ରାଜ୍ୟର ସବୁ ଜିଲ୍ଲାରେ ଖୋଲିବ ସାଇବର ଥାନା
ରାଜ୍ୟର ସବୁ ଜିଲ୍ଲାରେ ଖୋଲିବ ସାଇବର ଥାନା । ୬୯ତମ ପୁଲିସ୍ ଡ୍ୟୁଟି ମିଟର ଉଦ୍ଯାପନୀ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସେ କହିଛନ୍ତି ଯେ ପ୍ରତି ଥାନାକୁ ୯ଟି ବାଇକ୍ ଦିଆଯିବ। ଗୃହ ବିଭାଗରେ ଖାଲି ପଡ଼ିଥିବା ୧୦ ହଜାର ପଦ ପୂରଣ କରାଯିବ। ସେହିପରି ୫ ହଜାର ଗୃହରକ୍ଷୀଙ୍କୁ ନିଯୁକ୍ତି କରାଯିବ। ୨୦୨୬ ସୁଦ୍ଧା ଓଡ଼ିଶା ମାଓ ମୁକ୍ତ ହେବା ନେଇ ସେ ଦୃଢ଼ୋକ୍ତ ପ୍ରକାଶ…
