
ପୁଣି ବଢ଼ିଲା ଅରବିନ୍ଦ କେଜ୍ରିୱାଲଙ୍କ ଅଡୁଆ
ପୁଣି ବଢ଼ିଲା ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ଅଡୁଆ । ଦିଲ୍ଲୀ ମଦ ନୀତି ମାମଲାରେ କେଜ୍ରିୱାଲଙ୍କ ବିରୋଧରେ ମାମଲା ରୁଜୁ ଲାଗି ଅନୁମତି । ପ୍ରବର୍ତ୍ତନ ନିର୍ଦ୍ଦେଶାଳୟକୁ ଅନୁମତି ଦେଲେ ଲେଫଟନାଣ୍ଟ ଗଭର୍ଣ୍ଣର ଏଲଜି ଭି.କେ. ସକ୍ସେନା । ୫ ଡିସେମ୍ୱରରେ ଇଡି କେଜ୍ରେୱାଲଙ୍କ ବିରୋଧରେ ମାମଲା ରୁଜୁ ପାଇଁ ଅନୁମତି ମାଗିଥିଲେ । ସୂଚନାଯୋଗ୍ୟ, ଦିଲ୍ଲୀ ମଦ ନୀତି ମାମଲାରେ ଗତ ମାର୍ଚ୍ଚ ୨୧ରେ ଅରବିନ୍ଦ କେଜ୍ରିୱାଲ ଗିରଫ ହୋଇଥିଲେ। ଗତ ସେପ୍ଟେମ୍ବର…