ଦେବଗଡ଼ ଜିଲ୍ଲାରେ ଧାନ କିଣା ଶୁଭାରମ୍ଭ

ଚଳିତ ଖରିଫ ଋତୁରେ ରାଜ୍ୟରେ ଧାନ କିଣା ପ୍ରକ୍ରିୟା ଯାରି ରହିଛି । ଦେବଗଡ଼ ଜିଲ୍ଲାରେ ଧାନ ସଂଗ୍ରହ ଆରମ୍ଭ ହୋଇଛି । ଜିଲ୍ଲାର ରିଆମାଳ ବ୍ଲକରୁ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହୋଇଛି । ଜିଲ୍ଲାର ୫୧ଟି ମଣ୍ଡିରେ ୨୧ ହଜାର ୪୧୪ ଜଣ ଚାଷୀଙ୍କ ଠାରୁ ଧାନ କିଣା ଯିବ ।  ଗତ ବର୍ଷ ତୁଳନାରେ ଚଳିତ ବର୍ଷ ଅଧିକ ଚାଷୀଙ୍କ ଠାରୁ ଧାନ ସଂଗ୍ରହ କରାଯିବ । ଦେବଗଡ଼ ଜିଲ୍ଲାରେ ଗତ ବର୍ଷ…

Read More