ଭୁବନେଶ୍ବରରେ ନିର୍ମାଣ ହେବ ନୂଆ ସଡ଼କ
ସହରରେ ଜନସଂଖ୍ୟା ବଢୁଥିବାରୁ ଆବଶ୍ୟକତା ପୂରଣ ପାଇଁ ଗାଡ଼ି ଚଳାଚଳ ଓ ଟ୍ରାଫିକ ବ୍ୟବସ୍ଥାକୁ ଉପଯୋଗୀ ଓ ସହଜ କରିବା ଉପରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଗୁରୁତ୍ବାରୋପ କରିଛନ୍ତି । ଏଥିପାଇଁ ଭୁବନେଶ୍ବରରେ ଏକାଧିକ ସଡ଼କ, ଫ୍ଲାଇଓଭର, ରେଲ୍ ଓଭର ବ୍ରିଜ ଓ ରିଂ ରୋଡ ନିର୍ମାଣ ପାଇଁ ଯୋଜନା କରାଯାଇଛି ।ପୂର୍ତ୍ତ ବିଭାଗ ଏବଂ ଗୃହ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ସହର ପାଇଁ ବିଭିନ୍ନ ସଡ଼କ ପ୍ରକଳ୍ପ ଯୋଜନା ଉପରେ ମୁଖ୍ୟମନ୍ତ୍ରୀଙ୍କ ନିକଟରେ…