ଜୟପୁରରେ ବିଭିନ୍ନ ବିକାଶମୂଳକ କାର୍ଯ୍ୟର ଲୋକାର୍ପଣ ଓ ଭିତ୍ତି ପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

କୋରାପୁଟ ଗସ୍ତରେ ଯାଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଜୟପୁର ଫୁଲବାଡଠାରେ ବିଭିନ୍ନ ବିକାଶମୂଳକ କାର୍ଯ୍ୟର ଲୋକାର୍ପଣ ଓ ଭିତ୍ତି ପ୍ରସ୍ତର ଦେଇଛନ୍ତି । ଜୟପୁର ସ୍ଥିତ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ନୁତନ କୋଠା, ସରକାରୀ ଆବାସୀକ ଗୃହ, ଏୟାରପୋର୍ଟର ନବ ନିର୍ମିତ ଟର୍ମିନାଲ କୋଠା ଲୋକାର୍ପଣ କରିଛନ୍ତି ।ଏହା ସହ ସରକାରୀ ସେବିକା ମହାବିଦ୍ୟାଳୟ କୋରାପୁଟ ଭିତ୍ତି ପ୍ରସ୍ତର ଦେଇଛନ୍ତି । ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ୭ ମହଲା ବିଶିଷ୍ଟ ନୁତନ କୋଠା ଲୋକାର୍ପଣ କରିଛନ୍ତି…

Read More