ବଲିଉଡ ଅଭିନେତ୍ରୀ ସନ୍ନି ଲିଓନିଙ୍କୁ ମିଳୁଛି ଭତ୍ତା !
ବଲିଉଡ ଅଭିନେତ୍ରୀ ସନ୍ନି ଲିଓନି ଛତିଶଗଡ଼ର ମହତାରି ବନ୍ଦନ ଯୋଜନାର ଲାଭ ନେଉଛନ୍ତି। କେବଳ ସେତିକି ନୁହେଁ ମାସିକ ଭତ୍ତା ବାବଦକୁ ତାଙ୍କୁ ମିଳୁଛି ୧୦୦୦ ଟଙ୍କା। କଥାଟା ଶୁଣି ନିହାତି ଆଶ୍ଚର୍ଯ୍ୟ ଲାଗୁଥିବ। ହେଲେ ଏହା ସତ। ସନ୍ନି ଲିଓନିଙ୍କ ନାଁରେ ପ୍ରତି ମାସରେ ଟଙ୍କା ଉଠାଉଥିଲେ ଠକ। ଆର୍ଟିଓ ଜରିଆରେ ଏହି ମାମଲାର ଖୁଲାସା ହୋଇଛି। ଉକ୍ତ ବ୍ୟାଙ୍କ ଆକାଉଣ୍ଟକୁ ଏବେ ଫ୍ରିଜ୍ କରାଯାଇଛି।ପ୍ରକୃତରେ ଛତିଶଗଡ଼ ସରକାର ବିବାହିତ ମହିଳାଙ୍କୁ ମହତାରି ବନ୍ଦନ ଯୋଜନାରେ…
