ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶ୍ରୀମନ୍ଦିର ପ୍ରଶାସନ, ପୁରୀ ପକ୍ଷରୁ ନୂଆ ବର୍ଷ ୨୦୨୬ ପାଇଁ ପ୍ରକାଶିତ କ୍ୟାଲେଣ୍ଡର ଓ ଡାଏରୀ ଲୋକାର୍ପିତ କରିଛନ୍ତି

ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ୨୦୨୬ ଇଂରାଜୀ ନୂଆ ବର୍ଷ ଅବସରରେ ମହାପ୍ରଭୁଙ୍କ ଫଟୋଚିତ୍ର ଥାଇ ସୁଦୃଶ୍ୟ କ୍ୟାଲେଣ୍ଡର (ଉଭୟ ୱାଲ୍ ଏବଂ ଡେସ୍କ୍) ପ୍ରକାଶ ପାଇଛି l କ୍ୟାଲେଣ୍ଡର ଗୁଡିକର ପ୍ରଥମ କପିକୁ ଧନୁ ସଂକ୍ରାନ୍ତୀ ଅବସରରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଲାଗି ହୋଇଛି । ଏହି ଦେବାର୍ପଣ ପରେ ଆଜି ଉଭୟ କ୍ୟାଲେଣ୍ଡରକୁ ବିଧିବଦ୍ଧ ଭାବେ ଉନ୍ମୋଚିତ କରିଛନ୍ତି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ l ଉଭୟ କ୍ୟାଲେଣ୍ଡରରେ ବାଲୁକା କଳା, ପଟ୍ଟଚିତ୍ର, ତାଳପତ୍ର ଖୋଦେଇ…

Read More