
ଆନନ୍ଦବଜାରରେ ଲାଗୁ ହେବ ଡ୍ରେସ୍କୋଡ୍
ଏଣିକି ଆନନ୍ଦବଜାର ପାଇଁ ଲାଗୁ ହେବ ଡ୍ରେସ୍କୋଡ୍ । ମହାପ୍ରସାଦ ବିକ୍ରି କରୁଥିବା ସୁପକାରଙ୍କ ସହାୟକମାନେ ପିନ୍ଧିବେ ଗେରୁଆ ରଙ୍ଗର ପୋଷାକ । ଶ୍ରୀମନ୍ଦିର ପ୍ରଶାସନର ସ୍ୱୀକୃତି ମିଳିବା ପରେ ସୁଆ ମହାସୁଆର ନିଯୋଗ ଆନନ୍ଦଜାର କ୍ଷେତ୍ରରେ ଏହି ବ୍ୟବସ୍ଥା ଲାଗୁ କରାଯାଇଛି । ଆସନ୍ତା ୨୫ ତାରିଖକୁ ଏହି ନିୟମ ଲାଗୁ ହେବ ଏବଂ ଗେରୁଆ ରଙ୍ଗର ପୋଷାକ ପିନ୍ଧି ଆନନ୍ଦ ବଜାର ଆସିବେ । ସେପଟେ ଆନନ୍ଦବଜାରରେ ଶୃଙ୍ଖଳା ଆଣିବା ପାଇଁ ଏକ ଅନୁଧ୍ୟାନ…