
ଏହି କାରଣରୁ ହୋଇଥିଲା ସିଡିଏସ୍ ଜେନେରାଲ ବିପିନ ରାୱତଙ୍କ ମୃତ୍ୟୁ, ୩ ବର୍ଷ ପରେ ସାମ୍ନାକୁ ଆସିଲା ସତ
୨୦୨୧ ଡିସେମ୍ବର ୮ରେ ତାମିଲନାଡୁର ହେଲିକପ୍ଟର ଦୁର୍ଘଟଣାରେ ସହିଦ ହୋଇଥିବା ଦେଶର ପ୍ରଥମ ଚିଫ୍ ଅଫ୍ ଡିଫେନ୍ସ ଷ୍ଟାଫ୍ ସିଡିଏସ୍ ଜେନେରାଲ ବିପିନ ରାୱତଙ୍କ ଦୁର୍ଘଟଣାର କାରଣ ସାମ୍ନାକୁ ଆସଛି । ଦୁର୍ଘଟଣାର ଦୀର୍ଘ ୩ ବର୍ଷ ପରେ ସାମ୍ନାକୁ ଆସିଥିବା ସଂସଦୀୟ କମିଟି ରିପୋର୍ଟରେ କୁହାଯାଇଛି ଯେ, ଦୁର୍ଘଟଣାର କାରଣ ମାନବିକ ତ୍ରୁଟି ଥିଲା ।ଜେନେରାଲ ରାୱତଙ୍କ ବ୍ୟତୀତ ତାଙ୍କ ପତ୍ନୀ ମଧୁଲିକା ରାୱତ ଏବଂ ଅନ୍ୟ ଅନେକ ସଶସ୍ତ୍ର ବାହିନୀ ଯବାନ ମଧ୍ୟ ଏହି…