ଚିଟ୍ ଫଣ୍ଡ ସ୍କାମର ଶିକାର ହୋଇଥିଲେ ମୁଖ୍ୟମନ୍ତ୍ରୀ

ଓଡ଼ିଶାର ପ୍ରତ୍ୟେକ ଲୋକେ ଅଧିକ ଲାଭ ଆଶାରେ ଚିଟ୍ ଫଣ୍ଡରେ ଟଙ୍କା ନିବେଶ କରି ଠକାମିର ଶିକାର ହୋଇଥିଲେ। ଏଥିରୁ ବର୍ତ୍ତମାନର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଧ୍ୟ ବର୍ତ୍ତିପାରିନାହାନ୍ତି। ଅଧିକ ଲାଭ ଆଶାରେ ମୁଖ୍ୟମନ୍ତ୍ରୀ ମଧ୍ୟ ଚିଟ୍ ଫଣ୍ଡ ସ୍କାମରେ ଟଙ୍କା ହରାଇଛନ୍ତି ବୋଲି ସେ ପ୍ରକାଶ କରିଛନ୍ତି।ମଙ୍ଗଳବାର ଜାତୀୟ ଉପଭୋକ୍ତା ଦିବସରେ ଏକ କାର୍ଯ୍ୟକ୍ରମରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ଏହି ଆଶ୍ଚର୍ଯ୍ୟକର ଖୁଲାସା କରିଛନ୍ତି। ସେ କହିଥିଲେ ‘ଏକ ସମୟରେ ମୁଁ ଚିଟ୍ ଫଣ୍ଡ…

Read More