ଏବେ ମିଳିବନି ‘ସୁଭଦ୍ରା’ ଚତୁର୍ଥ ପର୍ଯ୍ୟାୟ କିସ୍ତି; କ’ଣ କହିଲେ ଉପମୁଖ୍ୟମନ୍ତ୍ରୀ ଜାଣନ୍ତୁ…

‘ସୁଭଦ୍ରା’ ଚତୁର୍ଥ ପର୍ଯ୍ୟାୟ କିସ୍ତି ନେଇ ଉପମୁଖ୍ୟମନ୍ତ୍ରୀଙ୍କ ମନ୍ତବ୍ୟ ଦେଇ କହିଛନ୍ତି ଯେ ବର୍ତ୍ତମାନ ପାଇଁ ଚତୁର୍ଥ ପର୍ଯ୍ୟାୟ କିସ୍ତି ପ୍ରଦାନକୁ ସ୍ଥଗିତ ରଖାଯାଇଛି। ଯାଞ୍ଚ ପ୍ରକ୍ରିୟା ଚାଲିଥିବାରୁ ଚତୁର୍ଥ ପର୍ଯ୍ୟାୟ ସ୍ଥଗିତ ରହିଛି । ସବୁ ପ୍ରକାର ଯାଞ୍ଚ ସରିଲେ, ଚତୁର୍ଥ ପର୍ଯ୍ୟାୟ ଟଙ୍କା ପ୍ରଦାନ କରାଯିବ ବୋଲି କହିଛନ୍ତି ଉପ-ମୁଖ୍ୟମନ୍ତ୍ରୀ। ୩୦ ତାରିଖ ସୁଦ୍ଧା ସବୁ ପ୍ରକାର ଯାଞ୍ଚ ସରିବା ଆଶା ରହିଛି ବୋଲି କହିଛନ୍ତି। ତେବେ ଚଳିତ ମାସ ଡିସେମ୍ବର ୨୫ ତାରିଖରେ…

Read More