୁ କମିଶନରରେଟ ପୋଲିସ ବିମାନବନ୍ଦରରୁ ରାଜଭବନ ପର୍ଯ୍ୟନ୍ତ କାରକେଡ୍ ରିହରସଲ୍ କରିଛି । ଡିଜିପି ସମ୍ମିଳନୀରେ ଯୋଗଦେବେ ପ୍ରଧାନମନ୍ତ୍ରୀ ମୋଦି ଓ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ । ଏଥିପାଇଁ ଭୁବନେଶ୍ବରରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରଯାଇଛି ।ଆସନ୍ତାକଲି ଓଡିଶା ଆସିବେ ପ୍ରଧାନମନ୍ତ୍ରୀ । 4:20 ମିନିଟରେ ଭୁବନେଶ୍ୱର ବିମାନବନ୍ଦରରେ ପହଁଚିବେ ପ୍ରଧାନମନ୍ତ୍ରୀ । ଏହାପରେ 4:30 ରେ ବିମାନବନ୍ଦର ପାଖରେ ଏକ…