
ଭଦ୍ରକବାସୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଭେଟି; ନିର୍ମାଣ ହେବ ବୟନ ପାର୍କ
ଭଦ୍ରକବାସୀଙ୍କ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବଡ଼ ଘୋଷଣା। ଭଦ୍ରକରେ ନିର୍ମାଣ ହେବ ବୟନ ପାର୍କ । ଯେଉଁଥିପାଇଁ ପାଇଁ ମୁଖ୍ୟମନ୍ତ୍ରୀ ଶନିବାର ୪୩୮୨ କୋଟି ଟଙ୍କା ମଞ୍ଜୁର କରିଥିବା ନେଇ ସୂଚନା ଦେଇଛନ୍ତି। ଆଇଓସିଏ୍ଲ ଏନେଇ ଅର୍ଥ ମଞ୍ଜୁର କରିଥିବା ମୁଖ୍ୟମନ୍ତ୍ରୀ ତାଙ୍କ ସୋସିଆଲ ମିଡିଆ ‘ଏକ୍ସ’ରେ ସୂଚନା ଦେଇଛନ୍ତି। ଏମ୍ସିପିଏଲ୍ ସହଯୋଗରେ ଭଦ୍ରକରେ ବୟନ ପାର୍କ କରାଯିବ। ଏହି ମିଳିତ ଉଦ୍ୟମ ଓଡ଼ିଶାର ଅର୍ଥନୀତିକୁ ଯଥେଷ୍ଟ ବୃଦ୍ଧି କରିବା ସହ ନୂତନ ନିଯୁକ୍ତି…