
ମୁଖ୍ୟମନ୍ତ୍ରୀଙ୍କ ଘୋଷଣା; ଚଳିତ ବର୍ଷ ହେବ ଛାତ୍ର ସଂସଦ ନିର୍ବାଚନ
ପୁଣିଥରେ କଲେଜରେ ଆରମ୍ଭ ହେବ ଛାତ୍ର ସଂସଦ ନିର୍ବାଚନ । ଦୀର୍ଘ ୬ ବର୍ଷ ପରେ ଅର୍ଥାତ ଚଳିତ ଶିକ୍ଷା ବର୍ଷରେ ଅନୁଷ୍ଠିତ ହେବ କଲେଜ ଛାତ୍ର ସଂସଦ ନିର୍ବାଚନ । ଏନେଇ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସେ ଆହୁରି କହିଛନ୍ତି ଯେ, ‘ଛାତ୍ର ନିର୍ବାଚନ ନେଇ ପ୍ରକ୍ରିୟା ଆରମ୍ଭ ହୋଇଛି। ଛାତ୍ର ସଂସଦ ନିର୍ବାଚନ କେବେ ବନ୍ଦ ହେବ ନାହିଁ। କିଛି ହୀନ ଚକ୍ରାନ୍ତ କରି ଛାତ୍ର ନିର୍ବାଚନ ବନ୍ଦ କରିଥିଲେ…