ଚାନ୍ଦବାଲି ଦୁଷ୍କର୍ମ ଘଟଣାରେ ମନମୋହନ ରାଜ୍ୟବାସୀଙ୍କୁ କି ଆଶ୍ୱାସନା ଦେବେ

ଚାନ୍ଦବାଲିରେ ଘଟିଥିବା ଲୋମହର୍ଷଣକାରୀ ଦୁଷ୍କର୍ମ ଏବଂ ହତ୍ୟା ଉପରେ କଂଗ୍ରେସ ଭବନଠାରେ ସାମ୍ବାଦିକ ସମ୍ମିଳନୀ ଆୟୋଜନ ହୋଇଥିଲା I  ବରିଷ୍ଠ ମୁଖପାତ୍ର ମନୋରଞ୍ଜନ ଦାଶ ପ୍ରାରମ୍ଭିକ ସୂଚନା ପ୍ରଦାନ କରିବା ପରେ ପୂର୍ବତନ ସାଂସଦ ଅନନ୍ତ ପ୍ରସାଦ ସେଠୀ କହିଲେ, କଂଗ୍ରେସ ସବୁବେଳେ ନାରୀ ସୁରକ୍ଷା ଉପରେ ଆନ୍ଦୋଳନ କରୁଛି କ୍ଷ ବିଧାନସଭାରେ ବିଧାୟକ ସରକାରଙ୍କ ଦୃଷ୍ଟି ଆକର୍ଷଣ କରୁଛି I ପିସିସି ସଭାପତି ନାରୀ ସୁରକ୍ଷାକୁ ନେଇ ସଦାବେଳେ ସରକାରଙ୍କୁ ପ୍ରଶ୍ନ ପଚାରୁଛନ୍ତି ଓ ରାଜରାସ୍ତାକୁ…

Read More

ମୁଖ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବିରେ ବାସଭବନ ଘେରାଉ କଲା ବିଜୁ ଯୁବ ଓ ଛାତ୍ର ଜନତା ଦଳ

ଧଉଳି ଗଣଦୁଷ୍କର୍ମ ଓ ସହୀଦ ନଗର ନାବାଳିକା ଦୁଷ୍କର୍ମ ଘଟଣା ମନରୁ ଲିଭି ନଥିବା ବେଳେ ଗତକାଲି ଯେଉଁଭଳି ଭାବରେ ଭଦ୍ରକ ଜିଲ୍ଲାର ଚାନ୍ଦବାଲି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବାଲିଗାଁରେ ତୃତୀୟ ଶ୍ରେଣୀରେ ପଢୁଥିବା ୧୦ ବର୍ଷର ନାବାଳିକାକୁ ଦୁଷ୍କର୍ମ ପରେ ହତ୍ୟା କରାଗଲା ତାହା ଓଡ଼ିଶାକୁ ସାରା ଦେଶରେ ନିନ୍ଦିତ କରିଛି । ବିଜେପି ସରକାର ଶାସନକୁ ଆସିବା ପରେ ରାଜ୍ୟରେ ମହିଳା ଓ ନାବାଳିକା ମାନଙ୍କ ସୁରକ୍ଷା ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ ହୋଇପଡିଛି । ଗୋପାଳପୁର,…

Read More