ଗୃହମନ୍ତ୍ରୀ ଅମିତ୍ ଶାହାଙ୍କ ଓଡିଶା ଗସ୍ତ ବାତିଲ

ଆସନ୍ତାକାଲି ଓଡିଶା ଆସିବାର ଗୃହମନ୍ତ୍ରୀ ଅମିତ୍ ଶାହା ଗସ୍ତ ବାତିଲ ହୋଇଯାଇଛି। ଏନେଇ ଯାଜପୁର ସାଂସଦ ରବି ନାରାୟଣ ବେହେରା ସୂଚନା ଦେଇଛନ୍ତି । ତାଙ୍କ ସୂଚନା ମୁତାବକ ପୂର୍ବତନ ମନମୋହନ ସିଂଙ୍କ ଦେହାନ୍ତ ପରେ ଏବେ ଦେଶ ଗୋଟିଏ ସପ୍ତାହ ପାଇଁ ଶୋକ ପାଳୁଛି । ଏହାକୁ ସମ୍ମାନ ଦେଇ ଗୃହମନ୍ତ୍ରୀ ତାଙ୍କ ଗସ୍ତ କାର୍ଯ୍ୟକ୍ରମ ବାତିଲ କରିଛନ୍ତି । ଆସନ୍ତା କାଲି ସେ ଓଡିଶା ଆସି ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବାର ଥିଲା ।

Read More

ଶନିବାର ଓଡ଼ିଶା ଆସିବେ ଅମିତ ଶାହା

ଶନିବାର ଅର୍ଥାତ ୨୮ ତାରିଖରେ ଭୁବନେଶ୍ବର ଆସିବେ ଅମିତ ଶାହା। ଏ ନେଇ ବିଜେପି ରାଜ୍ୟ ପ୍ରଭାରୀ ବିଜୟ ପାଲ ସିଂ ତୋମାର ସୂଚନା ଦେଇଛନ୍ତି। ଏହା ସହ ସେ ଅମିତ ଶାହଙ୍କ ସମ୍ବଲପୁର ଗସ୍ତ ନାହିଁ ବୋଲି କହିଛନ୍ତି। କଳିଙ୍ଗ ଷ୍ଟାଡିୟମ କାର୍ଯ୍ୟକ୍ରମରେ ଯୋଗ ଦେଇପାରନ୍ତି ଶାହା। ସୂଚନାନୁସାରେ, ଏବେ ଓଡ଼ିଶା କେନ୍ଦ୍ର ବିଜେପି ନେତୃତ୍ୱଙ୍କ ଫୋକସ୍‌ରେ ରହିଛି । ନିକଟରେ ଓ ହୋଇଥିବା ଡିଜିପି ସମ୍ମିଳନୀରେ ତିନିଦିନିଆ ଓ ଗସ୍ତରେ ଆସିଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

Read More