ରାଜ୍ୟବ୍ୟାପୀ ପାଳନ ହେବ ବିଜେଡିର ୨୯ତମ ପ୍ରତିଷ୍ଠା ଦିବସ
ବିଜୁ ଜନତା ଦଳର ୨୯ତମ ପ୍ରତିଷ୍ଠା ଦିବସ ରାଜ୍ୟର ପ୍ରତ୍ୟେକ ନିର୍ବାଚନମଣ୍ଡଳୀରେ ପାଳିତ ହେବା ସହିତ ଦଳର ମୁଖ୍ୟାଳୟ “ଶଙ୍ଖ ଭବନ” ଠାରେ ମହାସମାରୋହରେ ପାଳନ କରାଯିବ ବୋଲି ଆଜି ଦଳ ପକ୍ଷରୁ ସୂଚନା ଦିଆଯାଇଛି । ଏଥିରେ ଦଳର ମାନ୍ୟବର ସଭାପତି ତଥା ବିରୋଧୀ ଦଳ ନେତା ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ ଯୋଗଦେବାର କାର୍ଯ୍ୟକ୍ରମ ରହିଛି । ଆଜି ଶଙ୍ଖ ଭବନ ଠାରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ଦଳର ବରିଷ୍ଠ ଉପସଭାପତି ଶ୍ରୀ ଦେବୀ ପ୍ରସାଦ…
