ଗୃହ ଓ ନଗର ଉନ୍ନୟନ ବିଭାଗ ପ୍ରମୁଖ ସଚିବଙ୍କ କ୍ଷେତ୍ର ପରିଦର୍ଶନ ଏବଂ ସମୀକ୍ଷା
ସୁନ୍ଦରଗଡ଼ ଜିଲ୍ଲାର ନୋଡାଲ ଅଧିକାରୀ ତଥା ଗୃହ ଓ ନଗର ଉନ୍ନୟନ ବିଭାଗ ଏବଂ ବାଣିଜ୍ୟ ଓ ପରିବହନ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀମତୀ ଉଷା ପାଢ଼ୀ ଦୁଇ ଦିନିଆ ସୁନ୍ଦରଗଡ ଜିଲ୍ଲା ଗସ୍ତରେ ଆସି ଜିଲ୍ଲାର ବିଭିନ୍ନ ଅଞ୍ଚଳ ଗସ୍ତ କରି ବିଭିନ୍ନ ପ୍ରକଳ୍ପ, ଯୋଜନା ଆଦିର କାର୍ଯ୍ୟକାରିତା ତଥା ଅଗ୍ରଗତି ସମୀକ୍ଷା କରିବା ସହିତ ହିତାଧିକାରୀ ମାନଙ୍କ ସହିତ ମଧ୍ୟ ଆଲୋଚନା କରିଥିଲେ। ଏହା ସହିତ ଆଜି ସ୍ଥାନୀୟ ସଦଭାବନା ଭବନ ଠାରେ…
