‘ଭାରତ ପର୍ବ-୨୦୨୫’ରେ ପ୍ରଦର୍ଶିତ ହେବ ଓଡିଶାର ପ୍ରଜ୍ଞାପନ ମେଢ଼

ନୂଆଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଥିବା ‘ଭାରତ ପର୍ବ-୨୦୨୫’ରେ ଓଡ଼ିଶାର ବର୍ଣ୍ଣାଢ଼୍ୟ ପ୍ରଜ୍ଞାପନ ମେଢ଼ ସାମିଲ ହେବ । ଏନେଇ ଓଡ଼ିଶା ସରକାରଙ୍କ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ‘ଏକ୍ସ’ରେ ସୂଚନା ଦିଆଯାଇଛି । “ସ୍ୱର୍ଣ୍ଣିମ ଭାରତରେ ହସ୍ତତନ୍ତ ଓ ବୟନର ଐତିହ୍ୟ ଓ ବିକାଶ’ ବିଷୟବସ୍ତୁ ଉପରେ ଆଧାରିତ ଓଡ଼ିଶାର ମେଢ଼ ଆମ ରାଜ୍ୟର ପ୍ରାଚୀନ ଐତିହ୍ୟକୁ ପ୍ରତିପାଦନ କରୁଛି । ନୂଆଦିଲ୍ଲୀ କର୍ତ୍ତବ୍ୟ ପଥରେ ଅନୁଷ୍ଠିତ ଜାତୀୟ ସାଧାରଣତନ୍ତ୍ର ଦିବସ-୨୦୨୪ରେ “ବିକଶିତ ଭାରତ’କୁ ନେଇ…

Read More